ବାଂଲାଦେଶରେ ମହାମାରୀ ରୂପ ନେଲାଣି ମିଳିମିଳା: ଗଲାଣି ରେକର୍ଡ ସଂଖ୍ୟକ ଲୋକଙ୍କ ଜୀବନ
ଢ଼ାକା: ମିଳିମିଳାର ଘାତକ ଲହରୀର ସାମ୍ନା କରୁଛି ବାଂଲାଦେଶ। ଟିକାକରଣରେ ଚାମ୍ପିୟନ ବାଂଲାଦେଶ ଏବେ ମିଳିମିଳା ମହାମାରୀ ଗତି କରୁଛି। ମିଳିମିଳା ପାଇଁ ଦେଶରେ ରେକର୍ଡ ସଂଖ୍ୟକ ଲୋକଙ୍କ ଜୀବନ ଗଲାଣି। ମିଳିମିଳା ଯୋଗୁ ମାର୍ଚ୍ଚ ୧୫ରୁ ଇତି ମଧ୍ୟରେ ୨୫୦ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।ଏମାନଙ୍କ ମଧ୍ୟରେ ଅଧିକାଂଶ ଛୋଟ ପିଲା ରହିଛନ୍ତି। ସମସ୍ତେ ମିଳିମିଳା ଜନିତ ଲକ୍ଷଣ ଯୋଗୁ ଆଖି ବୁଜିଛନ୍ତି। ଦେଢ଼ ମାସରେ ୨୫୦ରୁ ଅଧିକ ଲୋକ ପ୍ରାଣ ହରାଇବା ବାଂଲାଦେଶ ଇତିହାସର […]
Read More Text.