ପହଲଗାମ ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀକୁ ଧରାଇଲେ ମିଳିବ ୧୦ ଲକ୍ଷ ଟଙ୍କା: NIA
ନୂଆଦିଲ୍ଲୀ: ପହଲଗାମ ଆକ୍ରମଣର ଖୁଲାସା କରୁଛି ଏନଆଇଏ । ବର୍ତ୍ତମାନ ଏହି ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀର ପରିଚୟ ସାମ୍ନାକୁ ଆସିଛି । ଏହାରି ମଧ୍ୟରେ ଆକ୍ରମଣର ମୁଖ୍ୟଷଡ଼ଯନ୍ତ୍ରକାରୀକୁ ଧରାଇଦେବା ପାଇଁ ଏନଆଇଏ ୧୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି । ସୂଚନାନୁଯାୟୀ, ଭାରତରେ ଅଶାନ୍ତି ସୃଷ୍ଟି କରିବା ପାଇଁ ପାକିସ୍ତାନ ଏହି ଷଡଯନ୍ତ୍ର କରିଥିବା ନେଇ ଏନଆଇଏ ପାଖରେ ପକ୍କା ପ୍ରମାଣ ରହିଛି । ପାକିସ୍ତାନରେ ରହୁଥିବା ଲସ୍କର-ଏ-ତୋଇବା କମାଣ୍ଡର ସାଜିଦ୍ ଭଟ୍ଟ ଏହି ଆକ୍ରମଣର […]
Read More Text.