ଦିଲ୍ଲୀରୁ ସିମଲା ସିଫ୍ଟ ହେଲା ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ
ହିମାଚଳ ପ୍ରଦେଶ : ଦିଲ୍ଲୀରୁ ସିମଲାକୁ ସିଫ୍ଟ ହେଲେ ରାଷ୍ଟ୍ରପତି । ଏଥିପାଇଁ ଦିଲ୍ଲୀର ରାଷ୍ଟ୍ରପତି କାର୍ଯ୍ୟାଳୟ ସିମଲାକୁ ସିଫ୍ଟ କରିଦିଆଯାଇଛି । ୬ ଦିନ ପାଇଁ ଦିଲ୍ଲୀରେ ହେଉଥିବା ସମସ୍ତ କାର୍ଯ୍ୟ ଏବେ ସିମଲା କରାଯିବ । ତେବେ ଏଥିପାଇଁ ହିମାଚଳ ସରକାର ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସମସ୍ତ ପ୍ରକାରର ପ୍ରସ୍ତୁତି କରିଛନ୍ତି । ରାଷ୍ଟ୍ରପତିଙ୍କ ଅଫିସିଆଲ ବାସସ୍ଥାନ କେବଳ ସିମଲା ଏବଂ ହାଇଦ୍ରାବାଦରେ ରହିଛି । ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁଙ୍କ ୬ ଦିବସୀୟ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି […]
Read More Text.