Bihar cm

ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସମ୍ରାଟ ଚୌଧୁରୀ

ବିହାର : ବିହାରରେ ନୀତିଶ କୁମାରଙ୍କ ଇସ୍ତଫା ପରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ ହେଲେ ସମ୍ରାଟ ଚୌଧୁରୀ ।  ବିହାରରେ ପ୍ରଥମ ବିଜେପି ନୂଆ ମୁଖ୍ୟମନ୍ତ୍ରୀ ହେଲେ ସମ୍ରାଟ ଚୌଧୁରୀ । ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହେଲେ ସମ୍ରାଟ । ସୂଚନାନୁଯାୟୀ, ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସମ୍ରାଟ । ଦିନ ୧୧ଟା ସମୟରେ ହେବ ଶପଥ ଗ୍ରହଣ ସମାରୋହ । କିଛି ସମୟ ପରେ ସରକାର ଗଠନ ପାଇଁ ଦାବି […]

Read More Text.

ବେଦାନ୍ତ ପାୱାର ପ୍ଲାଣ୍ଟରେ ବିସ୍ଫୋରଣ : ୧୦ ଶ୍ରମିକ ମୃତ

ଛତିଶଗଡ଼ : ବେଦାନ୍ତ ପାୱାର ପ୍ଲାଣ୍ଟରେ ଆଜି ବିସ୍ଫୋରଣ ଘଟି ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି । ଛତିଶଗଡ଼ର ସକ୍ତି ଜିଲ୍ଲାରେ ଥିବା ବେଦାନ୍ତ ଲିମିଟେଡର ଏକ ପାୱାର ପ୍ଲାଣ୍ଟରେ ଆଜି ମଙ୍ଗଳବାର ଦ୍ୱିପ୍ରହର ପ୍ରାୟ ୨ଟା ସମୟରେ ଏକ ବଡ଼ ଧରଣର ବଏଲର ବିସ୍ଫୋରଣ ଘଟିଛି ।  ଏହି ଦୁର୍ଘଟଣାରେ ଅତିକମରେ ୧୦ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ରୁ ୪୦ ଜଣ ଗୁରୁତର ଆହତ ହୋଇଛନ୍ତି । ପ୍ଲାଣ୍ଟ ଭିତରେ […]

Read More Text.

ଓଭରଟାଇମ୍ କଲେ ମିଳିବ ଡବଲ୍‌ ଦରମା; ଶ୍ରମିକଙ୍କ ହିତ ପାଇଁ ଯୋଗୀ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଶ୍ରମିକମାନଙ୍କ ହିତ ପାଇଁ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବିଶେଷକରି ନୋଏଡା ଏବଂ ଆଖପାଖ ଶିଳ୍ପ ଅଞ୍ଚଳର ଶ୍ରମିକମାନେ ଏବେ ନୂତନ ଶ୍ରମ ନୀତିରୁ ସିଧାସଳଖ ଲାଭ ପାଇବେ। ସରକାରଙ୍କ ନୂଆ ନିୟମ ଅନୁଯାୟୀ, ଯଦି ଜଣେ ଶ୍ରମିକ ନିର୍ଦ୍ଧାରିତ ସମୟଠାରୁ ଅଧିକ ସମୟ କାମ କରନ୍ତି, ତେବେ ସେମାନେ ଏବେ ସେମାନଙ୍କର ସାଧାରଣ ମଜୁରୀର ଦୁଇଗୁଣ ପାଇବେ। ଶ୍ରମିକ ମାନଙ୍କ କଠିନ ପରିଶ୍ରମର ଉପଯୁକ୍ତ […]

Read More Text.

ସିମେଣ୍ଟ ମିକ୍ସର ସହ ଟାକ୍ସି ଧକ୍କା: ୧୦ ମୃତ

ମହାରାଷ୍ଟ୍ର : ମହାରାଷ୍ଟ୍ର ଥାନେ ଜିଲ୍ଲାରେ ଅଭାବନୀୟ ଘଟଣା । ଏକ ସେତୁ ଉପରେ ସିମେଣ୍ଟ ମିକ୍ସର ସହିତ ଏକ ଗାଡ଼ି ଧକ୍କା ହେବା ଫଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଥାନେ ଜିଲ୍ଲା ମୁରୱାଡରେ କଲ୍ୟାଣ-ମୁରବାଡ ମାର୍ଗରେ ଦୁର୍ଘଟଣା ପରେ ରାୟତେ ସେତୁ ଉପରେ ଯାତାୟାତ ବନ୍ଦ ହୋଇଯାଇଥିଲା । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ସ୍ଥାନୀୟ ପୋଲିସ, ଉଦ୍ଧାରକାରୀ ଦଳ ଏବଂ ଡାକ୍ତରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ । ଆହତ ମାନଙ୍କୁ […]

Read More Text.

ବଲିଉଡର ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ, ୯୨ ବର୍ଷ ବୟସରେ ଆଖି ବୁଜିଲେ

ନୂଆଦିଲ୍ଲୀ: ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ । ପରଲୋକ ନେଇ ସୂଚନା ଦେଲେ ପୁଅ ଆନନ୍ଦ ଭୋସଲେ । ୯୨ ବର୍ଷ ବୟସରେ ଆଖି ବୁଜିଲେ ଆଶା ଦିଦି । ଗତକାଲି ଏପ୍ରିଲ ୧୧ ଶନିବାର ମୁମ୍ବାଇର ବ୍ରିଚକ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଶା ଭୋସଲେ, ଗୁରୁତର ଦୁର୍ବଳତା ଏବଂ ଛାତିରେ ଇନଫେକ୍ସନ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ୧୯୩୩ ସେପ୍ଟେମ୍ବର ୮ରେ ମହାରାଷ୍ଟ୍ରର ସାଙ୍ଗଲିରେ ଜନ୍ମିଗ୍ରହଣ କରିଥିଲେ ଆଶା ଭୋସଲେ । […]

Read More Text.

ଶାନ୍ତି ଆଲୋଚନା ବିଫଳ, ଅଡୁଆ ହେଲା ଆଣବିକ ସର୍ତ୍ତ

ନୂଆଦିଲ୍ଲୀ : ଅଡୁଆ ହେଲା ଆଣବିକ ସର୍ତ୍ତ । ଆମେରିକା-ଇନାର ଆଲୋଚନା ବିଫଳ । ଆମେରିକା ସର୍ତ୍ତ ମାନିଲାନି ଇରାନ । ଇସଲାମାବାଦରେ ୨୧ ଘଣ୍ଟାର ଆଲୋଚନାରୁ ବାହାରିଲାନି ନିଷ୍କର୍ଷ । ଖାଲି ହାତରେ ଫେରିଲା ଆମେରିକା । ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ କହିଛନ୍ତି, କୌଣସି ଚୁକ୍ତିରେ ପହଞ୍ଚି ନାହୁଁ। ଏହା ଆମେରିକା ପାଇଁ ଖରାପ ଖବର ଅପେକ୍ଷା ଇରାନ ପାଇଁ ବହୁତ ଖରାପ ଖବର । ଆମେ ବିନା ଚୁକ୍ତିରେ ଆମେରିକାକୁ ଫେରିଯାଉଛୁ । ଆମେରିକାର […]

Read More Text.

ଦିଲ୍ଲୀରେ ବନ୍ଦ ହେବ ପେଟ୍ରୋଲ୍‌ ବାଇକ୍ !

ନୂଆଦିଲ୍ଲୀ: ଦିଲ୍ଲୀରେ ଶେଷ ହେବ ପେଟ୍ରୋଲ ଗାଡିର ଯୁଗ। ରାଜଧାନୀ ଦିଲ୍ଲୀରେ ଦୁଇଚକିଆ ପେଟ୍ରୋଲ ଯାନ ଉପରେ ରୋକ୍ ଲାଗିବ। ୨୦୨୮ରୁ ନୂତନ ପେଟ୍ରୋଲ ଦୁଇଚକିଆ ଯାନ ପଞ୍ଜୀକରଣ ବନ୍ଦ ହୋଇପାରେ। ଦିଲ୍ଲୀ ସରକାରଙ୍କ ଇଭି ଡ୍ରାଫ୍ଟ ପଲିସି ଆସିଛି। ପରିବହନ ବିଭାଗ ପକ୍ଷରୁ ”ଦିଲ୍ଲୀ ବୈଦ୍ୟୁତିକ ଯାନ (ଇଭି) ନୀତି ୨୦୨୬-୨୦୩୦”ର ଚିଠା ପ୍ରସ୍ତାବ ଜାରି କରାଯାଇଛି। ପେଟ୍ରୋଲ ଏବଂ ସିଏନଜି ଇନ୍ଧନଚାଳିତ ଦୁଇ ଚକିଆ ଯାନ ବନ୍ଦ ହେବ। ଇଲେକ୍ଟ୍ରିକ୍ ଯାନକୁ ପ୍ରୋତ୍ସାହିତ କରାଯିବ। […]

Read More Text.
Amit saha

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ବିଜେପିର ବ୍ଲୁ-ପ୍ରିଣ୍ଟ, ଶାହାଙ୍କ ସହ ଓଡ଼ିଶା ନେତାଙ୍କ ରୁଦ୍ଧଦ୍ୱାର ବୈଠକ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ବିଜେପିର ବ୍ଲୁ-ପ୍ରିଣ୍ଟ ।  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଓଡ଼ିଶା ନେତାଙ୍କ ରୁଦ୍ଧଦ୍ୱାର ବୈଠକ ।  ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ବିଜେପି ଏହାର ରଣନୀତିକୁ ଜୋରଦାର କରିଛି। ଖଡ଼ଗପୁରରେ ଅମିତ ଶାହା ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଓଡ଼ିଶା ବିଜେପିର ବରିଷ୍ଠ ନେତାମାନେ ମଧ୍ୟ ସାମିଲ ହୋଇଥିଲେ। ଏପ୍ରିଲ ୨୩ ଏବଂ ୨୯ରେ ହେବାକୁ […]

Read More Text.

ସଫଳ ହେଲା ଆର୍ଟେମିସ୍-୨ ମିଶନ, ଚନ୍ଦ୍ରରୁ ଫେରିଲେ ନାସାର ୪ ମହାକାଶଚାରୀ

ନୂଆଦିଲ୍ଲୀ : ଚନ୍ଦ୍ରରୁ ଫେରିଲେ ନାସାର ୪ ମହାକାଶଚାରୀ । ସଫଳ ହେଲା ଆର୍ଟେମିସ୍-୨ ଚନ୍ଦ୍ର ଅଭିଯାନ । ୪ ଲକ୍ଷ କିଲୋମିଟର ଦୂରରୁ ଫେରିଲେ ୪ ମହାକାଶଚାରୀ । ୯ ଦିନର ରୋମାଞ୍ଚକର ଯାତ୍ରା ଶେଷ । ଆଜି ଭୋରୁ ପ୍ରଶାନ୍ତ ମହାସାଗରର ସାନ ଡିଏଗୋ ଉପକୂଳରେ ସଫଳତାର ସହ ଅବତରଣ କଲା ଓରିଅନ ମହାକାଶ ଯାନ। ପ୍ରଶାନ୍ତ ମହାସାଗରର ନୀଳ ଜଳରାଶି ମଧ୍ୟରେ କ୍ୟାପସୁଲ୍ ଟି ସଫଳତାର ସହ ଅବତରଣ କରିଛି । ସବୁ ମହାକାଶଚାରୀ […]

Read More Text.

୧୭ତମ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବ: ଓଡ଼ିଶାର ୧୭ଟି ପ୍ରକଳ୍ପ ପୁରସ୍କୃତ

ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ବି.ଆର୍‌. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ସି.ଆଇ.ଡି.ସି. ଦ୍ୱାରା ଆୟୋଜିତ ୧୭ତମ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆବେଦନ କରାଯାଇଥିବା ୧୦ଟି ପ୍ରକଳ୍ପକୁ ମିଶାଇ ସର୍ବମୋଟ ୧୭ଟି ପ୍ରକଳ୍ପକୁ ବିଭିନ୍ନ ବିଭାଗରେ ପୁରସ୍କୃତ କରାଯାଇଛି। ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କେନ୍ଦ୍ର ମନ୍ତ୍ରୀ ଶ୍ରୀ ନିତୀନ ଗଡ଼କରୀ ନିର୍ମାଣ କ୍ଷେତ୍ରରେ ନୂତନତ୍ୱ ଉପରେ ଗୁରୁତ୍ୱ ଦେଇଥିଲେ। ରାସ୍ତା ଓ କୋଠାବାଡ଼ି ନିର୍ମାଣ କ୍ଷେତ୍ରରେ ନୂତନ ପାରଦର୍ଶିତା ସହିତ ଡି.ପି.ଆର୍‌ ବନାଇବା […]

Read More Text.