Ayodha m

ରାମ ନବମୀରେ ରାମଲଲାଙ୍କ ସୂର୍ଯ୍ୟ ତିଳକ, ଦିବ୍ୟ ଦର୍ଶନ କଲେ ଭକ୍ତ

ଉତ୍ତରପ୍ରଦେଶ: ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ପ୍ରଭୁ ରାମଲାଲାଙ୍କ କପାଳରେ ‘ସୂର୍ଯ୍ୟ ତିଳକ’ ଏକ ଅତ୍ୟନ୍ତ ଚମତ୍କାର ଦୃଶ୍ୟ ଦେଖାହୋଇଛି । ପ୍ରତିବର୍ଷ ରାମ ନବମୀ ତିଥିରେ ମଧ୍ୟାହ୍ନ ୧୨ଟା ସମୟରେ ସୂର୍ଯ୍ୟକିରଣ ସିଧାସଳଖ ଯାଇ ପ୍ରଭୁଙ୍କ କପାଳରେ ପଡ଼ିଥାଏ, ଯାହା ଏକ ପ୍ରକାଶମୟ ତିଳକ ଭଳି ଦୃଶ୍ୟମାନ ହୁଏ । ଏହା ପଛରେ କୌଣସି ବିଦ୍ୟୁତ୍ ବ୍ୟବହାର କରାଯାଇ ନାହିଁ । ରୁରକି ଏବଂ ବେଙ୍ଗାଲୁରୁର ବୈଜ୍ଞାନିକମାନେ ଏକ ସ୍ୱତନ୍ତ୍ର ଅପ୍ଟୋ-ମେକାନିକାଲ୍ ସିଷ୍ଟମ୍ ତିଆରି କରିଛନ୍ତି […]

Read More Text.

ପେଟ୍ରୋଲ୍‌ ଓ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି

ନୂଆଦିଲ୍ଲୀ: ତେଲ ଟିକସ କମାଇଲେ କେନ୍ଦ୍ର ସରକାର ।  ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବଢ଼ିବାରେ ଲାଗିଛି । ଏହାର ପ୍ରଭାବରୁ ସାଧାରଣ ଜନତାଙ୍କୁ ରକ୍ଷା କରିବା ପାଇଁ ଭାରତ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଉପରୁ ‘ଏକ୍ସାଇଜ୍ ଡ୍ୟୁଟି’ (କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ) କମାଇ ଦେଇଛନ୍ତି ।  ପେଟ୍ରୋଲରେ କେନ୍ଦ୍ରୀୟ ଶୁଳ୍କ ଲିଟର ପିଛା ୧୩ ଟଙ୍କାରୁ […]

Read More Text.

ବସ୍-ପିକ ଅପ୍ ଧକ୍କା; ୧୦ ମୃତ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଫଳରେ ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧ ଜଣ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମିଲ ହୋଇ ଫେରୁଥିବା ବେଳେ ଛିନ୍ଦୱାଡ଼ାର ନାଗପୁର ରୋଡର ସିମାରିୟା ନିକଟରେ ବସ୍ ଓ ପିକଅପ ଗାଡ଼ି ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି । ଆହତଙ୍କ ମଧ୍ୟରୁ ୩ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ରହିଛି । ଘଟଣାକୁ […]

Read More Text.

୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି

ନୂଆଦିଲ୍ଲୀ: ଇରାନ ଉପରେ ଆକ୍ରମଣ ବନ୍ଦ । ୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି । ଇରାନ ଉପରେ ୧୦ ଦିନ ପାଇଁ ଆକ୍ରମଣ ସ୍ଥଗିତ ରଖିଲା ଆମେରିକା । ଏହି ସମୟ ମଧ୍ୟରେ ଇରାନର ବିଦ୍ୟୁତ ଓ ଶକ୍ତି ଭିତ୍ତିଭୂମି ଉପରେ ଆକ୍ରମଣ କରିବନି ପେଣ୍ଟାଗନ । ଇରାନ ସହ ଆଲୋଚନା ଭଲ ଚାଲିଛି । ଇରାନର ଅନୁରୋଧରେ ଏହି ଆକ୍ରମଣ ସ୍ଥଗିତ ରଖାଯାଇଥିବା ଦାବି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ । ୧୦ ଦିନିଆ ଯୁଦ୍ଧବିରତି […]

Read More Text.

ବସ୍‌-ଟ୍ରକ ମୁହାଁମୁହିଁ : ଜଳିଗଲା ବସ୍, ୧୩ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ: ଗୁରୁବାର ସକାଳେ ଆନ୍ଧ୍ର ପ୍ରଦେଶର ମାର୍କାପୁରମ୍ ଜିଲ୍ଲାରେ ଏକ ଘରୋଇ ଟ୍ରାଭେଲ୍ସ ବସ୍‌ ଏକ ଟିପ୍ପର ଟ୍ରକ ସହିତ ଧକ୍କା ହୋଇ ନିଆଁ ଲାଗିଯିବାରୁ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ସକାଳ ପ୍ରାୟ ୬ଟାରେ ହରିକୃଷ୍ଣ ଟ୍ରାଭେଲ୍ସର ବସ୍‌ଟି ତେଲେଙ୍ଗାନାର ନିର୍ମଳରୁ ନେଲୋର ଅଭିମୁଖେ ଯାତ୍ରା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ବସ୍‌ରେ ନିଆଁ ଲାଗିଥିଲା ଏବଂ ଅନେକ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଗଲେ ବୋଲି ସ୍ଥାନୀୟ ପୁଲିସ ଅଧିକାରୀ କହିଛନ୍ତି। […]

Read More Text.

ପଦ୍ମା ନଦୀକୁ ଖସିଲା ବସ୍, ୨୩ ମୃତ

ବାଂଲାଦେଶ : ବାଂଲାଦେଶର ରାଜବାରୀ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ପଦ୍ମା ନଦୀକୁ ଖସିପଡିଛି। ଦୁର୍ଘଟଣାରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଅନେକ ଲୋକ ଆହତ ଏବଂ ନିଖୋଜ ଥିବା ଜଣାପଡିଛି। ସୂଚନାନୁଯାୟୀ, ଗତକାଲି ସନ୍ଧ୍ୟା ସମୟରେ ବସ୍‌ଟି ୪୦ ରୁ ୫୦ ଯାତ୍ରୀଙ୍କୁ ନେଇ ରାଜବୀରରୁ ଢାକା ଅଭିମୁଖେ ଯାଉଥିଲା । ସନ୍ଧ୍ୟା ୫ଟା ସମୟରେ ଦୌଲତଦିଆ ଫେରି ଟର୍ମିନାଲ ନମ୍ବର ୩ […]

Read More Text.

ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା

ନୂଆଦିଲ୍ଲୀ : ​ସେନା ମେଡାଲ୍ ବିଜେତାଙ୍କୁ ସମ୍ମାନ। ଆଜୀବନ ଟ୍ରେନ୍ ଯାତ୍ରା ମାଗଣା! । ପ୍ରତିରକ୍ଷା ବିଭାଗ ପକ୍ଷରୁ ବଡ଼ ଘୋଷଣା କରାଯାଇଛି । ସେନା, ନୌସେନା କିମ୍ବା ବାୟୁସେନା ମେଡାଲ୍ ପାଇଥିବା ବୀର ଏବଂ ସେମାନଙ୍କ ପରିବାର ପାଇଁ ହୋଇଛି ଏହି ବଡ଼ ଘୋଷଣା । ଏହି ନୂଆ ନିୟମ ଅନୁଯାୟୀ, ପୁରସ୍କାର ପ୍ରାପ୍ତ ବ୍ୟକ୍ତିମାନେ ପ୍ରଥମ ଶ୍ରେଣୀ, 2nd AC କିମ୍ବା AC ଚେୟାର୍ କାର୍‌ରେ ଆଜୀବନ ମାଗଣାରେ ଯାତ୍ରା କରିପାରିବେ । ଖାଲି ସେତିକି […]

Read More Text.

ନାୟାରାରେ ବଢ଼ିଲା ତୈଳ ଦର, ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ୩ ଟଙ୍କା ମହଙ୍ଗା

ନୂଆଦିଲ୍ଲୀ: ନାୟାରା ପେଟ୍ରୋଲ ପମ୍ପରେ ବଢ଼ିଲା ଦର । ଲିଟର ପିଛା ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ୩ ଟଙ୍କା ମହଙ୍ଗା ହେଲା । ଦେଶର ସବୁଠାରୁ ବଡ଼ ଘରୋଇ ତୈଳ କମ୍ପାନୀ ନାୟାରା ଏନର୍ଜି ପେଟ୍ରୋଲ ଏବଂ ଡିଜେଲ ଦର ବଢ଼ାଇ ଦେଇଛି। ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ଯୋଗୁଁ କମ୍ପାନୀ ଏହି ନିଷ୍ପତ୍ତି ନେଇଛି। ପେଟ୍ରୋଲ ଲିଟର ପିଛା ପ୍ରାୟ ୫ ଟଙ୍କା ବଢ଼ିଛି । ଡିଜେଲ ଲିଟର ପିଛା […]

Read More Text.

ମେଟା’ ଉପରେ ୩୧ ଶହ କୋଟିର ଫାଇନ୍ ଲଗାଇଲେ ଆମେରିକାର କୋର୍ଟ

ନୂଆଦିଲ୍ଲୀ: ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ହ୍ୱାଟ୍ସଆପ୍ ମାଲିକାନା ମେଟାକୁ ଆମେରିକାର ନ୍ୟୁ ମେକ୍ସିକୋରେ ଏକ ବଡ଼ ଝଟକା ଲାଗିଛି। ‘ମେଟା’ ଉପରେ ୩୧ ଶହ କୋଟିର ଫାଇନ୍ ଲଗାଇଛନ୍ତି ଆମେରିକାର କୋର୍ଟ । ପିଲାଙ୍କ ପାଇଁ ଫେସବୁକ୍-ଇନଷ୍ଟାଗ୍ରାମ ନିୟମାବଳୀ ଉଲ୍ଲଂଘନ କରିଥିବା ଅଭିଯୋଗ ଆଣି କୋର୍ଟ ଏହି ଜୋରିମାନା ଲଗାଇଛନ୍ତି । କୋର୍ଟ ସ୍ୱୀକାର କରିଛି ଯେ ମେଟା ଜାଣିଶୁଣି ଲାଭକୁ ପ୍ରାଥମିକତା ଦେଇ ପିଲାମାନଙ୍କ ସୁରକ୍ଷା ଏବଂ ମାନସିକ ସ୍ୱାସ୍ଥ୍ୟ ପ୍ରତି ବିପଦକୁ ଲୁଚାଇଥିଲା। ନ୍ୟୁ […]

Read More Text.

ଭୂତାଣୁ ନୁହେଁ, ଏଥର ‘ଇନ୍ଧନ’ ପାଇଁ ଅଟକିବ ଦୁନିଆ : ଆସୁଛି କି ଆଉ ଏକ ବିଶ୍ୱବ୍ୟାପୀ ଲକଡାଉନ ?

ହରିହର ତ୍ରିପାଠୀ ସାରା ବିଶ୍ୱରେ ଏବେ ଏକ ନିଶବ୍ଦ କିନ୍ତୁ ଗଭୀର ପରିବର୍ତ୍ତନ ଚାଲିଛି । ଏହା କରୋନା ମହାମାରୀ ସମୟର ସରକାରୀ ତାଲାବନ୍ଦ ଭଳି ନୁହେଁ, ବରଂ ଏକ ନୂଆ ପ୍ରକାରର ବିଶ୍ୱବ୍ୟାପୀ ‘ଲକଡାଉନ’ ଯାହା କୌଣସି ଭୂତାଣୁ ଯୋଗୁଁ ନୁହେଁ, ବରଂ ଏକ ବଡ଼ ଧରଣର ଶକ୍ତି ସଙ୍କଟ କାରଣରୁ ଦେଖାଦେଇଛି । ବିଭିନ୍ନ ଦେଶର ସରକାରମାନେ ବର୍ତ୍ତମାନ ସେମାନଙ୍କ ନାଗରିକମାନଙ୍କୁ ଦୈନନ୍ଦିନ ଜୀବନର ଅତି ସାଧାରଣ ଅଭ୍ୟାସଗୁଡ଼ିକୁ ବଦଳାଇବା ପାଇଁ ବିଭିନ୍ନ ପରାମର୍ଶ […]

Read More Text.