ANI 20260214066 0 1771065194564

ମେଟ୍ରୋ ପିଲାର ଭୁଶୁଡ଼ି ଜଣେ ମୃତ, ୩ ଆହତ

ମୁମ୍ବଇ: ମୁମ୍ବଇର ମୁଲୁଣ୍ଡରେ ଭୁଶୁଡିପଡିଲା ନିର୍ମାଣାଧୀନ ମେଟ୍ରୋ ପିଲାର। ଚଳନ୍ତା ଅଟୋ ଓ କାର ଉପରେ ପଡ଼ି ଜଣେ ମୃତ ଓ ତିନି ଜଣ ଆହତ। ଶନିବାର ଅପରାହ୍ନରେ ମୁମ୍ବଇର ମୁଲୁଣ୍ଡରେ ଏକ ନିର୍ମାଣାଧୀନ ମେଟ୍ରୋ ପିଲାରର ଏକ ଅଂଶ ଭୁଶୁଡ଼ି ପଡ଼ି ଏକ ଚଳନ୍ତା ଅଟୋରିକ୍ସା ଉପରେ ପଡିଥିଲା। ଫଳରେ ଅଟୋଟି ଚାପି ହୋଇ ଜଣେ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ପିଲାରର ଏକ ଅଂଶ ନିକଟରେ ଯାଉଥିବା ଏକ କାରରେ […]

Read More Text.
1

ହଟ୍ଟଗୋଳ ପରେ ଗୃହ ମୁଲତବୀ: ହରଦୀପ ପୁରୀଙ୍କ ନାଁରେ ସ୍ଲୋଗାନ

ନୂଆଦିଲ୍ଲୀ: ଶୁକ୍ରବାର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟର ଶେଷ ଦିନ । ଆଜି ବି ଗୃହରେ ହଟ୍ଟଗୋଳ ଯୋଗୁଁ ଲୋକସଭାରେ ପ୍ରଶ୍ନକାଳ ବାଧାପ୍ରାପ୍ତ ହୋଇଥିଲା। ପାଞ୍ଚ ମିନିଟ୍ ଅଧିବେଶନ ସମୟରେ ବିରୋଧୀ ସାଂସଦମାନେ ହଟ୍ଟଗୋଳ କରିବା ସହ କେନ୍ଦ୍ରମନ୍ତ୍ରୀ ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ସ୍ଲୋଗାନ ଦେଇଥିଲେ। ଏହା ପରେ, ଅଧ୍ୟକ୍ଷତା କରୁଥିବା ସନ୍ଧ୍ୟା ରାୟ ଲୋକସଭାକୁ ମଧ୍ୟାହ୍ନ ୧୨ ଟା ପର‌୍ୟ୍ୟନ୍ତ ମୁଲତବୀ ରଖିଥିଲେ। ସଂସଦର ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବାର କାର‌୍ୟ୍ୟକ୍ରମ […]

Read More Text.
Pmo

ସେବା ତୀର୍ଥ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ଗୁରୁତ୍ବପୂର୍ଣ୍ଣ ଫାଇଲରେ କଲେ ଦସ୍ତଖତ

ନୂଆଦିଲ୍ଲୀ : PMOର ନୂଆ ଠିକଣା ସେବା ତୀର୍ଥ । ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶ ସ୍ବାଧୀନ ହେବା ପରେ ପ୍ରଥମ ଥର ପାଇଁ ନୂଆ ଠିକଣା ପାଇଛି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ। ଆନୁଷ୍ଠାନିକ ଭାବେ ସେବା ତୀର୍ଥ ଏବଂ କର୍ତ୍ତବ୍ୟ ଭବନ ୧ ଓ ୨ ଉଦଘାଟନ କଲେ ମୋଦି । ଏହି ସ୍ଥାନରେ ଅନେକ ଗୁରୁତ୍ବପୂର୍ଣ୍ଣ ମନ୍ତ୍ରାଳୟ ରହିବ । ପୂର୍ବରୁ ପିଏମଓ, ନ୍ୟସନାଲ ସିକ୍ୟୁରିଟି କାଉନସିଲ ସେକ୍ରେଟାରୀଏଟ୍ ଏବଂ କ୍ୟାବିନେଟ ସେକ୍ରେଟାରୀଏଟ୍ […]

Read More Text.
Elephant

ଗୋଟିଏ ପରିବାରର ୪ ସଦସ୍ୟଙ୍କ ସମେତ ୬ ଜଣଙ୍କୁ ଦଳିମାରିଲା ଦନ୍ତା

ଝାଡ଼ଖଣ୍ଡ : ଜଙ୍ଗଲୀ ହାତୀ ପଲଙ୍କ ହାବୁଡରେ ପଡ଼ିଗଲେ ପୂରା ପରିବାର । ଗୋଟିଏ ପରିବାରର ଚାରି ଜଣ ସଦସ୍ୟଙ୍କ ସମେତ ଅତି କମରେ ୬ ଜଣଙ୍କୁ ଦଳି ମାରିଦେଇଛି ହାତୀ । ଝାଡ଼ଖଣ୍ଡର ହଜାରୀବାଗ ଜିଲ୍ଲାରେ ଏହି ଦୁଃଖଦ ଘଟଣା ଘଟିଛି । ବନ ଅଧିକାରୀଙ୍କ ସୂଚନା ଅନୁସାରେ ଗତ କିଛି ଦିନ ଧରି ଅନେକ ଲୋକଙ୍କୁ ଆକ୍ରମଣ କରିଥିବା ହାତୀ ଦଳ ଗୁରୁବାର ରାତିରେ ଚର୍ଚ୍ଚୁ ବ୍ଲକର ଗୋଣ୍ଡୱାର ଗାଁରେ ପ୍ରବେଶ କରି ଶୁକ୍ରବାର ଭୋର […]

Read More Text.
DSC

କିଡ୍ସ ମସ୍ତି ପ୍ଲେ କେଫ ସ୍କୁଲର ବାର୍ଷିକ ଉତ୍ସବ

ବାରିପଦା : ସ୍ଥାନୀୟ ଶହିଦ୍ ସ୍ମୃତି ଭବନଠାରେ କିଡ୍ସ ମସ୍ତି ପ୍ଲେ ସ୍କୁଲର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି I ଅନୁଷ୍ଠାନର ନିର୍ଦ୍ଦେଶକ ହରିପ୍ରସାଦ ବାରିକ୍ ଓ ଅଧ୍ଯକ୍ଷ ରୀତା ରାଣୀଙ୍କ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରୀୟ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରିନ୍ସିପାଲ ଦାମୋଦର ପତି ଓ ସମ୍ମାନିତ ଅତିଥି ଭାବେ ଶିଶୁ ବିଶେଷଜ୍ଞ ଡାକ୍ତର ସତ୍ୟରଞ୍ଜନ ବେହେରା, ଡାକ୍ତର ଚିତ୍ତରଞ୍ଜନ ଗିରି, ଶିକ୍ଷକ ରବି ବେଜ ଏବଂ ଦିଗନ୍ତ ବିକାଶର ଅଧ୍ୟକ୍ଷ […]

Read More Text.
Whatsapp ban

ରୁଷରେ ବ୍ୟାନ୍ ହେଲା ହ୍ବାଟ୍ସଆପ; ଆମେରିକାକୁ ଝଟକା

ରୁଷ୍ : ଆମେରିକାକୁ ବଡ଼ ଝଟକା ଦେଲା ଋଷିଆ । ଋଷ୍ ମେଟାର ସବୁଠାରୁ ଲୋକପ୍ରିୟ ପ୍ଲାଟଫର୍ମ ହ୍ବାଟ୍ସଆପକୁ ବ୍ୟାନ୍ କରିଦେଇଛି । ଋଷରେ ହ୍ବାଟ୍ସଆପ୍ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲାଗୁ କରାଯାଇଛି । ଏହି ନିଷ୍ପତ୍ତିକୁ ନିଶ୍ଚିତ କରି ମାସ୍କୋ କହିଛନ୍ତି ଯେ, ମେଟା କମ୍ପାନୀର ଋଷର ଆଇନ ପାଳନ କରୁନାହିଁ । ସୂଚନାନୁଯାୟୀ, ମେଟା ଆଇନ୍ ପାଳନ ନ କରୁଥିବାରୁ ଏହି ପ୍ରତିବନ୍ଧକ ଲଗାଯାଇଛି ବୋଲି ଋଷର ପ୍ରବକ୍ତା ଦିମିତ୍ରୀ ପେସକୋବ ଏକ ମିଡିଆ ପ୍ଲାଟଫର୍ମରେ […]

Read More Text.
Rafael

ଭାରତ କିଣିବ ୧୧୪ଟି ରାଫେଲ ଜେଟ୍, ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ : ଭାରତକୁ ମିଳିବ ଆଉ ୧୧୪ଟି ରାଫେଲ ଯୁଦ୍ଧ ବିମାନ । ୩.୬୦ ଲକ୍ଷ କୋଟିର ପ୍ରସ୍ତାବକୁ ମଞ୍ଜୁରୀ । ଭାରତର ସାମରିକ ଶକ୍ତିକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ‘ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ’ ବୈଠକରେ ପ୍ରାୟ ୩.୬୦ ଲକ୍ଷ କୋଟି ଟଙ୍କାର ସାମରିକ ସରଞ୍ଜାମ କିଣିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି । କେବଳ ୧୧୪ଟି ରାଫେଲ୍ ବିମାନ ପାଇଁ ପ୍ରାୟ ୩.୨୫ […]

Read More Text.
Abplive

ଲାଲକିଲ୍ଲା ବିସ୍ଫୋରଣ ପଛରେ ଜୈଶ-ଏ-ମହମ୍ମଦର ହାତ

ନୂଆଦିଲ୍ଲୀ : ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର ବିସ୍ଫୋରଣର ଯାଞ୍ଚରେ ଏକ ବଡ଼ ଖୁଲାସା ହୋଇଛି । ୩୭ତମ ଜାତିସଂଘ ରିପୋର୍ଟରେ ଦିଲ୍ଲୀ ଲାଲକିଲ୍ଲା ଆକ୍ରମଣରେ ଜୈଶ-ଏ-ମହମ୍ମଦର ହାତ ଥିବା ସୂଚନା ମିଳିଛି । ଗତ ବର୍ଷ ନଭେମ୍ବର ୧୦ ତାରିଖରେ ଏହି ଆକ୍ରମଣରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିଲା । ସେତେବେଳେ ଜୈଶ ଏହି ଆକ୍ରମଣ ପାଇଁ ଦାୟୀ ବୋଲି ଦାବି କରିଥିଲା । ୩୭ତମ ଜାତିସଂଘ ରିପୋର୍ଟରେ ମସୁଦ ଆଝାରର ନୂତନ ଶାଖା ଜମାତ-ଉଲ-ମୁମିନାତ ବିଷୟରେ […]

Read More Text.
Thailand

ଡେ-କେୟାର ସେଣ୍ଟରରେ ଗୁଳିକାଣ୍ଡ, ୨୨ ପିଲାଙ୍କ ସମେତ ୩୪ ମୃତ

ଥାଇଲାଣ୍ଡ : ଥାଇଲାଣ୍ଡ ପୁର୍ବତନ ପୋଲିସ ଅଧିକାରୀଙ୍କ ବର୍ବରକାଣ୍ଡ । ଅଧିକାରୀ ଜଣକ ଏକ ଡେ-କେୟାର ସେଣ୍ଟରରେ ପଶି ଆଖିବୁଜା ଗୁଳିଚାଳନା କରିଛନ୍ତି । ଘଟଣାରେ ଅତିକମରେ ୩୪ ଜଣଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି । ଏମାନଙ୍କ ଭିତରେ ୨୨ ଜଣ ପିଲା ଏବଂ ୧୨ ଜଣ ବୟସ୍କ ଲୋକ ରହିଛନ୍ତି । ସ୍ଥାନୀୟ ପ୍ରଶାସନ ଅନୁସାରେ, ଏହା ଦେଶର ଇତିହାସରେ ସବୁଠାରୁ ବଡ଼ ଗଣହତ୍ୟା । ଘଟଣା ପରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି । […]

Read More Text.
Images (1)

ଆସନ୍ତାକାଲି ‘ଭାରତ ବନ୍ଦ’, ସାମିଲ ହେବେ ୩୦ କୋଟିରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ: ୧୨ ଫେବୃଆରୀରେ ‘ଭାରତ ବନ୍ଦ’ । ଦେଶବ୍ୟାପୀ ହେବ ଚକା ଜାମ୍! । ଆସନ୍ତାକାଲି ଭାରତ ବନ୍ଦ ପାଇଁ କୃଷକ ଓ ଶ୍ରମିକ ସଂଘର ବଡ଼ ପ୍ରସ୍ତୁତି । କେନ୍ଦ୍ରୀୟ ଶ୍ରମିକ ସଂଗଠନ ଏବଂ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦେଶବ୍ୟାପୀ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ଏହି ବିକ୍ଷୋଭ ଯୋଗୁଁ ବ୍ୟାଙ୍କିଙ୍ଗ୍ ସେବା, ସାର୍ବଜନୀନ ପରିବହନ, ବସ୍, ଟ୍ରେନ୍, ସରକାରୀ ଅଫିସ୍, ସ୍କୁଲ-କଲେଜ ଏବଂ ବଜାର ପ୍ରଭାବିତ ହେବାର ସମ୍ଭାବନା ରହିଛି । ଆୟୋଜକଙ୍କ […]

Read More Text.