Images (3)

ହଷ୍ଟେଲରେ ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ ବନ୍ଧୁକଧାରି ଆଖିବୁଜା ଗୁଳିମାଡ଼ କରିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଅନ୍ୟ ୧୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୩ ବର୍ଷର ଶିଶୁ, ୧୨ ବର୍ଷର ନାବାଳକ ଏବଂ ୧୬ ବର୍ଷର ନାବାଳିକା ରହିଛନ୍ତି। ଘଟଣାଟି ଘଟିଛି ଦକ୍ଷିଣ ଆଫ୍ରିକାର ପ୍ରିଟୋରିଆ ସହରରେ। ସୂଚନା ଅନୁସାରେ, ସ୍ଥାନୀୟ ସମୟ ଅପରାହ୍ନ ୪ଟା ୩୦ରେ ୩ ଜଣ ଅଜଣା ବନ୍ଧୁକଧାରୀ ହଷ୍ଟେଲ […]

Read More Text.
Humayun

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ହୁମାୟୁନ କବିର

ନୂଆଦିଲ୍ଲୀ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଶନିବାର ଏହି ଶିଳାନ୍ୟାସ କାର୍ଯ୍ୟକ୍ରମ ହୋଇଛି। ଏ ନେଇ ଆୟୋଜିତ ଏକ କାର୍ଯ୍ୟକ୍ରମରେ ହଜାର ହଜାର ମୁସଲମାନ ଯୋଗଦେଇଥିଲେ। ନାରା-ଏ-ଦକବୀର, ଆଲ୍ଲାହୁ ଅକବର ନାରାରେ ଅଞ୍ଚଳ କମ୍ପି ଉଠିଥିଲା। ମଞ୍ଚରେ ରିବନ ଫିତା କାଟି ହୁମାୟୁନ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି ଅବସରରେ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ଅନ୍ୟପଟେ ଏହି କାର୍ଯ୍ୟକ୍ରମକୁ ବିଫଳ କରିବା […]

Read More Text.
Images (2)

ଟ୍ରମ୍ପଙ୍କୁ ନୂତନ ଫିଫା ଶାନ୍ତି ପୁରସ୍କାର

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ ଫିଫା ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଛି । ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ଖୋଲାଖୋଲି ପ୍ରଚାର କରିଥିବାରୁ ଟ୍ରମ୍ପଙ୍କୁ ନୂତନ ଭାବରେ ଗଢା ହୋଇଥିବା ଫିଫା ପୁରସ୍କାର ଜିତିବା ପାଇଁ ଚୟନ କରାଯାଇଥିଲା । ଫିଫା ଦେଇଥିବା ସୂଚନା ଅନୁସାରେ ଗାଜାରେ ଯୁଦ୍ଧବିରତି ପାଇଁ ଟ୍ରମ୍ପଙ୍କ ପ୍ରୟାସ ପାଇଁ ସେ ନୋବେଲ ପାଇବା ଉଚିତ । ଟ୍ରମ୍ପଙ୍କୁ  ପୁରସ୍କାର ପ୍ରଦାନ କରି ଫିଫା ସଭାପତି ଇନଫାଣ୍ଟିନୋ କହିଥିଲେ ଯେ , […]

Read More Text.
Flight

ବିମାନ ଯାତ୍ରୀଙ୍କଠାରୁ ମନମୁଖୀ ଭଡ଼ା ଆଦାୟ ଉପରେ ବ୍ରେକ ଲଗାଇଲେ ସରକାର

ନୂଆଦିଲ୍ଲୀ : ଇଣ୍ଡିଗୋ ସଙ୍କଟ ଯୋଗୁଁ ଶହ ଶହ ବିମାନ ଚଳାଚଳ ପ୍ରଭାବିତ ହୋଇଛି । ଏହାରି ମଧ୍ୟରେ ଅନେକ ବିମାନର ଭଡ଼ା ବୃଦ୍ଧି ପାଇଛି । ଯାହା ଫଳରେ ଯାତ୍ରୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା । ତେଣୁ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ମନମୁଖୀ କାର୍ଯ୍ୟକୁ ରୋକିବା ପାଇଁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ସମସ୍ତ ବିମାନ କମ୍ପାନୀଗୁଡିକୁ ନିର୍ଦ୍ଦେଶ ଜାରି କରି ନିର୍ଦ୍ଧାରିତ […]

Read More Text.
Hyderabad airport

ହାଇଦ୍ରାବାଦ ବିମାନବନ୍ଦରକୁ ପୁଣି ବୋମା ଧମକ

ହାଇଦ୍ରାବାଦ : ତେଲେଙ୍ଗାନାର ହାଇଦ୍ରାବାଦ ରାଜୀବ ଗାନ୍ଧୀ ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରକୁ ପୁଣି ବୋମା ଧମକ । ଆଜି ଦୁଇଟି ଅଲଗା ଅଲଗା ବିମାନ ବନ୍ଦରକୁ ଇମେଲରେ ଧମକ ମିଳିଛି । ଏହି ଧମକ ଏୟାରପୋର୍ଟର କଷ୍ଟମର ସପୋର୍ଟ ଆଇଡିକୁ ମିଳିଥିଲା । ସୂଚନାନୁଯାୟୀ, ଆଜି ଲଣ୍ଡନର ହିଥ୍ରୋ ବିମାନବନ୍ଦରରୁ ହାଇଦ୍ରାବାଦ ଯାଉଥିବା ବିମାନ BA277କୁ ବୋମା ଧମକ ମିଳିଥିଲା ବୋଲି ବିମାନବନ୍ଦର ପକ୍ଷରୁ ସୂଚନା ଦିଆଯାଇଛି । କିନ୍ତୁ ୫ଟା ୨୫ ମିନିଟରେ ହାଇଦ୍ରାବାଦରେ ପହଞ୍ଚିବା ପରେ ଏହା […]

Read More Text.
Images (1)

ଫସି ରହିଥିବା ବିମାନ ଯାତ୍ରୀଙ୍କୁ ସହାୟତାର ହାତ ବଢାଇଲା ରେଲୱ, ବିଭିନ୍ନ ରୁଟରେ ୧୧୬ କୋଚ ବଢିଲା

ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କୁ ସହାୟତାର ହାତ ବଢାଇଲା ରେଲୱ । ଇଣ୍ଡିଗୋ ବିମାନ ବାତିଲ ଯୋଗୁଁ ଫସି ରହିଥିବା ଯାତ୍ରୀଙ୍କ ସହାୟତା ପାଇଁ ବିଭିନ୍ନ ରୁଟରେ ଚଳାଚଳ କରୁଥିବା ଯାତ୍ରୀବାହୀ ରେଳଗାଡିଗୁଡିକର ୧୧୬ଟି ଅତିରିକ୍ତ କୋଚ ଲଗାଇଛି ଭାରତୀୟ ରେଳବାଇ। ଦେଶର ବିଭିନ୍ନ ଜୋନରେ ଚାଲୁଥିବା ୩୭ଟି ଟ୍ରେନରେ ଏହି କୋଚଗୁଡିକ ଲଗାଯାଇଛି । ସେହିପରି ବିମାନ ବାତିଲ ଯୋଗୁଁ ଟ୍ରେନଗୁଡିକରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇଛି ।  ତେଣୁ ଉତ୍ତର ରେଳବାଇ ପକ୍ଷରୁ ୫ଟି ସ୍ୱତନ୍ତ୍ର ଟ୍ରେନ […]

Read More Text.
Images (3)

ବିମାନ ଟିକେଟ ଦର ଆକାଶଛୁଆଁ; ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ ଯାତ୍ରା। ଶୁକ୍ରବାର ବିମାନ କମ୍ପାନୀଗୁଡ଼ିକ ଅଚାନକ ଟିକେଟ ଦର ବୃଦ୍ଧି କରିବା ଫଳରେ ଯାତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ପ୍ରାୟ ୮ରୁ ୧୦ ଗୁଣା ପର୍ଯ୍ୟନ୍ତ ଟିକେଟ ଦର ବୃଦ୍ଧି କରିଛନ୍ତି ବିମାନ କମ୍ପାନୀ। ପୂର୍ବରୁ ଦିଲ୍ଲୀରୁ ମୁମ୍ବଇ ବିମାନ ଯାତ୍ରା ପାଇଁ ଯେଉଁଠି ୬ରୁ ୭ ହଜାର ଟଙ୍କା ଟିକେଟ ମୂଲ୍ୟ ରହିଥିଲା ଏବେ ତାହା ବଢ଼ି ୪୯ ହଜାରରେ ପହଞ୍ଚିଛି। ଅନ୍ତର୍ଜାତୀୟ ବାୟୁ ପରିବହନ ଆସୋସିଏସନ […]

Read More Text.
Putin

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଲେ ପୁଟିନ

ନୂଆଦିଲ୍ଲୀ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି। ଏଥିରେ ଦୁଇ ଦେଶର ନେତା ତଥା ପ୍ରଦାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ବହୁ ଗୁରୁତ୍ଵପୂର୍ଣ୍ଣ ଆଲୋଚନା ହୋଇଛି। ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତା ପ୍ରସଙ୍ଗ। ଯାହାକୁ ରୁଷ ପୁନର୍ବାର ସମର୍ଥନ ଜଣାଇଛି। ସମ୍ମିଳନୀରେ ରୁଷ ପକ୍ଷରୁ ଜାତିସଂଘ ନିରାପତ୍ତା ପରିଷଦ(ୟୁଏନଏସସି)ରେ ଗଠନମୂଳକ ସଂସ୍କାର ଅଣାଯିବା ଜରୁରୀ ବୋଲି କୁହାଯାଇଛି। ସାମ୍ପ୍ରତିକ ବୈଶ୍ଵିକ ପରିସ୍ଥିତି ଏବଂ […]

Read More Text.
Images (1)

ରାହୁଲଙ୍କୁ ମିଳିଲାନି ଆମନ୍ତ୍ରଣ, ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ କରିବେ ଥରୁର

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର ​‌ଶେଷ ଦିନ। ସାନ୍ଧ୍ୟ ଭୋଜନ ପରେ ରାତି ୯ଟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ସ୍ବଦେଶ ଫେରିଯିବେ। ରାତି ୭ଟାରେ ରାଷ୍ଟ୍ରପତି ଭବନରେ ସାନ୍ଧ୍ୟଭୋଜନର ଆୟୋଜନ ହୋଇଛି। ତେବେ ପୁଟିନଙ୍କ ସହିତ ସାକ୍ଷାତ ପାଇଁ କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅତ୍ୟନ୍ତ ବ୍ୟାକୁଳ ଥିବା ବେଳେ ତାଙ୍କୁ ଆମନ୍ତ୍ରଣ କରାଯାଇ ନାହିଁ। ଏପରି କି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ […]

Read More Text.
Modi putin 1 2

ଦୂର ହେବ ସାର ସଙ୍କଟ, ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ନୂଆଦିଲ୍ଲୀ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ ଏବଂ ରୁଷ ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ। ଏ ନେଇ ଦୁଇ ଦେଶ ମଧ୍ୟରେ ଶୁକ୍ରବାର ବୁଝାମଣା ହୋଇଛି। ରୁ​‌ଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦୁଇ ଦିନିଆ ଗସ୍ତ ଅବସରରେ ଶୁକ୍ରବାର ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ଉଭୟ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ପୁଟିନଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଭାରତ ରୁଷଠାରୁ ବହୁ ପରିମାଣରେ ୟୁରିଆ ଆମଦାନୀ କରିଆସୁଛି। ଦେଶରେ ୟୁରିଆ ସାରର ଚାହିଦା ଅଧିକ ଥିବାରୁ […]

Read More Text.