HDxESZua8AATOyH 1024x576

ଆଇଏଏସ ରବି ମିତ୍ତଲ ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଛତିଶଗଡ଼ କ୍ୟାଡରର ୨୦୧୬ ବ୍ୟାଚର ଆଇଏଏସ ଅଧିକାରୀ ଡକ୍ଟର ରବି ମିତ୍ତଲଙ୍କୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛନ୍ତି। ତାଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO)ରେ ଉପସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ଡକ୍ଟର ରବି ମିତ୍ତଲ ଜଣେ ଅତ୍ୟନ୍ତ ଶାନ୍ତ ଏବଂ ତୃଣମୂଳ ସ୍ତରୀୟ ଅଧିକାରୀ ଭାବରେ ଖ୍ୟାତି ଅର୍ଜନ କରିଛନ୍ତି। ସେ ଦିଲ୍ଲୀର ପ୍ରତିଷ୍ଠିତ ମୌଲାନା ଆଜାଦ ମେଡିକାଲ କଲେଜ (MAMC) ରେ ତାଙ୍କର ଏବିବିଏସ ପାଠ୍ୟକ୍ରମ ସମାପ୍ତ କରିଥିଲେ। ଡାକ୍ତରୀ ବୃତ୍ତିକୁ ପଛରେ […]

Read More Text.
Qatar

କାତାର ଗ୍ୟାସ୍ ପ୍ଲାଣ୍ଟ ଉପରେ ଇରାନର ମିସାଇଲ୍ ମାଡ଼

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟ ଯୁଦ୍ଧ ସମଗ୍ର ବିଶ୍ବକୁ ପ୍ରଭାବିତ କରୁଛି । ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ହୋଇଥିବା ଯୁଦ୍ଧର ପ୍ରଭାବ ଭାରତ ଉପରେ ମଧ୍ୟ ପଡୁଛି । ଭାରତ ଶକ୍ତି ଉପରେ ନିର୍ଭର କରୁଥିବା ଉର୍ଜା ଦେଶ ଉପରେ ଆଟାକ ହୋଇଛି । କାତାରରେ ଜଳୁଛି ଗ୍ୟାସ୍ ପ୍ଲାଣ୍ଟ । କାତାର ଗ୍ୟାସ୍ ପ୍ଲାଣ୍ଟ ଉପରେ ଇରାନର ମିସାଇଲ୍ ମାଡ଼ । ଇରାନ ସିଧାସଳଖ କାତାରର ‘ରାସ୍ ଲାଫାନ୍’ ଶିଳ୍ପାଞ୍ଚଳ ଉପରେ କ୍ଷେପଣାସ୍ତ୍ର ମାଡ଼ […]

Read More Text.
Pakistan

ପାକିସ୍ତାନରେ ଭୟଙ୍କର ଝଡ଼ବର୍ଷାରେ ଚାଲିଗଲା ୧୯ ଜୀବନ

କରାଚି : ଆଫଗାନିସ୍ତାନ ସହ ସଂଘର୍ଷ ଚାଲିଯିବା ପରେ ଇଦ୍ ପାଇଁ କିଛି ସମୟ ବିରତି ଦେଇଥିବା ପଡ଼ୋଶୀ ଦେଶ ପାକିସ୍ତାନ ଉପରେ ଏବେ ପ୍ରକୃତିର କରାଳ ରୂପ ଧାରଣ କରିଛି । କରାଚିରେ ବୁଧବାର ରାତିରେ ହୋଇଥିବା ପ୍ରବଳ ବର୍ଷା ଓ ଝଡ଼ ଯୋଗୁଁ ଅତିକମରେ ୧୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି । ବାଲଦିଆ ଟାଉନର ମୱାଚ୍ ଗୋଥ୍ ଅଞ୍ଚଳରେ ସବୁଠାରୁ ବଡ଼ ଦୁର୍ଘଟଣା ଘଟିଛି । ବର୍ଷା ସମୟରେ […]

Read More Text.

ଅଯୋଧ୍ୟା ରାମ ମନ୍ଦିରରେ ଶ୍ରୀରାମ ଯନ୍ତ୍ର ସ୍ଥାପନା, ଉପସ୍ଥିତ ରହିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହିନ୍ଦୁ ନବବର୍ଷ ଅବସରରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବେ । ଆଜି ରାଷ୍ଟ୍ରପତି ମନ୍ଦିରରେ ଶୁଭ ଅଭିଜିତ ମୁହୂର୍ତ୍ତ ୧୧.୫୫ ମିନିଟରେ ଶ୍ରୀରାମ ଯନ୍ତ୍ର ସ୍ଥାପନା ଏବଂ ପୂଜା କରିବେ । ଏହି ଖାସ୍ ସମାରୋହରେ ପାଖାପାଖି ୭୦୦୦ ଅତିଥି ଯୋଗ ଦେବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହର୍ଷି ବାଲ୍ମକୀ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ପହଞ୍ଚିଛନ୍ତି । ଏହାପରେ ପରେ ସିଧା ମନ୍ଦିରକୁ ଯିବେ । ତାଙ୍କ […]

Read More Text.

ଜଳିଗଲା ଜରି କାରଖାନା, ୨ ମୃତ, ୯ ଆହତ

ଗୁଜରାଟ : ଗୁଜରାଟ ସୁରତରେ ଥିବା ଜରି କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ । ଭରତ ନଗର ଗୌଶାଳା ଅଞ୍ଚଳ ସ୍ଥିତ ଏକ ଜରି କାରଖାନାରେ ଆଜି ସକାଳେ ଭୟଙ୍କର ନିଆଁ ଲାଗିଛି । ଏହି ଘଟଣାରେ ୨ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନ୍ୟମାନେ ଆହତ ହୋଇଛନ୍ତି । ନିଆଁ ବିଲିଡିଂର ୩ୟ ମହଲାରେ ଥିବା ଜରି କାରଖାନାରେ ଲାଗିଛି । ନିଆଁ ଏତେ ଭୟଙ୍କର ଥିଲା ଯେ, କାରଖାନା ଭିତରେ ଥିବା ଏଲପିଜି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ […]

Read More Text.

ଚାର୍ଜିଂ ପଏଣ୍ଟରେ ବିସ୍ଫୋରଣ ଘଟି ଜଳିଗଲା ଘର : ୬ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଇନ୍ଦୋରରେ ଅଭାବନୀୟ ଘଟଣା ଘଟିଛି। ଯାହା ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି । ବ୍ରଜେଶ୍ବରୀ ଆନେକ୍ସ ଆବାସିକ ଅଞ୍ଚଳରେ ଥିବା ଗୋଟିଏ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ୬ ଜଣ ଲୋକଙ୍କ ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ଆଜି ଭୋର୍‌ ସମୟରେ ବ୍ରଜେଶ୍ବରୀ ଆନେକ୍ସ କଲୋନୀର ଏକ ଘରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ନିଆଁକୁ ନିୟନ୍ତ୍ରଣ କରାଯିବା ସହିତ ଉଦ୍ଧାର […]

Read More Text.

ରିଲ୍ସ ପାଇଁ ବାପାକୁ ବସ୍ତାରେ ପୁରାଇ କୋରିଅର କରିବାକୁ ଉଦ୍ୟମ

ବେଙ୍ଗାଲୁରୁ: ରିଲ୍ସ ପାଇଁ ବଡ଼ ପାଗଳାମୀ । ବାପାକୁ ବସ୍ତା ଭିତରେ ପୁରାଇ କୋରିଅର କରିବାକୁ ଉଦ୍ୟମ କରୁଥିଲା ବେଳେ ଫସିଗଲେ ପରିବାର ଲୋକ । ଏଭଳି ଏକ କୌତୁହଳପୂର୍ଣ୍ଣ ଘଟଣା ଘଟିଛିରେ । ଯେଉଁ ଘଟଣା ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି । ଜଣେ ବୃଦ୍ଧ ଲୋକଙ୍କୁ ବସ୍ତାରେ ବାନ୍ଧି କୋରିୟର କରିବାକୁ ଏକ ଘରୋଇ କୋରିୟର କଂପାନୀ ନିକଟକୁ ଆଣିଥିଲେ ତାଙ୍କ ପରିବାର । ପରେ କୋରିୟର କଂପାନୀର କର୍ମଚାରୀଙ୍କୁ ପାର୍ସଲ ଭିତରେ ଜଣେ […]

Read More Text.

୮୦ ହଜାର ଟନ୍ କଞ୍ଚା ତେଲ ସହ ଭାରତ ପହଞ୍ଚିଲା ଜଗ ଲାଡକି

ନୂଆଦିଲ୍ଲୀ : ଭାରତୀୟ ପତାକା ଥିବା ଜାହାଜ ଜଗ୍ ଲଡକି ସୁରକ୍ଷିତ ଭାବେ ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି । ଜଗ୍ ଲଡକି ଏକ ତୈଳ ଟ୍ୟାଙ୍କର୍ରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରୁ ୮୦ ହଜାର ଟନ୍ ମର୍ବାନ୍ ଅଶୋଧିତ ତୈଳ ନେଇ ଭାରତ ଆସିଛି । ପୂର୍ବରୁ ଦୁଇଟି ଭାରତୀୟ ଏଲପିଜି ଟ୍ୟାଙ୍କର୍ ଶିବାଲିକ୍ ଏବଂ ନନ୍ଦା ଦେବୀ ଇରାନର ହରମୁଜ୍ ପ୍ରଣାଳୀ ଦେଇ ଆସିଥିଲା । ଓମାନ ଉପସାଗରରେ ଥିବା ୟୁଏଇର ଫୁଜୈରା ବନ୍ଦରରେ ଅଶୋଧିତ […]

Read More Text.

ପାଲମର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ : ୯ ମୃତ

ନୂଆଦିଲ୍ଲୀ : ଦିଲ୍ଲୀରୁ ଛାତି ଦୋହଲାଇଦେଲା ଭଳି ଘଟଣା ସାମ୍ନାକୁ ଆସିଛି । ଆଜି ସକାଳେ ରାଜଧାନୀ ପାଲମ ଅଞ୍ଚଳରେ ଥିବା ଏକ ୪ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅତି କମରେ ଏହି ଦୁର୍ଘଟଣାରେ ୯ ଜଣଙ୍କର ଜୀବନ ଚାଲିଯାଇଛି । କସମେଟିକ୍ ଦୋକାନରେ ନିଆଁ ଲାଗିଯିବାରୁ ଉପର ମହଲାକୁ ଶୀଘ୍ର ବ୍ୟାପିଯାଇଥିଲା । ସୂଚନାନୁଯାୟୀ, ଅଗ୍ନିକାଣ୍ଡ ସମୟରେ ଘର ଭିତରେ ୧୮ ଜଣ ଥିଲେ । ନିଆଁ ଲାଗିବା ଫଳରେ ସେମାନଙ୍କ ମଧ୍ୟରୁ […]

Read More Text.
Agfakll e1773762842161 300x172

ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ସୋସିଆଲ ମିଡିଆରେ ମିଥ୍ୟା ଫଟୋ ଓ ଭିଡିଓ ଅପ୍‌ଲୋଡ ଅଭିଯୋଗ: ୟୁଏଇରେ ୧୯ ଭାରତୀୟ ଗିରଫ

ଆବୁଧାବି: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଫଟୋ, ଭିଡିଓ ଅପ୍‌ଲୋଡ କରୁଥିବା ଅଭିଯୋଗରେ ସଂଯୁକ୍ତ ଆରବ ଏମିରେଟ୍‌ସ (ୟୁଏଇ) ସରକାର ମୋଟ ୩୫ ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ମଧ୍ୟରେ ୧୯ ଭାରତୀୟ ସାମିଲ ଅଛନ୍ତି। ପ୍ରଥମ ଦଫାରେ ୧୦ ଜଣଙ୍କୁ ଏବଂ ଦ୍ବିତୀୟ ଦଫାରେ ୨୫ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ଇରାନ ସପକ୍ଷରେ ଏଭଳି ମିଥ୍ୟା ଓ ଏଆଇ ଜ୍ଞାନକୌଶଳରେ ପ୍ରସ୍ତୁତ ଫଟୋ ଓ ଭିଡିଓ ଅପ୍‌ଲୋଡ କରିଛନ୍ତି। […]

Read More Text.