ବଢିଲା ଏସ୍ଆଇଆର୍ ପ୍ରକ୍ରିୟା ଅବଧି: ନିର୍ବାଚନ କମିଶନ
ନୂଆଦିଲ୍ଲୀ: ନିର୍ବାଚନ କମିଶନଙ୍କ ପକ୍ଷରୁ ଏକ ବଡ ସୂଚନା ମିଳିଛି। ଚଳିତ ଏସ୍ଆଇଆର୍ ପ୍ରକ୍ରିୟା ତାରିଖ ସଂଶୋଧ ବୃଦ୍ଧି ହୋଇଛି। ବର୍ତ୍ତମାନ୍ ଡିସେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଏସ୍ଆଇଆର୍ ଫର୍ମ ପୂରଣ କରିପାରିବେ। ବର୍ତ୍ତମାନ ୧୨ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଏସ୍ଆଇଆର୍ କରାଯାଉଛି। ବୁଥ୍-ସ୍ତରୀୟ ଅଧିକାରୀ ମାନେ ଘରକୁ ଘର ଯାଇ ନାଗରିକମାନଙ୍କ ଏସ୍ଆଇଆର୍ ଫର୍ମ ପୂରଣ କରୁଛନ୍ତି। ପୂର୍ବରୁ ଫର୍ମ ଦାଖଲ କରିବାର ଶେଷ ତାରିଖ ଡିସେମ୍ବର ୪ ଥିଲା। କିନ୍ତୁ ଏବେ ଏହାକୁ […]
Read More Text.