ଲେବାନନରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍, ୧୩ ମୃତ
ହମାସ୍ : ଲେବାନନରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍ । ଏହି ଆକ୍ରମଣରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଅନେକ ଆହତ ହୋଇଛନ୍ତି । ଆହତମାନଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଗକୁ ମୃତ୍ୟୁହାର ବଢିବାର ସମ୍ଭାବନା ରହିଛି । ସୂଚନାନୁଯାୟୀ, ସିଦୋନରେ ପାଲେଷ୍ଟାଇନ୍ ଶରଣାର୍ଥୀ କ୍ୟାମ୍ପ ଉପରେ ଡ୍ରୋନ୍ ହମଲା କରିଥିଲେ । ଯୁଦ୍ଧବିରାମ ସତ୍ତ୍ବେ ଏହି ଆକ୍ରମଣ ଲେବାନନ୍ ଉପରେ ସବୁଠାରୁ ବଡ଼ ହମଲା । ଏହାରି ମଧ୍ୟରେ ଇସ୍ରାଏଲ କହିଛି ଯେ, […]
Read More Text.