Pakistan 1

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୭ ମୃତ

କରାଚୀ : ପାକିସ୍ତାନର ସିନ୍ଧ ପ୍ରଦେଶରେ ଏକ ବଡ଼ ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ୭ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି । ଏହି ବିସ୍ଫୋରଣ ଏକ ଅବୈଧ ଅସ୍ଥାୟୀ ବାଣ ଫ୍ୟାକ୍ଟ୍ରିରେ ହୋଇଥିବା ଜଣାପଡିଛି । ଶନିବାର ରାତିରେ ହାଇଦ୍ରାବାଦ ସହରର ଲତିଫାବାଦ ଅଞ୍ଚଳରେ ଏକ ଅଣଲାଇସେନ୍ସ ପ୍ରାପ୍ତ ବାଣ ତିଆରି ୟୁନିଟରେ ଏହି ବିସ୍ଫୋରଣ ଘଟିଥିବା ସୂଚନା ମିଳୁଛି । ସୂଚନାନୁଯାୟୀ, ଲତିଫାବାଦ ପୋଲିସ ଷ୍ଟେସନ ନିକଟରେ ଲାଗାରି ଗୋଥ୍ ନଦୀ କୂଳରେ […]

Read More Text.
Uttar pradesh1

ଧସିଲା ପଥର ଖାଦାନ ଦୁଇ ଶ୍ରମିକ ମୃତ, ଫସିଛନ୍ତି ୧୫

ନୂଆଦିଲ୍ଲୀ: ଧସିଲା ପଥର ଖାଦାନ। ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଖାଦାନରେ ଆହୁରି ୧୫ରୁ ଅଧିକ ଶ୍ରମିକ ଫସିଛନ୍ତି| ଉତ୍ତରପ୍ରଦେଶ ସୋନଭଦ୍ର ଅଞ୍ଚଳରେ ଏହି ଅଘଟଣ ଘଟିଛି| ଏକ ପଥର ଖାଦାନରେ ୧୫ରୁ ଅଧିକ ଶ୍ରମିକ ଫସିଛନ୍ତି। ଶ୍ରମିକଙ୍କ ଉଦ୍ଧାର ପାଇଁ ପ୍ରୟାସ ଆରମ୍ଭ ହୋଇଛି।NDRF ଓ SDRF ଟିମ୍ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ତୁରନ୍ତ ସମସ୍ତଙ୍କୁ ଉଦ୍ଧାର କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ସଞ୍ଜୀବ ଗଣ୍ଡ ।

Read More Text.
Mahua1

ଅଡୁଆରେ ମହୁଆ ମୋଇତ୍ରା, କ୍ୟାସ୍-ଫର୍-କ୍ବାଇରୀ ମାମଲାରେ ହେବ ଚାର୍ଜସିଟ୍ ଦାଖଲ

ନୂଆଦିଲ୍ଲୀ: ବଢ଼ିଲା ମହୁଆ ମୋଇତ୍ରଙ୍କ ଅଡୁଆ । ‘କ୍ୟାସ୍-ଫର୍-କ୍ୱେରୀ ମାମଲାରେ ଟିଏମ୍ ସି ସାଂସଦଙ୍କ ବିରୋଧରେ ହେବ ଚାର୍ଜସିଟ ଦାଖଲ । ଚାର୍ଜସିଟ୍ ଦାଖଲ ପାଇଁ ସିବିଆଇକୁ ଅନୁମତି ଦେଲେ ଲୋକପାଳ। ମହୁଆଙ୍କ ସହ ବ୍ୟବସାୟୀ ଦର୍ଶନ ହିରାନନ୍ଦାନୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରାଯିବ । ଚାରି ସପ୍ତାହ ମଧ୍ୟରେ designated କୋର୍ଟରେ ଏହି ଚାର୍ଜସିଟ ଦାଖଲ କରିବ ସିବିଆଇ । ଏହା ସହ ଏହାର ଏକ କପି ଲୋକପାଳଙ୍କୁ ସେୟାର କରିବ ତଦନ୍ତକାରୀ ସଂସ୍ଥା । […]

Read More Text.
Deccanherald 2025 01 01 u9mc9jtw file781ivwxy5rr8tgiljl2 1574152407

ବିହାରରେ ନଭେମ୍ବର ୨୨ ପୂର୍ବରୁ ନୂଆ ସରକାରଙ୍କ ଶପଥ ଗ୍ରହଣ

ପାଟନା : ବିହାରରେ ବିପୁଳ ବିଜୟ ପରେ ଏନଡିଏ ପକ୍ଷରୁ ନୂତନ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସୂତ୍ର ଅନୁଯାୟୀ, ବିହାର ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସହ-ପ୍ରଭାରୀ ବିନୋଦ ତାଓ୍ବଡ଼େ ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ, ଯେଉଁଠାରେ ନିର୍ବାଚନ ଫଳାଫଳ ସମୀକ୍ଷା ଏବଂ ସରକାର ଗଠନ ପାଇଁ ରୋଡମ୍ୟାପ୍ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ବିଜେପି ଏବଂ ଏନଡିଏ ମେଣ୍ଟ ସେମାନଙ୍କର ବିପୁଳ ବିଜୟ ପରେ ସରକାର ଗଠନ […]

Read More Text.
20240420142l

ମହାମେଣ୍ଟର ପରାଜୟ ପାଇଁ ୫ଟି ପ୍ରମୁଖ କାରଣ

ପାଟନା: ଚଳିତ ବିଧାନସଭା ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନଡିଏ ବିପୁଳ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ଏହି ଫଳାଫଳ ବିରୋଧୀ ମହାମେଣ୍ଟର ଅନ୍ୟତମ ଅଂଶୀଦାର ଦଳ ଆରଜେଡିକୁ ଶକ୍ତ ଧକ୍କା ପହଞ୍ଚାଇଛି। ଗତ ନିର୍ବାଚନରେ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ଆରଜେଡି ଏଥର ଏକପ୍ରକାର ଧରାଶାୟୀ ହୋଇପଡିଛି। ମହାମେଣ୍ଟର ଅନ୍ୟତମ ଅଂଶୀଦାର କଂଗ୍ରେସର ପ୍ରଦର୍ଶନ ଏଥର ଶୋଚନୀୟ ହୋଇପଡିଛି। ଆରଜେଡି ଓ କଂଗ୍ରେସ ଯଥାକ୍ରମେ ୨୭ ଓ ୬ ଆସନରେ ବିଜୟୀ ହୋଇଥିବାବେଳେ ମହାମେଣ୍ଟ ମୋଟ ୩୪ଟି […]

Read More Text.
5r3zxj6vky8oxtfvofys

ୟୁନୁସଙ୍କ ଭାରତଠାରୁ ଦୂରେଇ ରହିବାର ନୀତି ଅତ୍ୟନ୍ତ ବିପଦପୂର୍ଣ୍ଣ

ଢାକା : ଦେଶରେ ଚାଲୁଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଉଠାଇଛନ୍ତି। ଫାର୍ଷ୍ଟପୋଷ୍ଟ‌କୁ ଦିଆ ଏକ ବିଶେଷ ସାକ୍ଷାତକାରରେ ସେ କହିଛନ୍ତି ଯେ ଅନ୍ତରୀଣ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ବୈଦେଶିକ ନୀତି ଦିଗହୀନ ଏବଂ ସେ ଜାଣିଶୁଣି ଭାରତଠାରୁ ଦୂରେଇ ରହି ବାଂଲାଦେଶକୁ ଗଭୀର ବିପଦ ଦିଗରେ ନେଇଯାଉଛନ୍ତି। ହସିନାଙ୍କ ମତାନୁସାରେ, ୟୁନୁସଙ୍କ ବିଦେଶନୀତି ଉଗ୍ରବାଦୀ ଶକ୍ତିକୁ ସଶକ୍ତ କରୁଛି ଏବଂ ଏହା ଦକ୍ଷିଣ ଏସୀୟ ସ୍ଥିରତାରେ […]

Read More Text.
Download

ନୌଗାଓଁ ଥାନାରେ ବଡ ବିସ୍ଫୋରଣରେ ୯ମୃତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର ଶ୍ରୀନଗର ସ୍ଥିତ ନୌଗାଓଁ ପୁଲିସ ଥାନାରେ ବଡ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାସହିତ ଅନେକ ଗାଡି ସମ୍ପୂର୍ଣ୍ଣ ଜଳିଯାଇଛି । ବିସ୍ଫୋରଣରେ ପୁଲିସ ଥାନାର କୋଠାର ଏକ ଅଂଶ ମଧ୍ୟ ନଷ୍ଟ ହୋଇଯାଇଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ସେ ଶରୀରର ବିଭିନ୍ନ ଅଂଶ ଖଣ୍ଡ ଖଣ୍ଡ ହୋଇ ୩୦୦ ଫୁଟ ଦୂର ପର୍ଯ୍ୟନ୍ତ ବିଛାଡି ହୋଇ ପଡିଥିଲା । ସ୍ଥାନୀୟ […]

Read More Text.
Pm kisan yojna

୧୯ରେ ମିଳିବ ପିଏମ-କିଷାନର ୨୧ତମ କିସ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ଆସନ୍ତା ୧୯ ତାରିଖ (ବୁଧବାର) ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରିବେ। ଏହି କିସ୍ତିରେ ପ୍ରତି କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ। ପିଏମ୍‌-କିଷାନ ଯୋଜନାରେ ପ୍ରତି କୃଷକଙ୍କୁ ବାର୍ଷିକ ୬୦୦୦ ଟଙ୍କା ତିନିଟି କିସ୍ତିରେ ପ୍ରଦାନ କରାଯାଉଛି। ୨୦୧୯ […]

Read More Text.
Untitled 1 copy

ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆଉ ଡାକ୍ତରୀ ଅଭ୍ୟାସ କରିପାରିବେନି ଏହି ୪ଜଣ । ଜାତୀୟ ମେଡିକାଲ କମିଶନ ନିଜ ସରକାରୀ ରେଜିଷ୍ଟରରୁ ସେମାନଙ୍କ ନାଁ କାଟି ଦେଇଛି । ବିସ୍ଫୋରଣ ପରେ ବେଆଇନ କାର୍ଯ୍ୟକଳାପ ଆଇନ ଅନୁଯାୟୀ ମାମଲା ରୁଜୁ ହେବା ପରେ ଜାତୀୟ ମେଡିକାଲ କମିଶନ ଶୁକ୍ରବାର ଦିନ ମୁଜାଫର ଅହମ୍ମଦ, ଡାକ୍ତର ଆଦିଲ୍‌ ଅହମ୍ମଦ ରାଠର, ଡାକ୍ତର ମୁଜାମ୍ମିଲ ସକିଲ୍‌ ଏବଂ […]

Read More Text.
00 6

ନୌଗାମ ପୁଲିସ୍ ଷ୍ଟେସନରେ ବିସ୍ଫୋରଣ ଏକ ଦୁର୍ଘଟଣା, କୌଣସି ଆତଙ୍କୀ ହମଲା ନୁହେଁ: ଡିଜିପି

ନୂଆଦିଲ୍ଲୀ : ଜମ୍ମୁ ଓ କାଶ୍ମୀରର ଶ୍ରୀନଗରର ସ୍ଥିତ ନୌଗାମ ଥାନାରେ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାକୁ ଏକ ଦୁର୍ଘଟଣା ବୋଲି କହିଛନ୍ତି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ନଳିନ ପ୍ରଭାତ । ଆଜି ଏକ ସାମ୍ନାଦିକ ସମ୍ମିଳନୀରେ ଡିଜିପି କହିଛନ୍ତି , ନୌଗାମ ପୁଲିସ ଷ୍ଟେସନରେ ହୋଇଥିବା ବିସ୍ଫୋରଣ କେବଳ ଏକ ଦୁର୍ଘଟଣା ଥିଲା, କୌଣସି ଆତଙ୍କୀ ହମଲା ହୋଇନାହିଁ । ଫରିଦାବାଦରୁ ଜବତ ହୋଇଥିବା ୩୬୦ […]

Read More Text.