Ndal 1

ବିହାରର ୩ ଏକଜିଟ୍ ପୋଲରେ ପୁଣି ଏନଡିଏ ସରକାର

ପାଟଣା: ବିହାର ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଅନେକ ଟିଭି ଚ୍ୟାନେଲ୍ ଓ ଏଜେନ୍ସି ନିଜ ଏକଜିଟ୍ ପୋଲର ଫଳାଫଳ ଜାରି କରିବା ଆରମ୍ଭ କରିଦେଇଛନ୍ତି। ମୁଖ୍ୟ ସର୍ଭେ ଏଜେନ୍ସି ୨୪୩ ସିଟ୍ ବିଶିଷ୍ଟ ବିହାର ବିଧାନସଭା ଆସନର କଳ୍ପନା ଜଳ୍ପନା ଆରମ୍ଭ କରିଦେଇଛନ୍ତି। ମାଟରାଇଜ୍-ଆଇଏଏନଏସର ଏକଜିଟ୍ ପୋଲ୍ ସାମ୍ନାକୁ ଆସିଛି ଯେଉଁଥିରେ ଏନଡିଏକୁ ୧୪୭-୧୬୭ ତଥା ମହାମେଣ୍ଟକୁ ୭୦-୯୦ ଆସନ ମିଳିବା ଅନୁମାନ କରାଯାଉଛି। ପୋଲ୍ସ ଅଫ୍ ପୋଲ୍ସରେ ମଧ୍ୟ […]

Read More Text.
Capture 4

ରେକର୍ଡ ଭାଙ୍ଗିଲା ବିହାର ମତଦାନ: ସନ୍ଧ୍ୟା ୫ ସୁଦ୍ଧା ୬୭.୧୪ ପ୍ରତିଶତ ଭୋଟିଂ

ପାଟଣା: ଦ୍ବିତୀୟ ପର୍ଯ୍ୟାୟ ମତଦାନ ପରେ ବିହାର ନୂଆ ରେକର୍ଡ କରିଛି। ୩ଟା ସୁଦ୍ଧା ଭୋଟିଂରେ ଆକଳନ ୬୦ ପ୍ରତିଶତ ଉପରକୁ ଚାଲିଯାଇଥିଲା। ୨୦୦୦ ବିଧାନସଭା ନିର୍ବାଚନରେ ୬୨.୫୭ ପ୍ରତିଶତ ମତଦାନ ହୋଇଥିଲା। ୧୯୯୮ ଲୋକସଭା ନିର୍ବାଚନରେ ୬୪.୬ ପ୍ରତିଶତ ମତଦାନ ହୋଇଥିଲା। ଯଦି ଦେଖାଯାଏ ତେବେ ବିହାରରେ ସର୍ବାଧିକ ଭୋଟିଂର ରେକର୍ଡ ୧୯୯୮ ଲୋକସଭା ନିର୍ବାଚନରେ ହୋଇଥିଲା। ତେବେ ଚଳିତ ବିଧାନସଭା ନିର୍ବାଚନରେ ସନ୍ଧ୍ୟା ୫ଟା ସୁଦ୍ଧା ୬୭.୧୪ ପ୍ରତିଶତ ମତଦାନ ହୋଇଛି। ଏହି ପର୍ଯ୍ୟାୟରେ […]

Read More Text.

ବିହାର ନିର୍ବାଚନ : ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୨ ଗିରଫ

ବିହାର: RJDର ଅଭିଯୋଗ କ୍ରମେ ମୋତିହାରୀ ବୁଥ୍‌ରେ ୨ଗିରଫ । ନିୟମ ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ଉଭୟଙ୍କୁ ଗିରଫ କରାଯାଇଛି ।  ରାଷ୍ଟ୍ରୀୟ ଜନତା ଦଳ (RJD) ଅଭିଯୋଗ କରିବା ପରେ ବିହାରର ମୋତିହାରୀରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ଅଭିଯୋଗ ଅନୁସାରେ ବିଜେପି ପୋଲିଂ ଏଜେଣ୍ଟମାନେ ବୁଥ ଭିତରେ ଭୋଟରମାନଙ୍କୁ ଜାଣିଶୁଣି ବିଜେପି ନିର୍ବାଚନ ଚିହ୍ନ ଥିବା ଫଟୋ ଏବଂ ସ୍ଲିପ୍ ଦେଖାଉଥିଲେ । ଯାହାକୁ ଆଧାର କରି ୨ ଜଣଙ୍କୁ ଗିରଫ କରାଯାଇଛି ।

Read More Text.
Rajesh 1760769224050 1760769233717

ବିହାରରେ ମହାମେଣ୍ଟର ବିଜୟ ସୁନିଶ୍ଚିତ: ରାଜେଶ୍ ରାମ

ବିହାର: ଦ୍ବିତୀୟ ପର୍ଯ୍ୟାୟ ମତଦାନ ପରେ ବିହାର ନୂଆ ରେକର୍ଡ କରିଛି। ୩ଟା ସୁଦ୍ଧା ଭୋଟିଂରେ ଆକଳନ ୬୦ ପ୍ରତିଶତ ଉପରକୁ ଚାଲିଯାଇଥିଲା। ୨୦୦୦ ବିଧାନସଭା ନିର୍ବାଚନରେ ୬୨.୫୭ ପ୍ରତିଶତ ମତଦାନ ହୋଇଥିଲା। ୧୯୯୮ ଲୋକସଭା ନିର୍ବାଚନରେ ୬୪.୬ ପ୍ରତିଶତ ମତଦାନ ହୋଇଥିଲା। ଭୋଟ୍‌ ଦେଇଛନ୍ତି ବିହାର ରାଜ୍ୟ କଂଗ୍ରେସ ସଭାପତି ରାଜେଶ୍ ରାମ । ରାଜେଶ୍ ଔରଙ୍ଗାବାଦରେ ଭୋଟ୍‌ ଦେଇଛନ୍ତି । ଭୋଟ୍‌ ଦେଇ ସାରି ସେ ମହାମେଣ୍ଟର ବିଜୟ ସୁନିଶ୍ଚିତ କରିଛନ୍ତି । ସେ କହିଛନ୍ତି […]

Read More Text.

ଫିଲିପାଇନ୍ସରେ ତାଣ୍ଡବ ରଚିଲା ସାମୁଦ୍ରିକ ଝଡ଼ ‘ଫୁଙ୍ଗ-ୱଙ୍ଗ୍’

ନୂଆଦିଲ୍ଲୀ: ଲ୍ୟାଣ୍ଡଫଲ୍ ପରେ ତାଣ୍ଡବ ରଚିଲା ସାମୁଦ୍ରିକ ଝଡ଼ ‘ଫୁଙ୍ଗ-ୱଙ୍ଗ୍’ । ଫିଲିପାଇନ୍ସର ଆରୋରା ପ୍ରଦେଶରେ ଲ୍ୟାଣ୍ଡଫଲ କରିଛି ଟାଇଫୁନ । ଗତକାଲି ରାତି ୯ଟା ୧୦ରେ ଲୁଜୋନର ଆରୋରା ନିକଟରେ ଲ୍ୟାଣ୍ଡଫଲ କରିଛି । ଲ୍ୟାଣ୍ଡଫଲ ବେଳେ ପ୍ରବଳ ବର୍ଷା ସହ ୨୩୦ କିମି ବେଗରେ ପବନ ବହିଥିଲା । ପ୍ରଭାବରେ ସମୁଦ୍ରରେ ୫ ମିଟର ଉଚ୍ଚର ଜୁଆର ବି ଆସିଥିଲା । ୧୬ ଶହ କିଲୋମିଟର ଯାଏ ମହାବାତ୍ୟାର ପ୍ରଭାବ ଦେଖିବାକୁ ମିଳିଛି । ଫିଲିପାଇନ୍ସର […]

Read More Text.

ମାଲିରେ ୫ ଭାରତୀୟଙ୍କୁ ଅପହରଣ, ଉଦ୍ଧାର ପାଇଁ ଚେଷ୍ଟା ଜାରି

ନୂଆଦିଲ୍ଲୀ: ମାଲିରେ ୫ ଭାରତୀୟଙ୍କୁ ଅପହରଣ ।  ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଭାରତୀୟଙ୍କୁ ଅପହରଣ କରିଛନ୍ତି ଅଲକାଏଦା ଓ ଇସଲାମିକ୍ ଷ୍ଟେଟ୍ ଆତଙ୍କୀ ।  ଗତ ନଭେମ୍ବର ୬ରୁ ଭାରତୀୟଙ୍କୁ ଅପହରଣ କରାଯାଇଥିବା ସ୍ପଷ୍ଟ କରିଛି ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ।  ଏମାନଙ୍କ ମୁକ୍ତି ପାଇଁ ମାଲିର ବାମାକୋରେ ଥିବା ଭାରତୀୟ ଦୂତାବାସ ମାଲି ସରକାରଙ୍କ ସହ କଥାବାର୍ତ୍ତା କରିଛନ୍ତି । ଅପହର୍ତ୍ତାଙ୍କୁ ଯଥାସମ୍ଭବ ସୁରକ୍ଷିତ ଉଦ୍ଧାର ପାଇଁ ଭାରତ କୁଟନୀତିସ୍ତରରେ କଥାବାର୍ତ୍ତା ଆରମ୍ଭ […]

Read More Text.
Images (2)

ଦିଲ୍ଲୀ ବିସ୍ଫୋରଣ ଘଟଣା ନେଇ ଗୁଇନ୍ଦା ମୁଖ୍ୟଙ୍କ ସହ କଥା ହେଲେ ଶାହ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାର ସମୀକ୍ଷା କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ ଘଟଣା ବିଷୟରେ ଆଇବି(ଗୁଇନ୍ଦା ବ୍ୟୁରୋ) ମୁଖ୍ୟ ତପନ ଡେକାଙ୍କ ସହିତ ଆଲୋଚନା କରିଛନ୍ତି। ଅନ୍ୟପଟେ ଘଟଣାରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ରହିଛି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। କେଉଁ ପରିସ୍ଥିତିରେ ଏହି ବିସ୍ଫୋରଣ ଘଟିଲା ତାହାର ସୁରାକ ମଧ୍ୟ ମିଳିନାହିଁ। ଦିଲ୍ଲୀ ଲାଲ୍‌ କିଲ୍ଲା ନିକଟ ମେଟ୍ରୋ ଷ୍ଟେସନ ପାଖ ୧ ନମ୍ବର ଗେଟ୍‌ ନିକଟରେ ଏହି ବିସ୍ଫୋରଣ ଘଟିଥିବାବେଳେ […]

Read More Text.

ଦିଲ୍ଲୀ ପାଇଁ ପ୍ରାର୍ଥୀ ଘୋଷଣା କଲେ ତିନି ଦଳ

ନୂଆଦିଲ୍ଲୀ: ଦିଲ୍ଲୀ ମହାନଗର ନିଗମ (MCD) ର ୧୨ଟି ୱାର୍ଡରେ ଉପନିର୍ବାଚନ ଅନୁଷ୍ଠିତ ହେବ । ନଭେମ୍ବର ୩୦ ତାରିଖ ସକାଳ ୭:୩୦ ରୁ ସନ୍ଧ୍ୟା ୫:୩୦ ପର୍ଯ୍ୟନ୍ତ ମତଦାନ ହେବ ।  ଡିସେମ୍ବର ୩ ତାରିଖରେ ଫଳାଫଳ ଘୋଷଣା କରାଯିବ । ଏହି ନିର୍ବାଚନରେ ​​ତିନି  ପ୍ରମୁଖ ଦଳ ମଧ୍ୟରେ ଏକ କଡ଼ା ପ୍ରତିଯୋଗିତା ହେଉଛି । ଏଥିପାଇଁ ବିଜେପି, ଆପ୍ ଏବଂ କଂଗ୍ରେସ ଗତକାଲି ସେମାନଙ୍କର ପ୍ରାର୍ଥୀ ଘୋଷଣା କରିଛନ୍ତି । ଦିଲ୍ଲୀ ବିଜେପି […]

Read More Text.

‘ୟୁପିର ସମସ୍ତ ସ୍କୁଲରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ କରାଯିବ’

ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବଡ଼ ଘୋଷଣା । ରାଜ୍ୟର ସ୍କୁଲଗୁଡ଼ିକରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୋରଖପୁରରେ ଏକ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ରାଜ୍ୟର ପ୍ରତ୍ୟେକ ସ୍କୁଲରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ । ରାଜ୍ୟର ପ୍ରତ୍ୟେକ ସ୍କୁଲରେ “ବନ୍ଦେ ମାତରମ୍”କୁ ଜାତୀୟ ସଙ୍ଗୀତ ଭାବରେ ବାଧ୍ୟତାମୂଳକ କରାଯିବ । ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ଆଜିଠାରୁ […]

Read More Text.
Accident 1

ରାସ୍ତାକଡ଼ରେ ଠିଆ ହୋଇଥିବା ଲୋକଙ୍କୁ ଦଳି ଦେଲା ସ୍କର୍ପିଓ, ୪ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ରିୱା ଜିଲ୍ଲାର ଗଢ ଥାନା ସ୍ଥିତ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣା ଯୋଗୁଁ ଏକ ସ୍କର୍ପିଓ କାର୍ ରାସ୍ତାକଡ଼ରେ ଛିଡା ହୋଇଥିବା ଅନେକ ଲୋକଙ୍କୁ ଧକ୍କା ଦେବା ପରେ ବିଜୁଳି ଖୁଣ୍ଟରେ ଧକ୍କା ହୋଇଥିଲା । ଘଟଣା ପରେ ସ୍କର୍ପିଓରେ ଥିବା ଡ୍ରାଇଭର ସହିତ ଅନ୍ୟ ଜଣେ ବ୍ୟକ୍ତି ଫେରାର ହୋଇଯାଇଥିବା ଜଣାପଡିଛି । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଚାଲିଯାଇଛି । ଏମାନଙ୍କ ମଧ୍ୟରୁ ୩ ଜଣ ଗୋଟିଏ ପରିବାରର […]

Read More Text.