ଗଛରେ ଧକ୍କା ହେଲା କାର୍, ୪ ମୃତ
ତେଲେଙ୍ଗାନା : ତେଲେଙ୍ଗାନାର ରଙ୍ଗାରେଡ୍ଡୀ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଚାରି ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି । ମିର୍ଜାଗୁଡ଼ାରେ ଏକ SUV ଗଛରେ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଧକ୍କା ହେବା ମାତ୍ରେ କାର୍ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ମୃତକଙ୍କ ପରିଚୟ ସ୍ପଷ୍ଟ କରିଛି ପୋଲିସ । ମୃତକ ହେଲେ ୨୦ ବର୍ଷୀୟ ବିବିଏ ଛାତ୍ର […]
Read More Text.