୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ଟାରିଫ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ
ନୂଆଦିଲ୍ଲୀ: ଟାରିଫ ହ୍ରାସ କଲା ଆମେରିକା । ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ । ଆଗକୁ ପୂରା ୨୫ ପ୍ରତିଶତ ହ୍ରାସ ହେବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି । ଟ୍ରୁଥ ସୋସିଆଲ ମିଡିଆରେ ଏହି ଘୋଷଣା କରିଛନ୍ତି ଟ୍ରମ୍ପ । ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ୨୫% ରୁ କମାଇ ୧୮% କରାଯାଇଥିବା ଘୋଷଣା କରିଛନ୍ତି। ଏହା ବଦଳରେ ଭାରତ […]
Read More Text.