ଇସ୍ରାଏଲ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଆସନ୍ତାମାସ ଇସ୍ରାଏଲ୍ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ । ଏନେଇ ଛାନିଆ ରେ ପାକିସ୍ତାନ । ଆସନ୍ତା ମାସ ୨୭-୨୮ରେ ଇସ୍ରାଏଲ୍ ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଯଦି ଏହା ହୁଏ,ଏହା ତାଙ୍କର ତୃତୀୟ କାର୍ଯ୍ୟକାଳରେ ଏବଂ ୨୦୧୭ରେ ପରେ ମୋଦି ପ୍ରଥମଥର ପାଇଁ ଇସ୍ରାଏଲ ଗସ୍ତ କରିବେ। ପାଖାପାଖି ନଅ ବର୍ଷ ପରେ ଏହା ତାଙ୍କର ପ୍ରଥମ ଯାତ୍ରା। ଏହି ଗସ୍ତର ଉଦ୍ଦେଶ୍ୟ ଭାରତ ଏବଂ ଇସ୍ରାଏଲ ମଧ୍ୟରେ ରଣନୈତିକ ସହଭାଗୀତାକୁ ଆହୁରି ମଜବୁତ […]
Read More Text.