ଦେଢ଼ଲକ୍ଷ ପାର୍ କଲା ସୁନା ଦର
ନୂଆଦିଲ୍ଲୀ: ଦେଶରେ ସୁନା ଓ ରୁପା ଦାମ୍ ଥମିବାର ନାଁ ନେଉନି । ଗତକାଲି ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୭୪୮ ଟଙ୍କା ବୃଦ୍ଧି ପାଇ ଦେଢ଼ ଲକ୍ଷ ପାର୍ କରିଛି । ରୂପା ଦାମ୍ ମଧ୍ୟ ୧୦ ଗ୍ରାମ ପିଛା ୧୦୦ଟଙ୍କା ବୃଦ୍ଧି ହୋଇଛି । ଆଜିର ସୁନା ଓ ରୂପା ଦର ଅନୁସାରେ ସୁନା ପ୍ରଥମ ଥର ଦେଢ଼ ଲକ୍ଷ ପାର୍ କରି ୧,୫୭,୨୬୦ ଟଙ୍କା ପ୍ରତି ୧୦ ଗ୍ରାମ […]
Read More Text.