ଓଲଟିଲା ପିକଅପ୍ ଭ୍ୟାନ୍, ଚାଲିଗଲା ୩ ଜୀବନ
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ବାଗପତ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୮ ଜଣ ଆହତ ହୋଇଛନ୍ତି । ଚାଷୀଙ୍କ ପନିପରିବା ନେଇ ଦିଲ୍ଲୀର ଆଜାଦପୁରରୁ ମଣ୍ଡି ଯାଉଥିବା ସମୟରେ ଏପରି ଅଘଟଣ ଘଟିଥିବା ଜଣାପଡିଛି । ସୂଚନାନୁଯାୟୀ, ଚାଷୀଙ୍କ ପନିପରିବା ନେଇ ଦିଲ୍ଲୀର ଆଜାଦପୁରରୁ ମଣ୍ଡି ଯାଉଥିବା ପିକଅପ୍ ଭ୍ୟାନ ମିଥାଲି ଗାଁ ନିକଟରେ ଓଲଟି ପଡିଥିଲା । ଫଳରେ ଦୁର୍ଘଟଣା ଘଟିଥିଲା । ଏହି […]
Read More Text.