କଲକାତା ହାଇକୋର୍ଟରେ ହଙ୍ଗାମା: ଘୁଞ୍ଚିଲା ଇଡି ଶୁଣାଣି
କଲକାତା: ଆଇ-ପାକ୍ କାର୍ଯ୍ୟାଳୟରେ ଇଡି ଚଢାଉ ନେଇ ଶୁଣାଣି ବେଳେ କଲକାତା ହାଇକୋର୍ଟରେ ପ୍ରବଳ ହଙ୍ଗାମା ହୋଇଛି । ପ୍ରବଳ ଭିଡ଼ ଓ ହଙ୍ଗାମା ପାଇଁ ଶୁଣାଣି ଘୁଞ୍ଚାଇଲେ ହାଇକୋର୍ଟ । ଆସନ୍ତା ୧୪ ତାରିଖକୁ ଶୁଣାଣି ଘୁଞ୍ଚାଇଲେ ହାଇକୋର୍ଟ । ଅନ୍ୟ ଏକ ବେଞ୍ଚରେ ଜରୁରୀ ଶୁଣାଣି ପାଇଁ ଇଡି ଆବେଦନ କରିଛି । ଗତକାଲି ଇଡି ଚଢାଉକୁ ବିରୋଧ କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଶାଳ ଶୋଭାଯାତ୍ରା ଆରମ୍ଭ କରିଛନ୍ତି । କେନ୍ଦ୍ର ସରକାରଙ୍କ […]
Read More Text.