Images (1)

‘ମୋନ୍ଥା’ ପାଇଁ ୩ ରାଜ୍ୟରେ ରେଡ ଆଲର୍ଟ

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଗଭୀର ଅବପାତ ଆହୁରି ଦୃଢ ହେଉଛି । ଆଜି ସକାଳେ ଏହା ବାତ୍ୟାରେ ପରିଣତ ହୋଇ ତାଣ୍ଡବ ରଚିବାକୁ ମାଡି ଆସୁଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସ୍ଥାନ ବିଶାଖାପାଟଣାରୁ ଏହା ୮୩୦କିଲୋମିଟର ପୂର୍ବରେ ରହିଛି । ବାତ୍ୟା ଦକ୍ଷିଣ ଭାରତର ଉପକୂଳ ମୁହାଁ ହୋଇଥିବା ବେଳେ ଗୁଜୁରାଟ ନିକଟରେ ଏହା ବାଙ୍କି ପାରେ । ତେଣୁ ଆଗାମି ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ଉପକୂଳ ଜିଲାଗୁଡିକୁ ରେଡ୍‌ ଆଲର୍ଟ […]

Read More Text.
Afghanistan pakistan peace talks first round file pic 1761401328117 16 9 1068x601

ବିଫଳ ହେଲା ପାକ୍‌-ଆଫଗାନ୍‌ ୯ ଘଣ୍ଟିଆ ଆଲୋଚନା

ଇସ୍ତାନବୁଲ: ତୁର୍କୀ ରାଜଧାନୀ ଇସ୍ତାନବୁଲରେ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ହୋଇଥିବା ଦ୍ବିପାକ୍ଷିକ ବୈଠକ ବିଫଳ ରହିଛି। ଆଲୋଚନାରେ ପାକିସ୍ତାନ ତରଫରୁ ଆଫଗାନିସ୍ତାନକୁ ଆତଙ୍କବାଦୀ ସମାପ୍ତ କରିବା ପାଇଁ ଏକ ତଥ୍ୟ ଭିତ୍ତିକ ଯୋଜନା ପ୍ରଦାନ କରାଯାଇଛି। ପାକିସ୍ତାନ ଗଣମାଧ୍ୟମ ସୂଚନା ଅନୁସାରେ ଏହି ଆଲୋଚନା ଦୀର୍ଘ ୯ ଘଣ୍ଟା ଧରି ଚାଲିଥିଲା। ପାକିସ୍ତାନ ଓ ତାଲିବାନ ସରକାର ତରଫରୁ ହୋଇଥିବା ଏହି ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପାକିସ୍ତାନ ତରଫରୁ ୭ […]

Read More Text.
Deccanherald 2025 02 07 c8g7b6h3 salman khan 1068x601

ପାକିସ୍ତାନ ଆତଙ୍କବାଦୀଙ୍କ ନଜର ତାଲିକାରେ ସଲମାନ !

ଇସଲାମାବାଦ: ବଲିଉଡ୍‌ର ତିନି ଅଭିନେତା ଶାହରୁଖ, ସଲମାନ ଓ ଅମିର ଖାନ୍‌ଙ୍କର ପାକିସ୍ତାନରେ ଯଥେଷ୍ଟ ଲୋକପ୍ରିୟତା ଥିବାବେ​ଳେ ସଂଖ୍ୟାଧିକ ପ୍ରଶଂସକ ମଧ୍ୟ ରହିଛନ୍ତି। ତେବେ ନିକଟରେ ସାଉଦି ଆରବରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସଲମାନଙ୍କ ବୟାନ ତାଙ୍କୁ ଅଡୁଆ ସ୍ଥିତିରେ ପକାଇଛି। ଉତ୍ସବରେ ବେଲୁଚିସ୍ତାନକୁ ସ୍ବତନ୍ତ୍ର ରାଷ୍ଟ୍ର ବୋଲି ଉଲ୍ଲେଖ କରିଥିବାରୁ ପାକିସ୍ତାନ ସରକାର ସଲମାନଙ୍କ ଉପରେ ଏକପ୍ରକାର ଖପ୍ପା ହୋଇପଡିଛନ୍ତି। ପାକ୍‌ ସରକାରଙ୍କ ପକ୍ଷରୁ ସଲମାନଙ୍କୁ ଆତଙ୍କବାଦୀ ନଜର ତାଲିକା (ଟେରର ୱାଚ୍‌ଲିଷ୍ଟ)ରେ […]

Read More Text.
Ayodhya ram mandir

ସରିଲା ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ

ଅଯୋଧ୍ୟା : ଦୀର୍ଘଦିନ ଧରି ଚାଲିଥିବା ଅଯୋଧ୍ୟା ରାମମନ୍ଦିର ନିର୍ମାଣ ଶେଷ ହୋଇଛି । ଅଯୋଧ୍ୟାରେ ରାମ ମନ୍ଦିର ଉଦ୍ଘାଟନର ଦେଢ଼ବର୍ଷରୁ ଅଧିକ ସମୟ ପରେ ସରିଲା ମନ୍ଦିର ନିର୍ମାଣ କାର୍ଯ୍ୟ । ୨୨ ଜାନୁଆରୀ ୨୦୨୪ରେ ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ଉଦଘାଟନ ହୋଇଥିଲା । ଆଜି ପୂର୍ଣ୍ଣାଙ୍ଗ ମନ୍ଦିର ନିର୍ମାଣ କାର୍ଯ୍ୟ ସମାପ୍ତ ହୋଇଥିବା ମନ୍ଦିର କର୍ତ୍ତୃପକ୍ଷ ସାମାଜିକ ଗଣମାଧ୍ୟମ ଏକ୍ସରେ ସୂଚନା ଦେଇଛନ୍ତି । ମନ୍ଦିର କର୍ତ୍ତୃପକ୍ଷ କହିଛନ୍ତି, ଆମେ ପ୍ରଭୁ ଶ୍ରୀରାମଙ୍କ […]

Read More Text.
Election commission

ଆସନ୍ତାକାଲି ଠାରୁ ୧୨ ରାଜ୍ୟରେ SIR ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ: ନିର୍ବାଚନ କମିଶନ

ନୂଆଦିଲ୍ଲୀ : ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ (SIR) ସମ୍ପର୍କରେ ବଡ଼ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି ଯେ, ବିହାରରେ ଏସଆଇଆରର ସଫଳତା ପରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ଏବେ ଦେଶର ଅନ୍ୟ ରାଜ୍ୟଗୁଡ଼ିକରେ କାର୍ଯ୍ୟକାରୀ ହେବ । ଦ୍ୱିତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେବ SIR । ଜ୍ଞାନେଶ କୁମାର କହିଛନ୍ତି, ଭୋଟର ତାଲିକାରେ ଯୋଗ୍ୟ ଭୋଟରଙ୍କୁ ଯୋଡିବା ଏବଂ […]

Read More Text.
Cji 1

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଲାଗି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ କଲେ CJI ବିଆର ଗଭାଇ

ନୂଆଦିଲ୍ଲୀ : ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ । ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ୍ କଲେ CJI ବିଆର ଗଭାଇ । ନଭେମ୍ବର ୨୪ରେ ସୂର୍ଯ୍ୟକାନ୍ତ ପ୍ରଧାନ ବିଚାରପତି ଭାବେ ଶପଥ ନେଇପାରନ୍ତି । ଆସନ୍ତା ନଭେମ୍ବର ୨୩ ତାରିଖରେ ପ୍ରଧାନ ବିଚାରପତି ବି.ଆର. ଗଭାଇ ଅବସର ନେଉଛନ୍ତି । ଜଷ୍ଟିସ ସୂର୍ଯ୍ୟକାନ୍ତ ଭାରତର ୫୩ତମ ମୁଖ୍ୟ ବିଚାରପତି ହେବେ । ତାଙ୍କର କାର୍ଯ୍ୟକାଳ ପ୍ରାୟ ୧୪ ମାସ ରହିବ । […]

Read More Text.
Afghan 2025 10 27 20 07 21

ମୁମ୍ବାଇରୁ ଧରାପଡ଼ିଲେ ୬ ସଂଦିଗ୍ଧ ଆଫଗାନ ନାଗରିକ

ମୁମ୍ବାଇ: ମୁମ୍ବାଇ ପୁଲିସ ସୋମବାର ଛଅ ଜଣ ସଂଦିଗ୍ଧ ଆଫଗାନ ନାଗରିକଙ୍କୁ ଗିରଫ କରିଛି। ସେମାନେ ସମସ୍ତେ ଜାଲ କାଗଜପତ୍ର ଆଧାରରେ ମୁମ୍ବାଇରେ ରହୁଥିଲେ। ପଚରାଉଚରା ସମୟରେ ସେମାନେ କୌଣସି ବୈଧ କାଗଜପତ୍ର ଦେଖାଇ ପାରି ନଥିଲେ, ଯାହା ଫଳରେ ପୁଲିସ ସେମାନଙ୍କୁ ଗିରଫ କରିଛି ବୋଲି ମୁମ୍ବାଇ ପୁଲିସର ଜଣେ ଅଧିକାରୀ ସୋମବାର ଏହା ପ୍ରକାଶ କରିଛନ୍ତି। ସମସ୍ତ ଆଫଗାନ ନାଗରିକଙ୍କୁ ଚିହ୍ନଟ କରାଯାଇଛି। ପୁଲିସ କହିଛି ଯେ ସେମାନଙ୍କୁ ଖୁବ୍ ଶୀଘ୍ର ଆଫଗାନୀସ୍ତାନକୁ ପଠାଇ […]

Read More Text.
Yogi adityanath 2025 10 19 18 46 04

ବଦଳିଲା ଉତ୍ତରପ୍ରଦେଶ ମୁସ୍ତାଫାବାଦର ନାଁ, ନୂଆ ନାମ ହେବ କବୀରଧାମ

ଲକ୍ଷ୍ମୌ: ଉତ୍ତରପ୍ରଦେଶର ଲଖିମପୁର-ଖିରି ଅନ୍ତର୍ଗତ ମୁସ୍ତାଫାବାଦ ଗ୍ରାମର ନାମ ପରିବର୍ତ୍ତନ କରାଯାଇଛି । ଏବେ ଏହି ଗାଁର ନୂଆ ନାମ ହେବ କବୀରଧାମ । ଏ ନେଇ ଖୋଦ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି, “ଯେତେବେଳେ ମୁଁ ଏଠାକୁ ଆସି ଗାଁ ବିଷୟରେ ପଚାରିଲି, ମୋତେ କୁହାଗଲା ଯେ ଏହାର ନାମ ମୁସ୍ତାଫାବାଦ। ମୁଁ ପଚାରିଲି ଯେ ସେଠାରେ କେତେ ମୁସଲମାନ ରହୁଥିଲେ। ମୁଁ ଜାଣିବାକୁ ପାଇଲି ଯେ ଏଠାରେ […]

Read More Text.
514pvgrpres. ac uf894,1000 ql80

ଦଳ ବିରୋଧୀ କାମ ପାଇଁ ୪ ନେତାଙ୍କୁ ବହିଷ୍କାର କଲା ବିଜେପି

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ- ୨୦୨୫ ପୂର୍ବରୁ ବିଜେପି ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ରହିଥିବା ୪ଜଣ ନେତାଙ୍କୁ ଛଅ ବର୍ଷ ପାଇଁ ବହିଷ୍କାର କରିଛି। ଏମାନଙ୍କ ମଧ୍ୟରେ କହଲଗାଓଁ ବିଧାନସଭା ଆସନରୁ ପବନ ଯାଦବ, ବାହାଦୁରଗଞ୍ଜ ଆସନରୁ ବରୁଣ ସିଂହ, ଗୋପାଳଗଞ୍ଜ ଆସନରୁ ଅନୁପ କୁମାର ଶ୍ରୀବାସ୍ତବ ଏବଂ ବରହରା ଆସନରୁ ସୂର୍ଯ୍ୟ ଭାନ ସିଂହ ଅନ୍ତର୍ଭୁକ୍ତ ଅଛନ୍ତି। ବିଜେପି ବିହାର ରାଜ୍ୟ ମୁଖ୍ୟାଳୟ ପ୍ରଭାରୀ ଅରବିନ୍ଦ ଶର୍ମା ଏକ ଅଧିକାରିକ ଚିଠି ମାଧ୍ୟମରେ କହିଛନ୍ତି, […]

Read More Text.

ଦୀପାବଳି ପରେ ଦିଲ୍ଲୀର ବାୟୁମଣ୍ଡଳ ଅଧିକ ପ୍ରଦୂଷିତ, ବଢ଼ିଲେ ୩୦% ଶ୍ବାସରୋଗୀ

ନୂଆଦିଲ୍ଲୀ : ଦୀପାବଳି ପରେ ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଅଧିକ ମାତ୍ରାରେ ପ୍ରଦୂଷିତ ହୋଇପଡିଛି। ଏଥିଯୋଗୁଁ ଦୀପାବଳି ପରଠାରୁ ସହରରେ ଶ୍ବାସରୋଗୀଙ୍କ ସଂଖ୍ୟା ୩୦ ପ୍ରତିଶତ ବୃଦ୍ଧି ପାଇଥିବା ଜଣାପଡିଛି। ଶ୍ବାସରୋଗୀଙ୍କ ବ୍ୟତୀତ ଗର୍ଭବତୀଙ୍କୁ ମଧ୍ୟ ଏହି ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଡାକ୍ତରଙ୍କ କହିବା ଅନୁଯାୟୀ ବାୟୁ ଓ ଶବ୍ଦ ପ୍ରଦୂଷଣର ମିଶ୍ରିତ ପ୍ରଭାବ ଯୋଗୁଁ ଏଭଳି ସମସ୍ୟା ଉପୁଜିଛି। ଚଳିତ ଦୀପାବଳିରେ ଦିଲ୍ଲୀରେ କେବଳ ସବୁଜ ବାଣ ବ୍ୟବହାର କରାଯିବ ବୋଲି ସୁପ୍ରିମକୋର୍ଟ କଡା […]

Read More Text.