TH29 Jagriti UPG29FGOAO8.2.jpg 1068x601

ଅଜିତ ପୱାରଙ୍କ ମୃତ୍ୟୁ : ତଦନ୍ତ ଆରମ୍ଭ କଲା ସିଆଇଡ଼ି

ମହାରାଷ୍ଟ୍ର: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ଘଟଣାରେ ଅପରାଧ ତଦନ୍ତ ବିଭାଗ (CID) ତଦନ୍ତ ଆରମ୍ଭ କରିଛି । ବାରାମତୀରେ ବିମାନ ଦୁର୍ଘଟଣାରେ ପୱାର ଏବଂ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା । ଗତ ୨୮ ତାରିଖରେ ପୁଣେ ଜିଲ୍ଲାର ବାରାମତୀରେ ବିମାନ ଦୁର୍ଘଟଣାଜନିତ ମୃତ୍ୟୁ ମାମଲାର CID ତଦନ୍ତ ପାଇଁ ମହାରାଷ୍ଟ୍ର ପୁଲିସ୍ ନିର୍ଦ୍ଦେଶ ଜାରି କରିଛି । ସ୍ଥାନୀୟ ପୁଲିସ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS)ର ଧାରା ୧୯୪ ଅନୁଯାୟୀ […]

Read More Text.
Ajit pawar sunetra pawar 301739860 16x9

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସୁନେତ୍ରା ପୱାର

ମୁମ୍ବଇ: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପତ୍ନୀ ସୁନେତ୍ରା ପୱାର । ଶନିବାର ସନ୍ଧ୍ୟା ୫ଟାରେ ସୁନେତ୍ରା ଶପଥ ନେବେ । ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଦାୟିତ୍ଵ ସହ ଅଜିତ ପୱାରଙ୍କ ଦାୟିତ୍ଵରେ ଥିବା ଅବକାରୀ ଏବଂ କ୍ରୀଡ଼ା ବିଭାଗ ସମ୍ଭାଳିବେ । କିନ୍ତୁ ଅର୍ଥ ବିଭାଗ ଅସ୍ଥାୟୀ ଭାବରେ ମୁଖ୍ୟମନ୍ତ୍ରୀ ଫଡନାଭିସଙ୍କ ପାଖରେ ରହିବ । ମାର୍ଚ୍ଚ ମାସରେ ବଜେଟ ଅଧିବେଶନ ହେବାକୁ ଥିବାରୁ ଫଡନାଭିସଙ୍କ ପାଖରେ ରହିବ […]

Read More Text.
Modi and netanyahu 134733637 16x9

ଇସ୍ରାଏଲ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆସନ୍ତାମାସ ଇସ୍ରାଏଲ୍ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ । ଏନେଇ ଛାନିଆ ରେ ପାକିସ୍ତାନ । ଆସନ୍ତା ମାସ ୨୭-୨୮ରେ ଇସ୍ରାଏଲ୍ ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଯଦି ଏହା ହୁଏ,ଏହା ତାଙ୍କର ତୃତୀୟ କାର୍ଯ୍ୟକାଳରେ ଏବଂ ୨୦୧୭ରେ ପରେ ମୋଦି ପ୍ରଥମଥର ପାଇଁ ଇସ୍ରାଏଲ ଗସ୍ତ କରିବେ।  ପାଖାପାଖି ନଅ ବର୍ଷ ପରେ ଏହା ତାଙ୍କର ପ୍ରଥମ ଯାତ୍ରା। ଏହି ଗସ୍ତର ଉଦ୍ଦେଶ୍ୟ ଭାରତ ଏବଂ ଇସ୍ରାଏଲ ମଧ୍ୟରେ ରଣନୈତିକ ସହଭାଗୀତାକୁ ଆହୁରି ମଜବୁତ […]

Read More Text.
ANI 20260129073851 1068x801

ସ୍ଥଗିତ ହେଲା ୟୁଜିସିର ନୂତନ ନିୟମାବଳୀ

ନୂଆଦିଲ୍ଲୀ: ସର୍ବୋଚ୍ଚ ଅଦାଲତ ୟୁଜିସିର ନୂତନ ନିୟମାବଳୀ-୨୦୨୬ କାର୍ଯ୍ୟକାରୀ କରିବାକୁ ସ୍ଥଗିତ ରଖିଛନ୍ତି । ଏହା କେବଳ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ଅନ୍ୟାନ୍ୟ ପଛୁଆ ସମ୍ପ୍ରଦାୟ ସଦସ୍ୟମାନଙ୍କୁ ସଂରକ୍ଷଣର ଲାଭ ପ୍ରଦାନ କରୁଥିବା ବେଳେ ସାଧାରଣ କିମ୍ବା ଉଚ୍ଚ ଜାତିକୁ ସମାନ ସୁରକ୍ଷା ପ୍ରଦାନ ନକରି ପକ୍ଷପାତମୂଳକ ବୋଲି ଅଭିଯୋଗ କରାଯାଇଛି । ଅଦାଲତର ମୁଖ୍ୟ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ଖଣ୍ଡପୀଠ କହିଛନ୍ତି ଯେ, ଏହି ନିୟମାବଳୀ ଅତ୍ୟଧିକ ବ୍ୟାପକ […]

Read More Text.
Droupdi murmu president of india

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଆରମ୍ଭ ହେଲା ସଂସଦର ବଜେଟ ଅଧିବେଶନ ।  ପ୍ରଥମ ଦିନରେ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  କହିଛନ୍ତି, ପ୍ରତି କ୍ଷେତ୍ରରେ ଦେଶ ଆଗକୁ ବଢ଼ୁଛି, ସାରା ବିଶ୍ବରେ ଭାରତର ଚର୍ଚ୍ଚା ହେଉଛି। ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି । ଦେଶର ଅର୍ଥ ବ୍ୟବସ୍ଥାକୁ ନୂଆ ଗତି ମିଳିଛି ।  ସେହିପରି ଗ୍ଲୋବାଲ ସାଉଥ୍ ର ନେତୃତ୍ୱ ଭାରତ ନେଉଥିବା ରାଷ୍ଟ୍ରପତି କହିଛନ୍ତି । ଭାରତ ବିକାଶଶୀଳ ଦେଶଗୁଡ଼ିକର ସମସ୍ୟାକୁ ବିଶ୍ୱ […]

Read More Text.
6979c0d18fc93 the plane went down just 50 metres from the airport while landing near baramati resulting in no sur 285451448 16x9 1 750x430

ପରଲୋକରେ ଅଜିତ ପାୱାର; ମହାରାଷ୍ଟ୍ରରେ ୩ ଦିନିଆ ଶୋକ

ମୁମ୍ବାଇ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କ ଚାର୍ଟର୍ଡ ବିମାନ ବାରାମତିରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁଃଖଦ ଘଟଣା ଘଟିଥିଲା। ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ଛଅ ଜଣଙ୍କର ମୃତ୍ୟୁ ହୋଇଥିଲା। ଯାହା ସମଗ୍ର ମହାରାଷ୍ଟ୍ର ଏବଂ ଦେଶରେ ଶୋକର ଛାୟା ଖେଳାଇଦେଇଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିୟୋଗରେ ଦୁଃଖ ପ୍ରକାଶ କରି […]

Read More Text.

୧୨ ପାକିସ୍ତାନୀ ସୈନିକଙ୍କୁ ହତ୍ୟା କଲେ ବାଲୁଚ୍ ଲିବରେସନ୍ ଆର୍ମି

ଇସଲାମାବାଦ: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶରେ ବାଲୁଚ୍ ଲିବରେସନ୍ ଆର୍ମି (ବିଏଲ୍‌ଏ)ର ଯୋଦ୍ଧାମାନେ ୧୨ଜଣ ପାକିସ୍ତାନୀ ସେନା ସୈନିକଙ୍କୁ ହତ୍ୟା କରିଛନ୍ତି। ଏହି ଏନକାଉଣ୍ଟରରେ ଛଅ ଜଣ ପାକିସ୍ତାନୀ ସୈନିକ ଆହତ ହୋଇଛନ୍ତି। ବିଏଲ୍‌ଏର ଜଣେ ମୁଖପାତ୍ର କହିଛନ୍ତି ଯେ ଏହାର ଯୋଦ୍ଧାମାନେ ପଞ୍ଜଗୁର ଜିଲ୍ଲାରେ ଘଣ୍ଟା ଘଣ୍ଟା ଧରି ଚାଲିଥିବା ସଂଘର୍ଷରେ ପାକିସ୍ତାନୀ ସୈନିକଙ୍କୁ ଟାର୍ଗେଟ କରିଥିଲେ। ବିଏଲ୍‌ର ମୁଖପାତ୍ର ଜିଆଣ୍ଡ ବାଲୁଚ୍ କହିଛନ୍ତି ଯେ ସୋରାପ ଅଞ୍ଚଳରେ ବହୁ ସଂଖ୍ୟାରେ ଆଗକୁ ବଢ଼ିବାକୁ ଚେଷ୍ଟା କରୁଥିବା […]

Read More Text.
Images

ନୂଆ UGC ନିୟମକୁ ନେଇ ବିବାଦ, ଗାଇଡଲାଇନ ବିରୋଧରେ ପ୍ରଦର୍ଶନ ଜାରି

ନୂଆଦିଲ୍ଲୀ : ପ୍ରବଳ ବର୍ଷା ସତ୍ୱେ ଦିଲ୍ଲୀ ୟୁଜିସି ମୁଖ୍ୟାଳୟରେ ଛାତ୍ର ନେତାଙ୍କ ଧାରଣା । କଡା ପୋଲିସ ବନ୍ଦୋବସ୍ତ ମଧ୍ୟରେ ଛାତ୍ର ନେତା ମାନେ ନୂଆ ୟୁଜିସି ଗାଇଡଲାଇନ ବିରୋଧରେ ପ୍ରଦର୍ଶନ ଜାରି ରଖିଛନ୍ତି । ବହୁ ସଂଖ୍ୟାରେ ଆନ୍ଦୋଳନକାରୀ ଏକତ୍ରିତ ହୋଇଛନ୍ତି । ବିଭିନ୍ନ ଛାତ୍ର ସଂଗଠନ ଏବଂ ସବର୍ଣ୍ଣ ସମାଜ ଭଳି କିଛି ନିର୍ଦ୍ଦିଷ୍ଟ ଗୋଷ୍ଠୀ ଘେରାଉରେ ସାମିଲ ଅଛନ୍ତି । UGC ର ନୂଆ ‘ଉଚ୍ଚଶିକ୍ଷା ଅନୁଷ୍ଠାନରେ ସମାନତା ପ୍ରୋତ୍ସାହନ ନିୟମାବଳୀ ୨୦୨୬’ […]

Read More Text.
India eu dea

ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ : ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ । ୨୦୦୭ ମସିହାରୁ ୧୮ ବର୍ଷ ଧରି ଚାଲିଥିବା ଏହି ବାଣିଜ୍ୟ ଚୁକ୍ତିନାମା ପାଇଁ ଆଲୋଚନା ଶେଷରେ ସଫଳ ହୋଇଛି । ଐତିହାସିକ ଚୁକ୍ତିନାମା ଉପରେ ମୋହର ଲାଗିଥିବା ନେଇ ଆନୁଷ୍ଠାନିକ ଭାବେ ଘୋଷଣା ହୋଇଛି । “ମଦର ଅଫ୍ ଅଲ୍ ଡିଲ୍ “କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତ […]

Read More Text.
Droupadi murmu

୭୭ତମ ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ : ୭୭ତମ ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବେୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୯୫୦ ମସିହା ଜାନୁଆରୀ ୨୬ରୁ ଦେଶର ଗଣତନ୍ତ୍ରର ସାମ୍ବିଧାନିକ ଆଦର୍ଶରେ ଅଗ୍ରସର ହେଉଛି ।  ଭାରତର ସମ୍ବିଧାନ ବିଶ୍ବ ଇତିହାସର ସବୁଠାରୁ ବଡ଼ ଗଣତନ୍ତ୍ରର ମୂଳଦୂଆ ବୋଲି କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିଶ୍ବରେ ଅସ୍ଥିରତା ଲାଗି ରହିଥିବା ବେଳେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ଆଗେଇଛି । ନିରନ୍ତର ଦ୍ରୁତ ବେଗରେ ଅଗ୍ରସର ହେଉଥିବା ଅର୍ଥବ୍ୟବସ୍ଥା […]

Read More Text.