ଭାରତ ପରେ ପାକିସ୍ତାନକୁ ପାଣି ବନ୍ଦ ଯୋଜନା କରୁଛି ଆଫଗାନିସ୍ତାନ
ଆଫଗାନିସ୍ତାନ : ଭାରତ ପରେ ପାକିସ୍ତାନକୁ ନେଇ ବକ୍ଷ ପଦକ୍ଷେପ ନେଇଛି ଆଫଗାନିସ୍ତାନ । ଆଫଗାନିସ୍ତାନରୁ ପାକିସ୍ତାନ ଆଡ଼କୁ ବୋହୁଥିବା ସମସ୍ତ ନଦୀର ପାଣିକୁ ବନ୍ଦ କରିପାରେ ଆଫଗାନିସ୍ତାନ । ଶେଷରେ ଶୋଷରେ ଆଉଟପାଉଟ ହେବ ପାକିସ୍ତାନ । ପାକିସ୍ତାନକୁ ବୁନ୍ଦେ ପାଣି ଦେବନି ଆଫଗାନିସ୍ତାନ । ଆଫଗାନିସ୍ତାନ ଓ ପାକିସ୍ତାନ ମଧ୍ୟରେ କୌଣସି ଜଳ ଚୁକ୍ତି ନାହିଁ। ତେଣୁ କୁନାର ନଦୀ ଉପରେ ଆଫଗାନିସ୍ତାନ ବନ୍ଧ ତିଆରି କରିବାକୁ ଘୋଷଣା କରିଛି। କୁନାର ନଦୀ ଉପରେ ଡ୍ୟାମ […]
Read More Text.