ସରିଲା ସଂସଦର ଶୀତକାଳୀନ ଅଧିବେଶନ
ନୂଆଦିଲ୍ଲୀ : ସରିଲା ସଂସଦର ଶୀତ ଅଧିବେଶନ । ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ସରିଲା ସଂସଦର ଶୀତକାଳୀନ ଅଧିବେଶନ । ୧୭ ତମ ଲୋକସଭାର ୬ଷ୍ଠ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି ଲୋକସଭା ଅଧ୍ୟକ୍ଷ । ଗତକାଲିଠୁ ମନରେଗା ଯୋଜନାର ନାମ ବଦଳାଇ “ଭିବି-ଜି ରାମ ଜି” ପରିବର୍ତ୍ତନକୁ ବିରୋଧୀ ସାଂସଦ ବିରୋଧ କରି ଆସୁଛନ୍ତି । ବିଲ୍ ବିରୋଧରେ ବିରୋଧି ସଦସ୍ୟ ରାତିସାରା ଗୃହ ବାହାରେ ୧୨ ଘଣ୍ଟା ଧାରଣା ଦେଇଥିଲେ । […]
Read More Text.