ମୁମ୍ୱାଇରେ ବସ୍ ଦୁର୍ଘଟଣାରେ ୪ ମୃତ, ୯ ଆହତ
ମୁମ୍ୱାଇ : ମୁମ୍ୱାଇରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଭାଣ୍ଡୁପ ୱେଷ୍ଟ ରେଲୱେ ଷ୍ଟେସନ୍ ନିକଟରେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏକ BEST ବସ୍ ଦୁର୍ଘଟଣାରେ ୩ ମହିଳାଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ଏହି ଦୁର୍ଘଟଣାରେ ୧୩ ଜଣ ଆହତ ମଧ୍ୟ ହୋଇଛନ୍ତି । ସୂଚନାନୁଯାୟୀ, ରାତି ପ୍ରାୟ ୯ଟା ୩୦ ମିନିଟରେ ଘଟିଛି ଦୁର୍ଘଟଣା […]
Read More Text.