‘ପାର୍ବତୀ ଗିରି’ଙ୍କୁ ପ୍ରେରଣାର ଉତ୍ସ କହିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ କି ବାତ୍ କାର୍ଯ୍ୟକ୍ରମ। ଆଜି ଚଳିତବର୍ଷର ଶେଷ ମନ କି ବାତ୍ କାର୍ଯ୍ୟକ୍ରମରେ ‘ପାର୍ବତୀ ଗିରି’ଙ୍କ କଥା କହିଛନ୍ତି ମୋଦୀ। ପାର୍ବତୀ ଗିରିଙ୍କୁ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। ସ୍ୱାଧୀନତା ସଂଗ୍ରାମରେ ପାର୍ବତୀ ଗିରିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ମହାନ୍ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ହେଉଛନ୍ତି ପାର୍ବତୀ ଗିରି’। ୧୬ ବର୍ଷରେ ପାର୍ବତୀ ଗିରି ସ୍ୱାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ। ଦେଶ ପାଇଁ ପାର୍ବତୀ ଗିରି ହେଉଛନ୍ତି ପ୍ରେରଣାର ଉତ୍ସ। […]
Read More Text.