ସାଉଦି ବିମାନବନ୍ଦର ଉପରେ ଡ୍ରୋନ୍ ଓ ବାଲିଷ୍ଟିକ ମିସାଇଲ ମାଡ଼: ୩ ମୃତ, ୩୬ ଗୁରୁତର
ରିୟାଦ: ସାଉଦି ଆରବର ଦୁଇଟି ପ୍ରମୁଖ ବିମାନବନ୍ଦର ଉପରେ ହୋଇଥିବା ଭୟଙ୍କର ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୬ ଜଣ ଗୁରୁତର ଆହତ ହୋଇଛନ୍ତି। ରାଜଧାନୀ ରିୟାଦସ୍ଥିତ ‘ କିଙ୍ଗ ଖାଲିଦ୍ ଆନ୍ତର୍ଜାତୀୟ ବିମାନବନ୍ଦର’ ଏବଂ ‘ଆଭା ଆନ୍ତର୍ଜାତୀୟ ବିମାନବନ୍ଦର’କୁ ଲକ୍ଷ୍ୟ କରି ୟେମେନର ହୁତି ବିଦ୍ରୋହୀମାନେ ଡ୍ରୋନ୍ ଓ ବାଲିଷ୍ଟିକ ମିସାଇଲ ମାଡ଼ କରିଥିବା ନେଇ ଦାବି କରିଛନ୍ତି । ସାଉଦି ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ ପକ୍ଷରୁ ଏହି ଆକ୍ରମଣ ଓ […]
Read More Text.