ଦୁର୍ଘଟଣା ରୋକିବାକୁ ‘୪ E’ ଉପରେ ଗୁରୁତ୍ବାରୋପ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ବଢୁଥିବା ଦୁର୍ଘଟଣାକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪-ଇ ଉପରେ ଗୁରୁତ୍ୱାରୋପ କରିଛନ୍ତି । ପ୍ରଥମ ଇ – ଏଡୁକେସନ୍ ବା ସଠିକ ସୂଚନା ଓ ସଚେତନତା ସୃଷ୍ଟି । ଦ୍ବିତୀୟ ଇ- ଏନଫୋର୍ସମେଣ୍ଟ ବା ଟ୍ରାଫିକ୍ ନିୟମ ଲାଗୁ କରିବା । ତୃତୀୟ ଇ-ଇଞ୍ଜିନିୟରିଂ ବା ସୁରକ୍ଷିତ ରାସ୍ତା ଓ ପୋଲ ନିର୍ମାଣ କରିବା ଏବଂ ଅନ୍ତିମ ତଥା ଚତୁର୍ଥ ଇ- ଏମରଜେନ୍ସି ବା ତୁରନ୍ତ ଚିକିତ୍ସା ସେବା ଯୋଗାଇବା […]
Read More Text.