୧୯ ତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚିତ୍ର ଉତ୍ସବରେ ଯୋଗଦେବେ ପ୍ରଥମଥର ପାଇଁ ମୟୁରଭଞ୍ଜ ରୁ ଦୀପକ ବେଶ୍ରା
ବାରିପଦା : ମୁମ୍ବାଇ ଠାରେ ଅନୁଷ୍ଠିତ ହେବାକୁ ଥିବା ୧୯ତମ ଅନ୍ତର୍ଜାତୀୟ ଚଳଚିତ୍ର ଉତ୍ସବ – ୨୦୨୬ ରେ ଜଣେ ବକ୍ତା ଭାବେ ଯୋଗଦେବେ ମୟୁରଭଞ୍ଜ ଜିଲ୍ଲାର ଆଦିବାସୀ ଚଳଚିତ୍ର ନିର୍ମାତା ତଥା ବାରିପଦା ଜାତୀୟ ଆଦିବାସୀ କ୍ଷୁଦ୍ର ଚଳଚିତ୍ର ଉତ୍ସବର ନିର୍ଦ୍ଦେଶକ ଦୀପକ କୁମାର ବେଶ୍ରା I ଏହି ଉତ୍ସବରେ ଏକ ବିଶେଷ ରାଉଣ୍ଡ ଟେବଲ ବୈଠକରେ ବକ୍ତା ଭାବେ ଯୋଗଦେବା ପାଇଁ ଏନ ଏଫ ଡି ସି ପକ୍ଷରୁ ଆମନ୍ତ୍ରଣ ପାଇବାରେ ସେ ପ୍ରଥମ […]
Read More Text.