ଜିଲ୍ଲାସ୍ତରୀୟ ଅଷ୍ଟମ ପୋଷଣ ପକ୍ଷ ପାଳିତ
ବାରିପଦା : ଜିଲ୍ଲା ସମାଜ ମଙ୍ଗଳ ବିଭାଗ ମୟୂରଭଞ୍ଜ ଦ୍ୱାରା ଜିଲ୍ଲାସ୍ତରୀୟ ୮ମ ପୋଷଣ ପକ୍ଷ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସୁଷମ ଖାଦ୍ୟର ସେବନ ତଥା ବାଡ଼ି ବଗିଚାରେ ମିଳୁଥିବା ପୋଷକଯୁକ୍ତ ପନିପରିବା ପ୍ରଭୁତିକୁ ଖାଦ୍ୟରେ ବ୍ୟବହାର ସାଙ୍ଗକୁ ଶିଶୁଙ୍କ ଖାଦ୍ୟପେୟରେ ଉପଯୁକ୍ତ ଖାଦ୍ୟ ଦେବାକୁ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଛନ୍ତି । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଃଖବନ୍ଧୁ ନାୟକ, ଜିଲ୍ଲା ମୁଖ୍ୟ […]
Read More Text.