କକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ଝାଡ଼ାବାନ୍ତି: ୫ମ ଶ୍ରେଣୀ ଛାତ୍ରୀ ମୃତ
ବାରିପଦା : ପଖାଳ ଖାଇବା ପରେ ବିଗିଡିଲା ସ୍ୱାସ୍ଥ୍ୟାବସ୍ଥା। ହେଲା ପଞ୍ଚମୀ ଶ୍ରେଣୀ ନାବାଳିକାଙ୍କ ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ମୟୁରଭଞ୍ଜ ବାରିପଦାରୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ, ଝାଡ଼ାବାନ୍ତିରେ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ଜଣେ ଛାତ୍ରୀଙ୍କ ମଙ୍ଗଳବାର ମୃତ୍ୟୁ ହୋଇଛି। ମୟୁରଭଞ୍ଜ ରାସଗୋବିନ୍ଦପୁର ବ୍ଲକର କକାବନ୍ଧ ଆଶ୍ରମ ସ୍କୁଲର ହଷ୍ଟେଲରେ ପଖାଳ ଭାତ ଖାଇ ପାଖାପାଖି ୧୫୦ ରୁ ଊର୍ଦ୍ଧ୍ବ୍ୱ ଛାତ୍ରଛାତ୍ରୀ ରାସଗୋବିନ୍ଦପୁର ମେଡିକାଲରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ଛାତ୍ରଛାତ୍ରୀ ସୁସ୍ଥ […]
Read More Text.