୧୭ତମ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବ: ଓଡ଼ିଶାର ୧୭ଟି ପ୍ରକଳ୍ପ ପୁରସ୍କୃତ
ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ବି.ଆର୍. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ସି.ଆଇ.ଡି.ସି. ଦ୍ୱାରା ଆୟୋଜିତ ୧୭ତମ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆବେଦନ କରାଯାଇଥିବା ୧୦ଟି ପ୍ରକଳ୍ପକୁ ମିଶାଇ ସର୍ବମୋଟ ୧୭ଟି ପ୍ରକଳ୍ପକୁ ବିଭିନ୍ନ ବିଭାଗରେ ପୁରସ୍କୃତ କରାଯାଇଛି। ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କେନ୍ଦ୍ର ମନ୍ତ୍ରୀ ଶ୍ରୀ ନିତୀନ ଗଡ଼କରୀ ନିର୍ମାଣ କ୍ଷେତ୍ରରେ ନୂତନତ୍ୱ ଉପରେ ଗୁରୁତ୍ୱ ଦେଇଥିଲେ। ରାସ୍ତା ଓ କୋଠାବାଡ଼ି ନିର୍ମାଣ କ୍ଷେତ୍ରରେ ନୂତନ ପାରଦର୍ଶିତା ସହିତ ଡି.ପି.ଆର୍ ବନାଇବା […]
Read More Text.