ବର୍ତ୍ତମାନ ସ୍ଥିତିରେ ମେଟ୍ରୋ କରିକି ନିଜର ନିର୍ବାଚନ ଚାଲ ଖେଳିବାର କିଛି ଆବଶ୍ୟକ ନାହିଁ

ଭୁବନେଶ୍ୱର ୦୫।୦୪ : ବର୍ତ୍ତମାନ ସ୍ଥିତିରେ ମେଟ୍ରୋ କରିକି ନିଜର ନିର୍ବାଚନ ଚାଲ ଖେଳିବାର କିଛି ଆବଶ୍ୟକ ନାହିଁ । ମେଟ୍ରୋ କରିକି ପ୍ରତିବର୍ଷ ଦୁଇ ହଜାର କୋଟି ଖର୍ଚ୍ଚା କରିବା ପାଇଁ ବର୍ତ୍ତମାନ ସମୟରେ କୌଣସି ଆବଶ୍ୟକତା ହିଁ ନାହିଁ । ସରକାର ଗମ୍ଭୀର ଅଛନ୍ତି । ଆଗାମୀ ଦିନରେ ମେଟ୍ରୋ ପ୍ରକଳ୍ପ ନିଶ୍ଚିତ ହେବ । ମୋବିଲିଟି ପ୍ଲାନ ହେଲା ପରେ ମେଟ୍ରୋକୁ ନେଇ ସରକାର ଚିନ୍ତା କରିବେ ବୋଲି ସୂଚନା ଦେଇଛନ୍ତି ପୂର୍ତ୍ତ […]

Read More Text.

ସରକାରଙ୍କୁ ଘେରିଲେ ବିରୋଧୀ, ପଞ୍ଚାୟତ ନିର୍ବାଚନକୁ ନେଇ ସରକାରଙ୍କ ଅଧିକ ଚାଉଳ ନୀତି, ମନ୍ତ୍ରୀ କହିଲେ ଲୋକଙ୍କ ହିତ ପାଇଁ ନିଷ୍ପତ୍ତି

ଭୁବନେଶ୍ୱର ୦୫।୦୪ :  କ୍ଷୁଧାମୁକ୍ତ ଓଡ଼ିଶା ସ୍ବପ୍ନ ସାକାର କରିବାକୁ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା । ଏବେ ମାସକୁ ମୁଣ୍ଡ ପିଛା ୫କେଜି ବଦଳରେ ମିଳିବ ୧୦ କେଜି ଚାଉଳ। ଏଥର ମୋଦି ସରକାର ଦେବେ ୫କେଜି ଓ ମୋହନ ସରକାର ଦେବେ ୫କେଜି ଚାଉଳ। ମାସକୁ ମୁଣ୍ଡପିଛା ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ମିଳିବ । ପ୍ରାୟ ୩ କୋଟି ୨୨ଲକ୍ଷ ହିତାଧିକାରୀଙ୍କୁ ଏହି ମାଗଣା ଚାଉଳ ବଣ୍ଟାଯିବ। ଏଥିପାଇଁ ମାସକୁ ୭୩୪ କୋଟି […]

Read More Text.
1732412236 mohan charan majhi odishacm

SEBC ଛାତ୍ର-ଛାତ୍ରୀଙ୍କ ପାଇଁ ସଂରକ୍ଷଣ, ଜୋର ଧରିଲା ରାଜନୀତି

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତି | ଦୀର୍ଘ ଦିନର ଦାବିକୁ ପୂରଣ କରିଛନ୍ତି ମୋହନ ସରକାର | ଏଣିକି ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆବର୍ଗ ଛାତ୍ରଛାତ୍ରୀମାନେ ୧୧.୨୫ ପ୍ରତିଶତ ସଂରକ୍ଷଣ ପାଇବେ | ମେଡ଼ିକାଲ, ଇଞ୍ଜିନିଅରିଂ, ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ନୀତିରେ ରାଜ୍ୟ କ୍ୟାବିନେଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି | ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ଅନୁସୂଚିତ ଜନଜାତି ୨୨.୫୦ ପ୍ରତିଶତ, […]

Read More Text.

ଆଉ ଖୋଲାରେ ମିଳିବନି ଗ୍ୟାସ୍‌ !

ଭୁବନେଶ୍ଵର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଏଲପିଜି ସଙ୍କଟ ଦେଖା ଦେଇଥିବା ବେଳେ ରାଜ୍ୟରେ ଗ୍ୟାସ୍ କଳାବଜାରୀ ରୋକିବା ପାଇଁ ଦୃଢ ପଦକ୍ଷେପ ନେଇଛନ୍ତି ସରକାର। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସ୍ଵୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ ବୋଲି ମନ୍ତ୍ରୀ କହିଛନ୍ତି । ସେହିପରି ୫ ଲିଟର ଗ୍ୟାସ […]

Read More Text.
2222

ଗହଣା ଡକାୟତି, ଗୋଲ୍ଡ ବିସ୍କୁଟ ଓ ବିଦେଶ ଲିଙ୍କ୍: କ୍ରାଇମ ସିଣ୍ଡିକେଟକୁ ଖୋଜୁଛି ୪ ରାଜ୍ୟର ପୁଲିସ

କଟକ: ଚୌଦ୍ୱାର ଜେଲରୁ ଫେରାର ଅପରାଧୀ ରାଜା ସାହାଣୀ ଗିରଫ ପରେ ଭାରତରୁ ବିଦେଶ ଗୋଲ୍ଡ ବିସ୍କୁଟ ଚାଲାଣର ସୁରାକ୍ ପାଇଛି ପୁଲିସ। ଖାସ୍ ସେଥିପାଇଁ ବ୍ୟାଙ୍କ ଡକାୟତିରୁ ଗହଣା ସୋ ରୁମ୍ ଡକାୟତି ପାଇଁ ଫୋକସ୍ କରୁଥିଲା। ଭାରତରୁ ବିଦେଶକୁ ଗୋଲ୍ଡ ବିସ୍କୁଟ କାରବାର ଲିଙ୍କ୍ କାଢ଼ିବା ପୁଲିସ ପାଇଁ ଚାଲେଞ୍ଜ ହୋଇଛି। ଏସବୁ ତଥ୍ୟ କାଢ଼ିବାକୁ ଏବେ ୪ ରାଜ୍ୟରପୁଲିସ ଓଡ଼ିଶାର କଟକ ମୁହାଁ ହୋଇଛନ୍ତି।   ଡକାୟତି ପରେ ସୁନାକୁ କେମିତି ଗୋଲ୍ଡ […]

Read More Text.
Untitled

ଓଡ଼ିଆ ଅସ୍ମିତା ପାଇଁ ଦୌଡ଼: ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ମାରାଥନ’ ଅନୁଷ୍ଠିତ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ଅବସରରେ ପଞ୍ଚମ ଦିବସରେ ଆଜି ରାଜଧାନୀର ଐତିହାସିକ ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ଗଣଦୌଡ଼’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ସକାଳ ୫:୩୦ ମିନିଟରେ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରୁ ଏହି ଦୌଡ଼ର ଶୁଭାରମ୍ଭ ହୋଇଥିଲା। ଏହି ପବିତ୍ର ମୁକ୍ତେଶ୍ୱର ମନ୍ଦିର ପୀଠରୁ ବାହାରି ଐତିହ୍ୟ ଗଣଦୌଡ଼ ରାମେଶ୍ୱର ମନ୍ଦିର, ବିବେକାନନ୍ଦ ମାର୍ଗ, ଉତ୍କଳ କନିକା ଗ୍ୟାଲେରିଆ ମଲ୍, ଲୁଇସ୍ ରୋଡ୍, […]

Read More Text.

ଓଡ଼ିଆରେ ନାମ ଫଳକ ଲେଖା ସଚେତନତା ପଦଯାତ୍ରା ଅନୁଷ୍ଠିତ : ଜିଲ୍ଲାର ସମସ୍ତ ଦୋକାନରେ ନାମଫଳକ ଓଡ଼ିଆ ଭାଷାରେ ଲେଖିବା ପାଇଁ ଆହ୍ୱାନ 

ବାରିପଦା, (୦୪/୦୪) :  ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ଓଡ଼ିଆ ଭାଷାର ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ମୟୂରଭଞ୍ଜ ତରଫରୁ ଜିଲ୍ଲାସ୍ତରୀୟ ‘ଓଡ଼ିଆରେ ନାମ ଫଳକ ଲେଖା’ ଅଭିଯାନ  ଆୟୋଜିତ ହୋଇଛି । “ଓଡ଼ିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ୍, ୧୯୫୬” ଅନୁଯାୟୀ ଜିଲ୍ଲାର ସମସ୍ତ ଦୋକାନ, ବଜାର ଓ ବାଣିଜ୍ୟ ପ୍ରତିଷ୍ଠାନମାନଙ୍କର ନାମ ଫଳକକୁ ନିର୍ଭୁଲ ଏବଂ ସ୍ପଷ୍ଟ ଭାବରେ ଓଡ଼ିଆ ଭାଷାରେ ଲେଖିବା ପାଇଁ ଏହି ଅଭିଯାନ […]

Read More Text.

ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡି ଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ : ନୂତନ ଶିକ୍ଷାବର୍ଷରେ ନବାଗତଙ୍କୁ ଖଡି ଛୁଆଁଇଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଓ ଜିଲ୍ଲାପାଳ  

ବାରିପଦା (୦୪/୦୪) :  ରାଜ୍ୟ ସରକାରଙ୍କର ନିର୍ଦ୍ଦେଶ କ୍ରମେ ନୂତନ ଶିକ୍ଷାବର୍ଷ ଉପଲକ୍ଷେ ସମଗ୍ର ଶିକ୍ଷା, ମୟୂରଭଞ୍ଜ ଆନୁକୂଲ୍ୟରେ ଆୟୋଜିତ ଜିଲ୍ଲା ସ୍ତରୀୟ “ପ୍ରବେଶ ଉତ୍ସବ ଓ ଖଡି ଛୁଆଁ” କାର୍ଯ୍ୟକ୍ରମ ବାରିପଦା ମୁନିସିପାଲିଟି ଅନ୍ତର୍ଗତ ପୂର୍ଣ୍ଣଚନ୍ଦ୍ରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି I ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଭାରତୀ ହାଁସଦା, ବିଶେଷ ଅତିଥି ଭାବେ ଜିଲ୍ଲାପାଳ ହେମକାନ୍ତ […]

Read More Text.
Z

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ବାର୍ଷିକ ଉତ୍ସବ ଉଦଘାଟିତ

ବାରିପଦା (୪/୪) :  ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ‘ବାର୍ଷିକ ଉତ୍ସବ -୨୦୨୬’ ଉଦ୍ଘାଟିତ ହୋଇଯାଇଛି । ବିଶ୍ଵବିଦ୍ୟାଳୟ ସମ୍ମେଳନ କକ୍ଷରେ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର୍ କମଳ ଲୋଚନ ବାରିକଙ୍କ ଅଧ୍ୟକ୍ଷତାରେ ଅନଷ୍ଠିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ବାରିପଦା ବିଧାୟକ   ପ୍ରକାଶ ସୋରେନ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜ ବକ୍ତବ୍ୟ ରେ ଛାତ୍ର ଜୀବନରେ ଶୃଙ୍ଖଳା ଓ ନୈତିକତାର ଆବଶ୍ୟକତା ଉପରେ ଏକ ସାରଗର୍ଭକ ଭାଷଣ ପ୍ରଦାନ କରିଥିଲେ । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର୍ […]

Read More Text.
IMG 20260404 WA0211

ଉପଖଣ୍ଡ ସ୍ତରୀୟ ଦୁଇ ଦିନିଆ ଛଉ ନୃତ୍ୟ ପ୍ରତିଯୋଗିତା ଉଦଯାପିତ 

ବାରିପଦା (୪/୪)   :  ଉପଖଣ୍ଡ ପ୍ରଶାସନ ତତ୍ୱାବଧାନ ଏବଂ ବାମନଘାଟୀ ଛଉ ନୃତ୍ୟ ପ୍ରତିଷ୍ଠାନର ସହଯୋଗରେ  ଏପ୍ରିଲ ୨ ଏବଂ ୩ ତାରିଖ ଦୁଇ ଦିନ ଧରି ଆୟୋଜିତ ହୋଇଥିଲା ଉପଖଣ୍ଡ ସ୍ତରୀୟ ଛଉନୃତ୍ୟ ପ୍ରତିଯୋଗିତା। ଭାରପ୍ରାପ୍ତ ଉପଜିଲ୍ଲାପାଳ ତଥା ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ବାସନ୍ତୀ ଲାକ୍ରାଙ୍କ ତତ୍ୱାବଧାନରେ ଆୟୋଜିତ ଏହି ୨ଦିନିଆ ପ୍ରତିଯୋଗୀତାର ପ୍ରଥମ ଦିନରେ ବାମନଘାଟି ଉପଖଣ୍ଡ ଅନ୍ତର୍ଗତ ବିଭିନ୍ନ ବ୍ଲକର ୬ଗୋଟି ଛଉ ନୃତ୍ୟ ଦଳ ଅଂଶ ଗ୍ରହଣ କରିଥିବା ବେଳେ ଦ୍ଵିତୀୟ ଦିବସରେ […]

Read More Text.