ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ: ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କଲା ବିଜେଡି

ଭୁବନେଶ୍ବର: ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ । ରେଳୱେ ବୋର୍ଡର ନିଷ୍ପତ୍ତି ପରେ ରାଜ୍ୟରେ ତୀବ୍ର ପ୍ରତିକ୍ରିୟା । ରେଳୱେକୁ ନେଇ ତେଜିଲା ରାଜନୀତି । ପ୍ରେସମିଟରେ ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କରିଛି ବିଜେଡି । ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର । କିନ୍ତୁ ଆନ୍ଧ୍ରପ୍ରଦେଶକୁ ପୂର୍ବତଟ ରେଳପଥର ଗୋଟିଏ ପରେ ଗୋଟିଏ ଅଞ୍ଚଳ କାହିଁକି ଚାଲିଯାଉଛି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ନେତା ଅତନୁ ସବ୍ୟସାଚୀ ନାୟକ । ରାଜ୍ୟରୁ ୨୦ […]

Read More Text.

ଚୋର ସହ ଠେଲାପେଲା ବେଳେ ଛାତରୁ ପଡି ଯୁବକ ମୃତ

ଭୁବନେଶ୍ବର: ଭୁବନେଶ୍ବରରେ ଦେଖାଦେଇଛି ଚାଞ୍ଚଲ୍ୟ । ଛାତରୁ ଖସିପଡି ଯୁବକଙ୍କର ହୋଇଛି ମୃତ୍ୟୁ । ନିର୍ମାଣଧୀନ କୋଠାର ଛାତରୁ ପଡି ଯୁବକଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ସହିଦନଗର ଥାନା ଅଞ୍ଚଳରେ ଘଟିଛି ଏ ଘଟଣା । ସ୍ଥାନୀୟ ପୋଷ୍ଟ ଅଫିସ ନିକଟରୁ ମିଳିଛି ଯୁବକଙ୍କ ମୃତଦେହ । ସୂଚନା ଅନୁସାରେ, ଜଣେ ଯୁବକ ମୁହଁରେ ଗାମୁଛା ବାନ୍ଧି ନିର୍ମାଣ କୋଠାରେ ପଶିଥିଲେ । ସେଠାରେ କାମ କରୁଥିବା ଯୁବକ ମାନେ ଏ ସଂପର୍କରେ ଜାଣିପାରି ତାଙ୍କୁ ପିଛା […]

Read More Text.

୮ ନକଲି CID ଅଫିସରଙ୍କୁ ବାନ୍ଧିଲା ପୁଲିସ , ଘରୋଇ ଶିକ୍ଷାନୁଷ୍ଠାନରୁ କରୁଥଲେ ଟଙ୍କା ଆଦାୟ

ଭୁବନେଶ୍ୱର : ପୋଲିସ କବଜାରେ CID ଅଫିସର । ନିଜକୁ CID ବା ସିଟି ଡିଟେକ୍ସନ ଏଜେନ୍ସିର ଅଫିସର ପରିଚୟ ଦେଇ ଅର୍ଥ ଆଦାୟ କରୁଥିବା ୮ଜଣଙ୍କୁ ବାନ୍ଧିଲା ଚନ୍ଦ୍ରଶେଖରପୁର ଥାନା ପୋଲିସ । ଗିରଫ ମାନେ ହେଲେ ପୂଜା ବେହେରା, ପ୍ରତିମା ପରିଡା, ଜେନାମଣି ପ୍ରଧାନ, ସୌଭାଗ୍ୟ ସାହୁ, ଧର୍ମେନ୍ଦ୍ର ବୋଇତାଇ, ମନୋଜ କୁମାର ମିଶ୍ର, ଅନ୍ନପୂର୍ଣ୍ଣା ପଣ୍ଡା ଓ ନିଲୁ ନାୟକ । ଗିରଫ ଅଭିଯୁକ୍ତ ମାନେ CID ଏଜେନ୍ସି ଅଧିକାରୀ ପରିଚୟ ଦେଇ ବିଭିନ୍ନ […]

Read More Text.

‘ଗୁପ୍ତ ନୈମିଷାରଣ୍ୟ’ କୁଦାନଗରୀରେ ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ର: ମା’ ଦକ୍ଷିଣ କାଳିକାଙ୍କ ଆଶୀର୍ବାଦ ଭିକ୍ଷା କଲେ ଅତିଥି

କେନ୍ଦ୍ରାପଡା (ବିକାଶ କୁମାର ବେହେରା): କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକର ପ୍ରସିଦ୍ଧ ଆଧ୍ୟାତ୍ମିକ ପ୍ରାଣକେନ୍ଦ୍ର ତଥା ରମଣୀୟ ପର୍ଯ୍ୟଟନ ସ୍ଥଳୀ କୁଦାନଗରୀଠାରେ ଏକ ଭାବପୂର୍ଣ୍ଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ‘ଗୁପ୍ତ ନୈମିଷାରଣ୍ୟ’ ଭାବେ ଖ୍ୟାତ ଏହି ପବିତ୍ର ପୀଠକୁ ଗତ ଏପ୍ରିଲ ୧ ତାରିଖ ଦିନ ଭାରତର ସୁପ୍ରସିଦ୍ଧ ଭେଷଜ ବିଜ୍ଞାନୀ, ଏମ୍‌ସର ପୂର୍ବତନ ନିର୍ଦ୍ଦେଶକ ତଥା ପଦ୍ମଶ୍ରୀ ଡାକ୍ତର ଅଶୋକ କୁମାର ମହାପାତ୍ର ପରିଦର୍ଶନ କରି ମା’ଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। କୁଦାନଗରୀର ଅଧିଷ୍ଠାତ୍ରୀ ଦେବୀ ମା’ […]

Read More Text.

ସମାଜଧର୍ମୀ ନାଟକ “ସେମାନେ ବି ମଣିଷ” ମଞ୍ଚସ୍ଥ 

ବାରିପଦା  :ସ୍ଥାନୀୟ ସହିଦ ସ୍ମୃତି ଭବନରେ ଉଜ୍ଜୟିନୀ ନାଟ୍ୟଶାଳା, ବାରିପଦା ଆନୁକୂଲ୍ୟରେ ନାଟକ ” ସେମାନେ ବି ମଣିଷ ” ମଞ୍ଚସ୍ଥ ହୋଇଯାଇଛି I ଅତିଥି ଭାବେ ଯୋଗଦେଇ ଓଡିଶା ନାଟ୍ୟ ସଂଘର ମୟୁରଭଞ୍ଜ ଜିଲ୍ଲା ସଂଯୋଜକ ଜ୍ଞାନରଞ୍ଜନ ପଣ୍ଡା, ନାଟ୍ୟକାର ସୋମନାଥ ସାହୁ, ନାଟ୍ୟକାର ଓ ନିର୍ଦ୍ଦେଶକ ଆଶିଷ କୁମାର ବସା, ଅଭିନେତା ଓ ନିର୍ଦ୍ଦେଶକ ଗୋକୁଳ ଚନ୍ଦ୍ର ଦାସ, ଅଭିନେତା ଓ ଶିକ୍ଷାବିତ ଶିବନାରାୟଣ ମିଶ୍ର ଓ ନାଟ୍ୟପ୍ରେମୀ ଅସିତ ଦାସ ପ୍ରମୁଖ ଉପସ୍ଥିତ […]

Read More Text.

ଅବସରପ୍ରାପ୍ତ ଶିକ୍ଷକ ସୋମନାଥ ସିଂହଙ୍କୁ ବିଦାୟ ସମ୍ବର୍ଦ୍ଧନା

ବାରିପଦା : ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୧୫ନଂ ୱାର୍ଡ ସ୍ଥିତ ପୂର୍ଣ୍ଣଚନ୍ଦ୍ରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସୋମନାଥ ସିଂହଙ୍କ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୌମ୍ୟ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନଗରପାଳ କୃଷ୍ଣIନନ୍ଦ ମହାନ୍ତି, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ କାଉନସିଲର ନିରୁପମା ମହାନ୍ତି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମମତାମୟୀ ବିଶ୍ୱାଳ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶଶୀଧର […]

Read More Text.

ମୟୂରଭଞ୍ଜ ଜିଲ୍ଲାରେ ୧୨ଟି ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଉଦ୍‌ଘାଟିତ

ବାରିପଦା : ରାଜ୍ୟସ୍ତରୀୟ ଅଙ୍ଗନବାଡି କେନ୍ଦ୍ର ଉଦଘାଟନ ଉତ୍ସବ ଅବସରରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ନବନିର୍ମିତ ୧୨ ଗୋଟି ଅଙ୍ଗନବାଡ଼ି କେନ୍ଦ୍ର ଆଭାସୀ ମାଧ୍ୟମରେ ଉଦ୍‌ଘାଟିତ ହୋଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଆଭାସୀ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଯୋଗଦେଇ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି […]

Read More Text.

ଜିଲ୍ଲାସ୍ତରୀୟ ୯୧ତମ ଓଡ଼ିଶା ଦିବସ

ଭାଷା ଆମର ଅସ୍ମିତା, ସଂସ୍କୃତି ଆମର ଗର୍ବ ଏବଂ ପ୍ରଗତି ଆମର ଲକ୍ଷ୍ୟ: ସ୍ୱାସ୍ଥ୍ୟମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ବାରିପଦା : ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ମିଳିତ ଆନୁକୁଲ୍ୟରେ ସ୍ଥାନୀୟ ଶହୀଦ ସ୍ମୃତି ଭବନରେ ୯୧ତମ ଓଡ଼ିଶା ଦିବସ ତଥା ରାଜ୍ୟ ପ୍ରତିଷ୍ଠା ଦିବସ ଅତି ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା […]

Read More Text.

ଶ୍ରମିକ ସ୍ୱାର୍ଥ ବିରୋଧୀ ୪ଟି ଶ୍ରମ କୋର୍ଡ ବାତିଲ୍ ଦାବିରେ ମିଳିତ କେନ୍ଦ୍ରୀୟ ଶ୍ରମିକ ସଂଗଠନର ବିକ୍ଷୋଭ

ବାରିପଦା : ଆମ ଦେଶ ଜଟିଳ ପରିସ୍ଥିତି ଦେଇ ଗତିକରୁଛି। ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଲଗାତାର ଭାବରେ ଦେଶର ଶ୍ରମଶକ୍ତିକୁ କର୍ପୋରେଟ ସଂସ୍ଥାମାନଙ୍କ ସ୍ୱାର୍ଥରେ ବିନିଯୋଗ କରିବାକୁ ପଛାଉନାହାନ୍ତି। ସମସ୍ତ ପ୍ରକାରର ଆନ୍ଦୋଳନକୁ ଭ୍ରୂକ୍ଷେପ ନ କରି ଏବଂ ଦେଶର ପ୍ରମୁଖ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ସହ ଆଲୋଚନା ନ କରି ୪୪ ଟି ଶ୍ରମ ଆଇନକୁ ଭାଂଗି ୪ ଟି ଘୃଣ୍ୟ ଶ୍ରମ କୋର୍ଡକୁ କାର୍ଯ୍ୟକାରୀ କରିଛନ୍ତି।ଦେଶର ଲାଭଜନକ, ଗୁରୁତ୍ୱପୂର୍ଣ୍ଣ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ରେଳବାଇ, […]

Read More Text.

୧୬୭.୨୦ କୋଟି ଟଙ୍କାରେ ବିକ୍ରି ହେଲା ଚିତ୍ରଶିଳ୍ପୀ ରାଜା ରବି ବର୍ମାଙ୍କ ‘ଯଶୋଦା ଏବଂ କୃଷ୍ଣ’ ପେଣ୍ଟିଂ

ନୂଆଦିଲ୍ଲୀ: ପେଣ୍ଟିଂର ଦାମ୍ ୧୬୭ କୋଟି । ରେକର୍ଡ ଭାଙ୍ଗିଲା ପ୍ରସିଦ୍ଧ ଭାରତୀୟ ଚିତ୍ରଶିଳ୍ପୀ ରାଜା ରବି ବର୍ମାଙ୍କ ‘ଯଶୋଦା ଏବଂ କୃଷ୍ଣ’ ପେଣ୍ଟିଂ । ୧୬୭.୨୦ କୋଟି ଟଙ୍କାରେ ବିକ୍ରି ହେଲା ଏହି ଆକର୍ଷଣୀୟ ଫଟୋ ଚିତ୍ର । ଏହାକୁ ଶିଳ୍ପପତି ସାଇରସ୍ ପୁନୱାଲା କିଣିଥିଲେ। ଏହି ଚିତ୍ରକଳାଟି ପ୍ରାୟ ୧୩୦ ବର୍ଷ ପୁରୁଣା।  ଏହା ୧୮୯୦ ଦଶକରେ ଚିତ୍ରିତ ହୋଇଥିଲା। ଏହା ମାତା ଯଶୋଦା ଏବଂ ଶିଶୁ କୃଷ୍ଣଙ୍କ ମଧ୍ୟରେ ପ୍ରେମକୁ ଚିତ୍ରଣ କରିଥାଏ। […]

Read More Text.