୪୭ତମ ମାନବ ଧର୍ମ ସମ୍ମିଳନୀ: ୪ ଜଣଙ୍କୁ ମିଳିବ ‘ସେବକଶ୍ରୀ’ ସମ୍ମାନ
ବାରିପଦା : ସଦ୍ଭାବନା ସମିତି, ବାରିପଦା ପକ୍ଷରୁ ଆସନ୍ତା ଅପ୍ରେଲ ୧ତାରିଖ ବୁଧବାର ଅପରାହ୍ନ ୫ ଘଟିକାରେ ଜିଲ୍ଲାପାଳଙ୍କ ସଦଭାବନା ସମ୍ମିଳନୀ କକ୍ଷରେ ୪୭ତମ ମାନବ ଧର୍ମ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟ ଅତିଥି ଭାବେ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସଏ, ବିଶିଷ୍ଟ ଅତିଥି ଭାବେ ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ଏବଂ ସ୍ୱତନ୍ତ୍ର ଅତିଥି ଭାବେ ମହାରାଣୀ ରଶ୍ମୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ, ସମ୍ମାନୀତ ଅତିଥି ଭାବେ ପୂର୍ବତନ ସାଂସଦ ବୀରଭଦ୍ର ସିଂ ଉପସ୍ଥିତ ରହିବାକୁ […]
Read More Text.