Img 20251215 wa0226

ରାଜ୍ୟସ୍ତରୀୟ ଶିଶୁ ନାଟକ ପ୍ରତିଯୋଗିତାରେ ଶ୍ରେଷ୍ଠ ନାଟକ ପ୍ରଦର୍ଶନ କରି ୮ ପୁରସ୍କାର ହାତେଇଲା ପିସିପୁର ସ୍କୁଲ

ବାରିପଦା : ଭବାନୀପାଟଣାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ “ସଙ୍ଗମ” ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ଶିଶୁ ନାଟକ ପ୍ରତିଯୋଗିତାରେ ବାରିପଦାର ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ୱାରା ପରିବେଷିତ ନାଟକ “କାନ୍ଦୁଛି ବନାନୀ” ଦର୍ଶକଙ୍କୁ ବିମୋହିତ କରିବା ସହ ୮ଟି ପୁରସ୍କାର ଲାଭକରି ବିଦ୍ୟାଳୟ, ତଥା ଜିଲ୍ଲା ପାଇଁ ସୁନାମ ଆଣିବାର ଗୌରବ ଅର୍ଜନ କରିପାରିଛି I ଶ୍ରେଷ୍ଠ ପ୍ରଯୋଜିତ ନାଟକ, ଶ୍ରେଷ୍ଠ ଆଲୋକ ସଜ୍ଜା, ଶ୍ରେଷ୍ଠ ବେସଭୁଷା ପାଇଁ ବିଦ୍ୟାଳୟ ପୁରସ୍କୃତ ହୋଇଥିବା ବେଳେ […]

Read More Text.
Img 20251215 wa0219

ବ୍ରହ୍ମ ମନ୍ଦିରର ଶତବାର୍ଷିକୀ ପାଳନ ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ବାରିପଦା : ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୧୦ ନଂ ୱାର୍ଡରେ ସ୍ଥିତ ଐତିହ୍ୟ ସମ୍ପନ୍ନ ବ୍ରହ୍ମ ମନ୍ଦିରର ଶତବାର୍ଷିକୀ ପାଳନ ଚଳିତ ମାସ ୨୦ ଓ ୨୧ ତାରିଖରେ ପାଳିତ ହେବାକୁ ଯାଉଅଛି I ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚି ସାରିଛି ବୋଲି ବ୍ରହ୍ମ ସମାଜ ଟ୍ରଷ୍ଟିର ଅଧ୍ୟକ୍ଷ ତଥା ଆବାହକ ରଞ୍ଜନ ବାନାର୍ଜୀ ଜଣାଇଛନ୍ତି I ବ୍ରାହ୍ମ ସମାଜର ମହାନ ଆଦର୍ଶ ଓ ମହନୀୟ ବାଣୀର ପ୍ରସାର ନିମନ୍ତେ ତତ୍କାଳୀନ ମୟୂରଭଂଜ ଷ୍ଟେଟର ପୁନ୍ୟଶ୍ଲୋକ […]

Read More Text.

ଦ୍ୱାରଶୁଣୀ ଘାଟି ରାସ୍ତାରେ କଟକଣା; ପ୍ରତି ଗୁରୁ ଓ ଶୁକ୍ରବାର ୩ ଘଣ୍ଟା ବନ୍ଦ ରହିବ 

ବାରିପଦା: ଦ୍ୱାରଶୁଣୀ ଘାଟି ମଧ୍ୟ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ସଂପ୍ରସାରଣ କାର୍ଯ୍ୟ ପାଇଁ ଲାଗିଛି କଟକଣା । ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ନିମନ୍ତେ ଆବଶ୍ୟକ ହେଉଥିବା ପଥର ବିସ୍ଫୋରଣ କାର୍ଯ୍ୟ ପାଇଁ ସତର୍କତା ପଦକ୍ଷେପ ସ୍ଵରୁପ ଜିଲ୍ଳା ପ୍ରଶାସନ ପକ୍ଷରୁ ଏହି ଆଦେଶ ଜାରି କରାଯାଇଛି । ପ୍ରତ୍ୟେକ ସପ୍ତାହରେ କେବଳ ଗୁରୁବାର ଓ ଶୁକ୍ରବାର ଦିନ ୧ଟା ରୁ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ଏହି ରାସ୍ତା ମଧ୍ୟ ଦେଇ ଯିବାଆସିବା ବନ୍ଦ […]

Read More Text.
Img 20251215 wa0192

 ନୂତନ ଯୋଗ୍ୟ ବିବେଚିତ ହିତାଧିକାରୀମାନଙ୍କୁ ନୂତନ ରାସନ କାର୍ଡ ପ୍ରଦାନର ଶୁଭାରମ୍ଭ 

ବାରିପଦା : ଆଜି ବାରିପଦା ପୌରପାଳିକା କାର୍ଯ୍ୟାଳୟ ପରିସରରେ ବାରିପଦା ସହରାଞ୍ଚଳ ଅନ୍ତର୍ଗତ ୨୮ଟି  ୱାର୍ଡରେ ଆଦ୍ୟାବଧି ଚିହ୍ନିତ ହୋଇଥିବା ନୂତନ ଯୋଗ୍ୟ ବିବେଚିତ ହିତାଧିକାରୀ ମାନଙ୍କୁ  ନୂତନ ରାସନ କାର୍ଡ ବଣ୍ଟନ ନିମନ୍ତେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ନଗରପାଳ ଶ୍ରୀ କୃଷ୍ଣାନନ୍ଦ ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ  ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ, ଡ଼. କୃଷ୍ଣ ଚନ୍ଦ୍ର ମହାପାତ୍ର ଯୋଗଦେଇଥିବା ବେଳେ […]

Read More Text.
Photo for the news of awareness program

ବିଦ୍ୟାଳୟରେ ଶକ୍ତି ସଂରକ୍ଷଣ ପ୍ରତିଯୋଗିତା

ବନ୍ତ/ଆଗରପଡ଼ା: ବର୍ତ୍ତମାନ ସମୟରେ ଶକ୍ତିର ଆବଶ୍ୟକତା ଅତ୍ୟନ୍ତ ଜରୁରୀ ହୋଇପଡ଼ିଛି । ଏହି ଶକ୍ତିକୁ ସଂରକ୍ଷଣ କରିଏହାର ସୁବିନିଯୋଗକରିବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଛି ।ଏହି ଅବସରରେ ବନ୍ତ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅରୁଦ୍ଧତି ସେନାପତିଙ୍କ ସଭାପତିତ୍ୱରେ ଶକ୍ତିସଂରକ୍ଷଣ ପାଇଁ ଅଧ୍ୟୟନରତ ଛାତ୍ରୀଙ୍କ ମଧ୍ୟରେ ସାଧାରଣ ଜ୍ଞାନ ,ପ୍ରବନ୍ଧ,ଚିତ୍ରାଙ୍କନ ଆଦି ପ୍ରତିଯୋଗୀତା ଅନୁଷ୍ଠିତ ହେବାସହ ଛାତ୍ରୀମାନେ ବ୍ୟାନର ଫ୍ଲାକ କାର୍ଡ଼ ଧରି ବଜାର ପରିକ୍ରମା କରିବା ସହ […]

Read More Text.
Images

ଶିକାରୀ ଗୁଳିରେ ଦନ୍ତା ମୃତ

ଅନୁଗୋଳ : ଅନୁଗୋଳରେ ପୁଣି ହାତୀ ମୃତ୍ୟୁ  | ପୋକୁଣ୍ଡା ରେଞ୍ଜ ମାଣିକଯୋଡି ପଞ୍ଚାୟତ ବାଲିସାହିରେ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି  |  ହାତୀ ମେଳରୁ ଅଲଗା ହୋଇ ଧାନ ଫସଲ ଖାଉଥିଲା ହାତୀ | ଶିକାରୀ ଗୁଳିରେ ଦନ୍ତା ହାତୀ ମୃତ |  ଦନ୍ତା ହାତୀକୁ କେହି ଗୁଳି କରିଥିବା ସନ୍ଦେହ କରାଯାଇଛି  | ୪ ରାଉଣ୍ଡ ଗୁଳି ହୋଇଥିବା ଅନୁମାନ କରାଯାଉଛି |  ଦନ୍ତା ହାତୀର ବୟସ ୧୫ ବର୍ଷ ହେବ  |  କେମିତି […]

Read More Text.
Paddy 1

ବିଶ୍ରାମ ଗୃହରେ ଧାନ ରଖିଲେ ଚାଷୀ, ଧାନ କିଣାରେ ସରକାରଙ୍କ ନିଷ୍କ୍ରିୟତାକୁ ନେଇ ଅସନ୍ତୋଷ

ରେଙ୍ଗାଲି: ଧାନ କିଣାକୁ ନେଇ ରାଜ୍ୟର ବିଭିନ୍ନ ଜାଗାରେ ଚାଷୀ କୂଳ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଥିବାବେଳେ ସରକାରଙ୍କ ଆଶ୍ବାସନାକୁ ସେମାନେ ଭରସା କରିପାରୁନାହାନ୍ତି। ଗତ ରବି ଫସଲରେ ଏମିତି ଅନେକ ଚାଷୀ ଧାନ ବିକ୍ରି କରିପାରି ନାହାନ୍ତି । ପୁଣି ଖରିଫ ଫସଲ ବେଳକୁ ସେହି ଅବସ୍ଥା। ରବି ଫସଲରେ ଧାନ ବର୍ଷାରେ ଭିଜି ଯାଇଥିବାରୁ ଚାଷୀମାନେ ଅନେକ କ୍ଷୟ କ୍ଷତି ସହିଛନ୍ତି। ଋଣ ବୋଝ ଚାପରେ ଏବେ ବି ଚାଷୀ ରହିଛନ୍ତି। କିନ୍ତୁ ଖରିଫ […]

Read More Text.

ଡିଜିପିଙ୍କ କ୍ୟାମ୍ପ ଅଫିସ ଆଗରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି। ବିଜେଡି ନେତାମାନେ ରାଜରାସ୍ତାକୁ ଓହ୍ଲାଇବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି । ଭୁବନେଶ୍ବର ଡିଜି କ୍ୟାମ୍ପ ଅଫିସ ଆଗରେ ଧାରଣା ଜାରି ରହିଛି । ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମେତ ଧର୍ମଶାଳା ନିର୍ବାଚନମଣ୍ଡଳୀର ଶତାଧିକ ଲୋକ ମଧ୍ୟ ଏହି ଧାରଣାରେ ସାମିଲ ହୋଇଛନ୍ତି । ପ୍ରଣବ କହିଛନ୍ତି, ଧର୍ମଶାଳାରେ ଗୁଣ୍ଡାରାଜ […]

Read More Text.
Chintu143

ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ, ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ବର : କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମହମ୍ମଦ ମୋକିମ ବହିଷ୍କୃତ। ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ । AICC ପକ୍ଷରୁ ନିଆଗଲା କାର୍ଯ୍ୟାନୁଷ୍ଠାନ । ରାହୁଲ ଗାନ୍ଧି ଓ ଖଡ୍ ଗେଙ୍କ ନେତୃତ୍ବ ନେଇ ପ୍ରଶ୍ନ ଉଠାଇଥିଲେ ମୋକିମ । ୪ ଦିନ ତଳେ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖିଥିଲେ ମୋକିମ । ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର […]

Read More Text.

ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ହେଲେ ରାଜ୍ୟପାଳଙ୍କ ଏଡିସି

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି । ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି ସମ୍ମାନଜନକ ପଦବୀ ପ୍ରଦାନ କରିଛନ୍ତି। ଆଇଏନଏସ୍ ଆଦିତ୍ୟରେ ଡବ୍ଲୁକେଓ (ଓ୍ବାଚ୍ କିପିଂ ଅଫିସର) ଭାବେ କାର୍ଯ୍ୟ କରିଥିବା ଲେଫ୍ଟନାଣ୍ଟ ଦେଓ ଏହି ନୂଆ ଦାୟିତ୍ୱରେ ଯୋଗ ଦେଇଛନ୍ତି। ଲେଫ୍ଟନାଣ୍ଟ ଦେଓ ପ୍ରତିଷ୍ଠିତ ନ୍ୟାସନାଲ ଡିଫେନ୍ସ […]

Read More Text.