ଗ୍ରୀଷ୍ମ ପ୍ରବାହ ପରିଚାଳନା ସଚେତନତା କାର୍ଯ୍ୟକ୍ରମ
ଅଂଶୁଘାତର ମୁକାବିଲା ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଆହ୍ୱାନ ବାରିପଦା: ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ଭୁବନେଶ୍ବର ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ମୟୁରଭଞ୍ଜ ମିଳିତ ଆନୁକୂଲ୍ୟରେ ତକତପୁର ସ୍ଥିତ ମହାରାଜା ପୂର୍ଣ୍ଣଚନ୍ଦ୍ର ସ୍ଵୟଂଶାସିତ ମହାବିଦ୍ୟାଳୟ ଦ୍ଵାରା ଅଂଶୁଘାତ ସଚେତନତା କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷ ଡା. ନାରାୟଣ ପ୍ରସାଦ ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଆସିଷ୍ଟାଣ୍ଟ ପ୍ରଫେସର ରାଇମଣି ମାରାଣ୍ଡି ସ୍ଵାଗତ ଅଭିଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ. ତତ୍ପରେ […]
Read More Text.