ଆଜିଠୁ ୧୪ ତାରିଖ ଯାଏ ଆବେଦନ କରିପାରିବେ ଯୁକ୍ତ ଦୁଇ ନାମଲେଖାରୁ ବଞ୍ଚିତ ଛାତ୍ରଛାତ୍ରୀ
ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ ଜାରି ରହିଛି। ଏହିକ୍ରମେ ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ କରାଯାଇଛି। ଏଥିପାଇଁ ସ୍ବତନ୍ତ୍ର ଭାବେ ଯୁକ୍ତଦୁଇ ଚତୁର୍ଥ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟର ସୂଚନା ଅନୁଯାୟୀ, ୨୦୨୫-୨୬ ଶିକ୍ଷାବର୍ଷର ଚତୁର୍ଥ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆଜିଠୁ ଆରମ୍ଭ ହେବ। ଆଜି ଅପରାହ୍ଣ ୩ଟାରେ ସାମ୍ସ ୱେବ୍ସାଇଟ୍ରେ ଆବେଦନ କରାଯିବ। ୧୪ ତାରିଖ ଯାଏଁ ଆବେଦନ କରିହେବ। […]
Read More Text.