ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ : ମୋଟ ୨୭୬ ଗୋଟି ଅଭିଯୋଗର ହେଲା ଶୁଣାଣି
ବାରିପଦା (୦୬/୦୪) : ମୟୂରଭଞ୍ଜ ଜ଼ିଲ୍ଲା ସଦର ମହକୁମା ବାରିପଦା ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ୍ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଜନଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ […]
Read More Text.