ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଜାତୀୟ ସଂହତି ଶିବିର-୨୦୨୬ ଉଦ୍ଘାଟିତ
ବାରିପଦା (୨୨/୦୨) : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଜାତୀୟ ସଂହତି ଶିବିର-୨୦୨୬ ଉଦ୍ଘାଟିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ବ୍ୟୁରୋ ଏବଂ ଏନ୍ଏସ୍ଏସ୍ ରିଜିଓନାଲ୍ ଡିରେକ୍ଟୋରେଟ୍, ଭୁବନେଶ୍ୱର ଦ୍ୱାରା ଫେବ୍ରୁଆରୀ ୨୨ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ଶିବିରର ଉଦ୍ଘାଟନୀ ସମାରୋହରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀଙ୍କ ଅଧ୍ୟକ୍ଷତା କରିଥିଲେ । ଉକ୍ତ ଶିବିରରେ ମୁଖ୍ୟ ଅତିଥି ଭାବେ ମୟୂରଭଞ୍ଜର ଲୋକସଭା ସାଂସଦ ଶ୍ରୀ […]
Read More Text.