ଜିଲ୍ଲା ପ୍ରଶାସନ ପକ୍ଷରୁ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ପାଳିତ
ବାରିପଦା : ଆଜି ବାରିପଦା ଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ପ୍ରସିଦ୍ଧ ସାହିତ୍ୟିକ ପଦ୍ମଶ୍ରୀ ପ୍ରଫେସର ଦମୟନ୍ତୀ ବେଶ୍ରା ଯୋଗ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା […]
Read More Text.