ମନୀଷୀଙ୍କ ଆଦର୍ଶରେ ଗଢ଼ା ହେଉ ଜୀବନ: ରାଜଭବନ ସ୍କୁଲରେ ‘ପୂଜ୍ୟପୂଜା’ର ଆହ୍ୱାନ
ଭୁବନେଶ୍ୱର, ୦୩/୦୨: ଓଡ଼ିଶାର ବରେଣ୍ୟ ମନୀଷୀମାନଙ୍କ ମହାନ ଆଦର୍ଶରେ ଅନୁପ୍ରାଣିତ ହୋଇ ଜୀବନ ଗଠନ କରିବା ପାଇଁ ସ୍ଥାନୀୟ ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ‘ପୂଜ୍ୟ ପୂଜା ଓଡ଼ିଶା’ ପକ୍ଷରୁ ଆହ୍ୱାନ ଦିଆଯାଇଛି। ବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସଂଯୁକ୍ତା ଷଡ଼ଙ୍ଗୀ ଅଧ୍ୟକ୍ଷତା କରିଥିଲେ | ଏହି କାର୍ଯ୍ୟକ୍ରମରେ ‘ପୂଜ୍ୟ ପୂଜା ଓଡ଼ିଶା’ର ସମ୍ପାଦକ ତଥା ବିଶିଷ୍ଟ ସାରସ୍ୱତ ସଂଗଠକ ରମାକାନ୍ତ ମିଶ୍ର ମୁଖ୍ୟ ବକ୍ତା ଓ ଆଲୋଚକ […]
Read More Text.