୨୭ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP

ଭୁବନେଶ୍ୱର : କେବେ ଖରା ଛୁଟି ହେବ ନିଷ୍ପତ୍ତି ହୋଇନି । ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP ଜାରି ହୋଇଛି । ଛୁଟି ଭିତରେ ସମସ୍ତଙ୍କୁ ଡ୍ରେସ ଯୋଗାଇ ଦିଆଯିବ। ତେବେ କେବେ ସ୍କୁଲ ଛୁଟି ହେବ କିଛି ନିଷ୍ପତ୍ତି ହୋଇନି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ସମୟ ଦେଖି ସଠିକ୍ ସମୟରେ ନିଷ୍ପତ୍ତି ନିଆଯିବ। ଏଥରକ ଖରା ଛୁଟି ପୂର୍ବରୁ ସବୁ […]

Read More Text.

ବାତିଲ ହୋଇନି ମେଟ୍ରୋ ପ୍ରକଳ୍ପ, ସାମୟିକ ଭାବେ ସ୍ଥଗିତ ରଖାଯାଇଛି: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବରରେ ମେଟ୍ରୋ ପ୍ରକଳ୍ପ ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତିକ୍ରିୟା ଦେଇଅଛନ୍ତି । ବାତିଲ ହୋଇନି ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ, ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ମୁଖ୍ୟମନ୍ତ୍ରୀ କେଉଁଠି ମନା କରିନାହାନ୍ତି, ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ବିଚାରଧୀନ ରହିଥିବା କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ନ ହେଲେ କାଲି ମେଟ୍ରୋର ଆବଶ୍ୟକତା ରହିଥିବା ମନ୍ତ୍ରୀ କହିଛନ୍ତି । ଏଥିପାଇଁ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯାଇଛି । କେଉଁ ଉପାୟରେ ମେଟ୍ରୋ ପ୍ରକଳ୍ପ […]

Read More Text.

ଧର୍ମଶାଳାରେ ଝାଡ଼ାବାନ୍ତି ଆତଙ୍କ, ସ୍ଥିତି ପରଖିଲେ CDMO

ଯାଜପୁର : ଧର୍ମଶାଳାରେ ବ୍ୟାପୁଛି ଝାଡ଼ାବାନ୍ତି । ସ୍ଥିତି ପରଖିଲେ CDMO । ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ବାଉଁଶଡୋଳ ଗାଁରେ ଝାଡାବାନ୍ତିରେ ୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ଧର୍ମଶାଳା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ତେବେ ଉକ୍ତ ଗାଁର ଜଣେ ଯୁବକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହୋଇ ଫେରିବା ପରେ ତାଙ୍କର ମୃତ୍ୟୁ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ […]

Read More Text.

୧୦୦ ଦିନ, ୧୦୦ ସହର, ୧୦୦ ଅନୁଷ୍ଠାନ: ୨୦୨୬ ଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ ୭୨ ଦିନିଆ କାଉଣ୍ଟଡାଉନ୍

ବାରିପଦା : ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଅନ୍ତର୍ଜାତୀୟ ଯୋଗ ଦିବସ ଆୟୋଜନରେ ନେତୃତ୍ୱ ନେଇଛି ଯାହା ସାରା ବିଶ୍ୱରେ ପ୍ରବଳ ଉତ୍ସାହ ଏବଂ ସମର୍ଥନ ସଂଗ୍ରହ କରିଛି । ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦ୍ୱାରା ପୂର୍ବରୁ ଦିଆଯାଇଥିବା ପରାମର୍ଶ ଉପରେ ଆଧାରିତ ୨୦୧୪ରେ ମିଳିତ ଜାତିସଂଘ ଦ୍ୱାରା ଗୃହୀତ ଏକ ସଂକଳ୍ପ ସହିତ ଏହି ପରମ୍ପରା ଆରମ୍ଭ ହୋଇଥିଲା । ସାରା ବିଶ୍ୱରେ, ଯୋଗର ଗ୍ରହଣୀୟତା ଏତେ ବୃଦ୍ଧି ପାଇଛି ଯେ […]

Read More Text.
IMG 20260409 WA0204

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ବହିହାଟ ସମାପନ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ବିଶ୍ୱବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ବହିହାଟ ସମାପନ ହୋଇଯାଇଛି । ଓଡ଼ିଶା ସରକାରଙ୍କ ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ‘ଆସ ବହିଟିଏ କିଣିବା’ କାର୍ଯ୍ୟକ୍ରମ ଅନୁଯାୟୀ ମୟୂରଭଞ୍ଜ ତଥା ବହିରାଗତ ଲେଖକ ଓ ବିତରକ ମାନଙ୍କ ପ୍ରଦର୍ଶିତ ବହିହାଟରେ ୨୯ଟି ଷ୍ଟଲ୍‌ରେ ବହି ବିକ୍ରି ହୋଇଥିଲା । ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷ ସମ୍ମୁଖରେ ଅନୁଷ୍ଠିତ ହୋଇଥିବା ଏହି ବହିହାଟକୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ […]

Read More Text.
IMG 20260408 WA0215

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ କୁଳପତି ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତିଙ୍କ ଦାୟିତ୍ବଗ୍ରହଣ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି କୁଳପତି ଭାବେ କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଏହି ଅବସରରେ ବିଶ୍ୱବିଦ୍ୟାଳୟ ତରଫରୁ ପ୍ରଫେସର ମହାନ୍ତିଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ସର୍ବପ୍ରଥମେ କୁଳପତି ପ୍ରଫେସର ମହାନ୍ତି ପୂଣ୍ୟଶ୍ଲୋକ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।  ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ବିଶ୍ୱଜିତ ରଥ, କୁଳସଚିବ ସୁଶ୍ରୀ ସୁମିତା ସିଂ, ବିତ୍ତ ନିୟନ୍ତ୍ରକ ଶ୍ରୀ ଭରତ ଚନ୍ଦ୍ର […]

Read More Text.
IMG 20260409 WA0174

ବଳାଙ୍ଗୀ ମହୋତ୍ସବ ଅସ୍ଥାୟୀ କାର୍ଯ୍ୟାଳୟ ଉଦଘାଟିତ 

ଜିଲ୍ଲାରେ ସାଂସ୍କୃତିକ ଆନ୍ଦୋଳନ ସୃଷ୍ଟି କରିଛି ବଳାଙ୍ଗୀ ମହୋତ୍ସବ  ବାରିପଦା : ଆସନ୍ତା ଏପ୍ରିଲ 16ରୁ 22 ତାରିଖ ପର୍ଯ୍ୟନ୍ତ 7ଦିନ ଧରି 24ତମ ରାଜ୍ୟ ସ୍ତରୀୟ ବଳାଙ୍ଗୀ ମହୋତ୍ସବ-2026 ପାଳିତ ହେବାକୁ ଯାଉଥିବା ବେଳେ, ବାରିପଦା ରାଜବାଟି ନିକଟ ମୁନିସିପାଲଟି ମାର୍କେଟ କମ୍ପ୍ଲେକ୍ସରେ ମହୋତ୍ସବ କାର୍ଯ୍ୟ ପରିଚାଳନା ପାଇଁ ଏକ ଅସ୍ଥାୟୀ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି. ଅନୁଷ୍ଠିତ ଉକ୍ତ ଉଦଘାଟନୀ ଉତ୍ସବରେ ବାରିପଦା ନଗରପାଳ କୃଷ୍ଣାନନ୍ଦ ମହାନ୍ତି ମୁଖ୍ୟଅତିଥି ଭାବରେ ଯୋଗଦେଇ ଆନୁଷ୍ଠାନିକ ଭାବେ କାର୍ଯ୍ୟାଳୟକୁ  […]

Read More Text.
IMG 20260409 WA0178

ମାଦଳ ମହୁରୀ ଉତ୍ସବର ୨ୟ ସନ୍ଧ୍ୟା : ନାଟକ “ଗ୍ରେଟ ନୁଙ୍ଗୁରା” ଓ “ମିଛୁଆ ରାଧୁଆ” ମଞ୍ଚସ୍ଥ 

ବାରିପଦା : ସ୍ଥାନୀୟ ସହିଦ ସ୍ମୃତି ଭବନରେ ଦୁର୍ଯ୍ୟ – ସରସ୍ବତୀ ସାଂସ୍କୃତିକ ପରିଷଦ ଓ ସୌଖିନ କଳାକାର କ୍ଲବ ଆନୁକୂଲ୍ୟରେ ଆୟୋଜିତ ୩ ଦିନିଆ ମାଦଳ ମହୁରୀ ଉତ୍ସବ – ୨୦୨୬ ର ୨ୟ ସନ୍ଧ୍ୟାରେ କ୍ଷୀରୋଦ ବିହାରୀ ସିଟଙ୍କ ରଚିତ ଦୁଇଟି ନାଟକ ମଞ୍ଚସ୍ଥ ହୋଇଯାଇଛି I ଜ୍ଞାନ ପଣ୍ଡାଙ୍କ ନିର୍ଦ୍ଦେଶିତ ନାଟକ “ଗ୍ରେଟ ନୁଙ୍ଗୁରା” ରେ ଜ୍ଞାନ ପଣ୍ଡା, ଜଗଦୀଶ, ନିକିତା ଅଭିନୟ କରିଥିବା ବେଳେ ମହେଶ ସାହୁ ( ତପୁବାବା ) […]

Read More Text.

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ

ଉମରକୋଟ : ପୋଖରୀରେ ବୁଡ଼ି ୩ ଶିଶୁ ମୃତ ।  ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପର ପାରା ଗାଁରେ ବଡ଼ ଅଘଟଣ ।  ଦୁଇ ପରିବାରର ତିନି ଶିଶୁ କନ୍ୟାଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଛି ।  ସ୍କୁଲରୁ ଫେରି ପୋଖରୀକୁ ଗାଧୋବାକୁ ଯାଇଥିବା ବେଳେ ପାଣିରେ ବୁଡ଼ିଯାଇ ମୃତ୍ୟୁ ହୋଇଛି ।  ସମସ୍ତଙ୍କ ବୟସ ୫ରୁ ୯ବର୍ଷ ମଧ୍ୟରେ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ମୃତକ ସନ୍ଧ୍ୟା ଓ ସନ୍ଧିତା ଗୋଟିଏ […]

Read More Text.

ୟୁଜିସିର ନିଷ୍ପତ୍ତି, ଅଙ୍ଗନୱାଡି ପିଲାଙ୍କ ପାଠପଢ଼ା ଓ ସ୍ୱାସ୍ଥ୍ୟର ଯତ୍ନ ନେବେ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ

ଭୁବନେଶ୍ବର: ୟୁଜିସିର ବଡ଼ ନିଷ୍ପତ୍ତି । ଅଙ୍ଗନୱାଡିକୁ ଆଡପ୍ଟ କରିବେ ବିଶ୍ୱବିଦ୍ୟାଳୟ । ଏଣିକି କୁନି କୁନି ପିଲାଙ୍କ ପାଠପଢ଼ା ଏବଂ ସ୍ୱାସ୍ଥ୍ୟର ଯତ୍ନ ନେବେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ । ଶିଶୁ ଶିକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ୟୁଜିସି ଏହି ନିର୍ଦ୍ଦେଶନାମା ଜାରି କରିଛି । ବିଶ୍ୱବିଦ୍ୟାଳୟ କରିବେ ମେଣ୍ଟରସିପ୍ । ପ୍ରତି ବିଶ୍ୱବିଦ୍ୟାଳୟ ଓ କଲେଜ ଅତିକମରେ ୫ରୁ ୬ଟି ଅଙ୍ଗନବାଡ଼ି କେନ୍ଦ୍ରକୁ ପୋଷ୍ୟ ଭାବେ ଗ୍ରହଣ କରିବେ । ଫିଲ୍ଡ ୱାର୍କ, ସାମାଜିକ […]

Read More Text.