ଟଙ୍କା ଫେରସ୍ତ ପାଇବେ ସବୁ ଚିଟ୍ଫଣ୍ଡ ଜମାକାରୀ: ମନମୋହନ
ଭୁବନେଶ୍ଵର: କ୍ଷୁଦ୍ର ଚିଟ୍ଫଣ୍ଡ୍ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗ। ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି ସରକାର ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି ପାଳନ କରୁଛନ୍ତି । ଲକ୍ଷାଧିକ ଚିଟ୍ଫଣ୍ଡ୍ ଜମାକାରୀ ଟଙ୍କା ପାଇ ସାରିଲେଣି। ବର୍ତ୍ତମାନ୍ ସରକାର ଆଉ ୫ ଲକ୍ଷ ଜମାକାରୀଙ୍କୁ ଚିହ୍ନଟ କରିଛନ୍ତି। ପର୍ଯ୍ୟାୟକ୍ରମେ ଅନ୍ୟ ଜମାକାରୀଙ୍କୁ ମଧ୍ୟ ଟଙ୍କା ଫେରାଯିବ। ବଡ଼ ଜମାକାରୀ ମଧ୍ୟ ଟଙ୍କା […]
Read More Text.