ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଉତ୍ସବ
ବାରିପଦା : ଓଡିଶା ସରକାର ଙ୍କ ଜଳ ସମ୍ପଦ ବିଭାଗ ତରଫରୁ ସାରା ରାଜ୍ୟରେ ଚଳିତ ଜାନୁଆରୀ ମାସ ୬ ତାରିଖ ଠାରୁ ଜାନୁଆରୀ ୨୦ତାରିଖ ପର୍ଯ୍ୟନ୍ତ ପାଣି ପଂଚାୟତ ପକ୍ଷ ପାଳନ ଅବସରରେ ସ୍ଥାନୀୟ ତକତପୁର ସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ଏନେକ୍ସର ହଲ ସମ୍ମିଳନୀ କକ୍ଷ ଠାରେ ପାଣି ପଂଚାୟତ ପକ୍ଷ ପାଳନ ଉପଲକ୍ଷେ ମୟୁରଭଞ୍ଜ ଜଳସେଚନ ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ପାଣି ପଂଚାୟତ ପକ୍ଷ ପାଳନ ଉତ୍ସବ ସମାରୋହ ଅନୁଷ୍ଠିତ […]
Read More Text.