ଜାନୁଆରୀ ୧୮ ସୁଦ୍ଧା ୪ ଲକ୍ଷ ୫୭ ହଜାର ୬୮୧ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ବର: ସୁଭଦ୍ରା କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପଡେଟ୍ । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ଆହୁରି ମଧ୍ୟ କହିଛନ୍ତି ଯେ, ନୂଆ ଭାବେ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ପାଇବେ ପ୍ରଥମ କିସ୍ତି […]
Read More Text.