ଲଘୁ ଖଣିଜ ଚାଲାଣ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଡିଜିପି
ରାଜ୍ୟରେ ଚୋରା ବାଲି, ମୋରମ, ମାଙ୍କଡା ପଥର ମାଫିଆ ତଥା ବେଆଇନ ଗୋ-ଚାଲାଣକାରୀଙ୍କ ବିରୋଧରେ ଓଡିଶା ପୋଲିସ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ଓ ଗୋ ଚାଲାଣ ଉପରେ ରୋକ ଲଗାଇବା ପାଇଁ କିଛି ଦିନ ଧରି ପୁଲିସ ତରଫରୁ “ଅପରେସନ୍ ଧରପଗଡ” ଅଭିଯାନ କରାଯାଇଥିଲା। ରାଜ୍ୟ ତମାମ ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ […]
Read More Text.