ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ
ଭୁବନେଶ୍ବର: ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ବିରାଟ ମହିଳା ସମବେଶକୁ କରିବେ ସମ୍ବୋଧନ । ଓଡ଼ିଶା ଆସିବେ କଂଗ୍ରେସ ନେତ୍ରୀ ତଥା ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଆସନ୍ତା ମାର୍ଚ୍ଚ ମାସରେ ରାଜ୍ୟରେ କଂଗ୍ରେସ ଏକ ବିରାଟ ମହିଳା ସମାବେଶ କରିବ । ଏହି ସମାବେଶରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଯୋଗଦେବେ । ଏହି ସମାବେଶ ରାଜ୍ୟର ୧୦ଟି ଜିଲ୍ଲାରେ ଅନୁଷ୍ଠିତ […]
Read More Text.