ଜବତ ଗଞ୍ଜେଇ ହେରଫେର ଅଭିଯୋଗ: ଥାନା ଅଧିକାରୀ ନିଲମ୍ବିତ
ଫୁଲବାଣୀ: କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକ । ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି । ଆଦେଶ ଅନୁସାରେ ବର୍ତ୍ତମାନ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ରିପୋର୍ଟ କରିବେ । ସୂଚନା ଅନୁସାରେ, କିଛି ଦିନ ପୂର୍ବେ ସଦର ଥାନା ପୋଲିସ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଥିଲା । ସେଥିରୁ ଦୁଇ କ୍ୱିଣ୍ଟାଲ୍ ଗଞ୍ଜେଇର ହିସାବ […]
Read More Text.