“ଶ୍ରୀରାମଙ୍କ ସ୍ବର୍ଣ୍ଣ ଧନୁ ଯାତ୍ରା”କୁ ବାରିପଦାରେ ସ୍ୱାଗତ ସମ୍ବର୍ଦ୍ଧନା
ବାରିପଦା : ଓଡ଼ିଶାରୁ ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମି ମନ୍ଦିରକୁ ପ୍ରେରିତ ହେବାକୁ ଥିବା “ଶ୍ରୀରାମଙ୍କ ସ୍ବର୍ଣ୍ଣ ଧନୁ” ବାରିପଦାରେ ପହଞ୍ଚିବାରେ ତାକୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ରାଉରକେଲାରୁ ବାହାରି ପୁରୀ ପର୍ଯ୍ୟନ୍ତ ଯିବାକୁ ଥିବା ଏହି “ଶ୍ରୀରାମ ଧନୁ” ବହନକାରୀ ସୁସଜ୍ଜିତ ରଥକୁ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ମୁର୍ଗାବାଡିଠାରେ ସ୍ୱାଗତ କରାଯିବା ପରେ ଏହାକୁ ସହର ପରିକ୍ରମା କରାଯାଇଥିଲା। ସାମାଜିକ ଗଣ ମାଧ୍ୟମରେ ହିନ୍ଦୁତ୍ୱବାଦୀ ନେତା ଭାବେ ଖ୍ୟାତି ଅର୍ଜନ କରିଥିବା ପ୍ରକାଶ ନାୟକ ରଥ […]
Read More Text.