ପରିତ୍ୟକ୍ତ କୂଅରୁ ହାତୀ ଶାବକ ଉଦ୍ଧାର
କଣ୍ଟାବାଞ୍ଝି : ପରିତ୍ୟକ୍ତ କୂଅରୁ ହାତୀ ଶାବକ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ବିଜାମାଲ ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ହାତୀ ଛୁଆଟି ଖସି ପଡ଼ିଥିଲା । ସ୍ଥାନୀୟଲୋକେ ଦେଖି ବନବିଭାଗକୁ ଖବର ଦେଇଥିଲେ । ମୁରିବାହାଲ ଦମକଳ ବାହିନୀ ପହଞ୍ଚି ଶାବକକୁ କୂଅରୁ ଉଦ୍ଧାର କରିଛନ୍ତି । ଉଦ୍ଧାର ସମୟରେ ଗୁଡ଼ିଘାଟ କେନ୍ଦୁଲିପ ଫରେଷ୍ଟର ପ୍ରଦୀପ ନାଥଙ୍କୁ ହାତୀ ଶାବକ ଆକ୍ରମଣ କରିଛି । ଗୁରୁତର ଅବସ୍ଥାରେ ଫରେଷ୍ଟରଙ୍କୁ କଣ୍ଟାବାଞ୍ଜି ମେଡିକାଲକୁ […]
Read More Text.