ବାରିପଦାରେ ଟ୍ରାକ୍ ଧସିବାରୁ ଏକାଧିକ ଟ୍ରେନ୍ ବାତିଲ
ବାରିପଦା: ରାଜ୍ୟରେ ଲାଗି ରହିଥିବା ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ସ୍ୱାଭାବିକ ଜୀବନଯାତ୍ରା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଲଗାଣ ବର୍ଷା କାରଣରୁ ସୋମବାର ଦିନ ବାରିପଦା ଷ୍ଟେସନ୍ ମାର୍କେଟ୍ ଅଞ୍ଚଳରେ ଥିବା ସୁଙ୍ଗାଡିଆ ନିକଟରେ ରେଳଧାରଣା ଧସିଯିବା ଫଳରେ ଏହି ରୁଟ୍ରେ ଟ୍ରେନ୍ ଚଳାଚଳ ବ୍ୟାପକ ଭାବେ ବାଧାପ୍ରାପ୍ତ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, ସୁଙ୍ଗାଡିଆ ନିକଟରେ ପ୍ରାୟ ୫୦ ମିଟର ଲମ୍ବର ରେଳ ଟ୍ରାକ୍ ତଳୁ ମାଟି ଅତଡ଼ା […]
Read More Text.